ଧୋଇଗଲା ସୋଲାରଜଳ ପ୍ରକଳ୍ପ, ନିମ୍ନମାନର କାର୍ଯ୍ୟ ଅଭିଯୋଗ

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ଓଟି ଏଲ୍ ପି ପ୍ଲସ ପକ୍ଷରୁ ବିକାଶମୂଳକ କାର୍ଯ୍ୟ କୁ ତ୍ଵରାନିତ କରିବା ପାଇଁ 'ବିକାଶ' ସଂସ୍ଥା ସହ 2021-22 ମସିହାରେ ଚୁକ୍ତିନାମା କରାଯାଇଥିଲା। ଆର୍ଥିକ ବର୍ଷ 2023-24 ରେ ଦୋରାଗୁଡା ପଞ୍ଚାୟତର ତାଟମାନଗୁଡା ଠାରେ ୬ଲକ୍ଷ ଟଙ୍କା ବ୍ୟୟରେ ଚାଷୀ

ମେଡିକାଲରେ ବିଦ୍ୟୁତ ତାର ଲାଗି ଗଲା ରୋଗୀଙ୍କ ଜୀବନ

ନୀଳଗିରି : ମେଡିକାଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ । ବାଲେଶ୍ଵର ନୀଳଗିରି ଉପଖଣ୍ଡ ମେଡ଼ିକାଲରେ ଅବ୍ୟବସ୍ଥା ନେଇଛି ଜୀବନ । ଶୌଚାଳୟ ନିକଟରେ ବିଛା ହୋଇଥିବା କେବୁଲ ତାରରେ ଛନ୍ଦି ହୋଇ ତଳେ ପଡି ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ

ବିପର୍ଯ୍ୟୟ ପରିଚାଳନା ପାଇଁ ଗ୍ରାମ ପଂଚାୟତସ୍ତରରେ ଯୋଜନା ପ୍ରସ୍ତୁତି ବୈଠକ

ଫୁଲବାଣୀ : ଗ୍ରାମ୍ୟସ୍ତରରୁ ବିପର୍ଯ୍ୟୟ ପରିଚାଳନା କରିବାକୁ ହେଲେ ଗ୍ରାମ ପଂଚାୟତ କୁ ମଧ୍ୟ ସାମିଲ କରିବାକୁ ହେବ ତେଣୁ କନ୍ଧମାଳ ଜିଲ୍ଲାରେ ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାତୀ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ବିଭାଗ କନ୍ଧମାଳଙ୍କ ମିଳିତ ସହେଯାଗରେ ବାଲିଗୁଡା ବ୍ଲକରେ ପଂଚାୟତସ୍ତରୀୟ ଯୋଜନା

ପଞ୍ଚଦଶ ଅର୍ଥ କମିଶନ ଯୋଜନା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର

ଚିକିଟୀ : ବ୍ଲକ ସମ୍ମିଳନୀ କକ୍ଷରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଓ ପଞ୍ଚଦଶ ଅର୍ଥ କମିଶନ ଯୋଜନା ରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଓ ଜନ ଶୁଣାଣି ଶିବିର ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।

ଆମେରିକାରେ ରାହୁଲ ଗାନ୍ଧିଙ୍କ ‘ଶିଖ’ ବୟାନକୁ ନେଇ ଘେରିଲା ବିଜେପି

ଆମେରିକାର କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଦେଇଥିବା ‘ଶିଖ’ ବୟାନକୁ ନେଇ ଚିହିଁକି ଉଠିଛି ବିଜେପି। ରାହୁଲଙ୍କ ବୟାନକୁ ବିଜେପି ସମାଲୋଚନା କରିବା ସହ ବିଦେଶରେ ଥିବା ବେଳେ କଂଗ୍ରେସ ସାଂସଦ ବିପଦଜନକ ପ୍ରସଙ୍ଗର ପ୍ରଚାର କରୁଛନ୍ତି ବୋଲି ଦଳ ଅଭିଯୋଗ କରିଛି।

ପୁଣି ଗୃହରେ ଉଠିଲା ମମିତା ମେହେର ପ୍ରସଙ୍ଗ

ଭୁବନେଶ୍ବର: ପୁଣି ଗୃହରେ ଉଠିଲା ସ୍ବାମୀ ଲକ୍ଷ୍ମଣାନନ୍ଦ, ନବ ଦାସ ଓ ମମିତା ମେହେର ହତ୍ୟା ପ୍ରସଙ୍ଗ। ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ମଧ୍ୟ ଉଠିଛି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି,

ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ବଡ଼ ପ୍ରକଳ୍ପ

ଭୁବନେଶ୍ବର: ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ମେଗା ପାନୀୟ ଜଳ ପ୍ରକଳ୍ପ । ଆଜି ଗୃହରେ ପିପିଲି ବିଧାୟକଙ୍କ ପ୍ଣା୍ନରେ ଏହି ଉତ୍ତର ରଖିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାଏକ । ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ । ଡେଲାଙ୍ଗରେ ୫ଟି ମେଗା

ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର, ହସ୍ପିଟାଲରେ ଚାଲିଛି ଚିକିତ୍ସା

ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି। ବର୍ତ୍ତମାନ ତାଙ୍କର ଚିକିତ୍ସା ଦିଲ୍ଲୀ ସ୍ଥିତ ଏମ୍ସରେ ଚାଲିଛି। ସେ ନିଜେ ନିଃଶ୍ୱାସ ପ୍ରଶ୍ୱାସ ନେଇ ପାରୁ ନାହାନ୍ତି। ତେଣୁ ତାଙ୍କୁ ମେସିନ ଦ୍ୱାରା ଆବଶ୍ୟକ ଅମ୍ଳଜାନ ଯୋଗାଇ

କନ୍ଧମାଳ ସାଂସଦଙ୍କ ମହାମହିମ ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଫୁଲବାଣୀ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଜୀଙ୍କ ସହ ରାଷ୍ଟ୍ରପତି ଭବନ, ଦିଲ୍ଲୀରେ ଦେଖା ହୋଇ ଓଡ଼ିଶା ଏବଂ ଭାରତର ପ୍ରମୁଖ ବିଷୟରେ ଆଲୋଚନା କରିବାର ସୁଯୋଗ ପାଇଛନ୍ତି । ଓଡିଶାର ମାଟିରୁ ଜନ୍ମଗ୍ରହଣ କରି ଦେଶର

ଅଟୋ ଧକ୍କାରେ ଛାତ୍ରୀ ଗୁରୁତର

ହିଞ୍ଜିଳିକାଟୁ ୧୦/୯ : ହିଞ୍ଜିଳିକାଟୁ ସ୍ୱୟଂଶାସିତ ବିଜ୍ଞାନମହାବିଦ୍ୟାଳୟ ନିକଟରେ ମଙ୍ଗଳବାର ଏକ ଯାତ୍ରୀବାହୀ ଅଟୋ ଧକ୍କାରେ ଜଣେ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି