ଆୟୁଷ୍ମାନ ଭାରତକୁ ନେଇ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତକୁ ନେଇ ଆଜି ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏଣିକି ଆୟୁଷ୍ମାନ ଭାରତ ଯୋଜନାରେ ଯୋଡ଼ି ହେବେ ନୂଆ ହିତାଧିକାରୀ। ଏବେ ୭୦ ବର୍ଷ ବୟସ୍କ ସବୁ ଲୋକ ଆୟୁଷ୍ମାନ ଭାରତ ଯୋଜନାରେ ମାଗଣା ଚିକିତ୍ସା ସେବାର ସୁବିଧା ପାଇବେ।ସେମାନଙ୍କ!-->…