ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି ହୋଇଛି । କେତେ କମିବ ତାହା

ରାଜ୍ୟରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି, ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ସମ୍ଭାବ୍ୟ ବନ୍ୟା ସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତି । ସମସ୍ତ କ୍ଷେତ୍ର ସ୍ତରୀୟ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ । ସ୍ଥିତି ଉପରେ ନଜର ରଖିବାକୁ ଇଂଜିନିୟରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟ ସଚିବ ମନୋଜ ଆହୁଜା ଆଜି ଲଗାଣ ବର୍ଷା

ଆଗାମୀ ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ; ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି l ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ l ଆଗାମୀ

ରାଜଧାନୀ ଦିଲ୍ଲୀରେ ସମସ୍ତ ପ୍ରକାର ବାଣକୁ ବ୍ୟାନ

ବର୍ଦ୍ଧିତ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ଦେଶର ରାଜଧାନୀ ଦିଲ୍ଲୀରେ ସମସ୍ତ ପ୍ରକାରର ବାଣକୁ କରାଯାଇଛି ବ୍ୟାନ। ଦିଲ୍ଲୀରେ କେହି ବି ବାଣ ତିଆରି, ବିକ୍ରି ଓ ବ୍ୟବହାର କରିପାରିବେ ନାହିଁ। ସବୁଜ ବାଣର ବ୍ୟବହାର ମଧ୍ୟ ହୋଇପାରିବ ନାହିଁ।

କୋରାପୁଟ-ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ନାହିଁ ବନ୍ୟା ସ୍ଥିତି l ଏନେଇ ସୂଚନା ଦେଇଛନ୍ତି ଏସ୍‌ଆର୍‌ସି l ଆଜି ରାଜ୍ୟରେ ଲଗାଣ ବର୍ଷାର ସ୍ଥିତି ନେଇ ସମୀକ୍ଷା ବୈଠକ ବସିଥିଲା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବସିଥିଲା ଏହି ସମୀକ୍ଷା ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ

୧୦ ତାରିଖ ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗଦେବାକୁ ଡାକ୍ତରଙ୍କୁ କହିଲେ ସୁପ୍ରିମକୋର୍ଟ

କୋଲାକାତା ଦୁଷ୍କର୍ମ ଓ ହତ୍ୟା ଘଟଣା ବିରୋଧରେ ମାସେ ହେଲାଣି ବିକ୍ଷୋଭ କରୁଥିବା ଡାକ୍ତରମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ସୁପ୍ରିମକୋର୍ଟ କହିଛନ୍ତି। ଡାକ୍ତରମାନେ କାର୍ଯ୍ୟକୁ ଥରେ ଫେରିବା ପରେ ସେମାନଙ୍କ ବିରୋଧରେ ଅଧିକାରୀମାନେ କୌଣସି

ବନ୍ୟାଜଳ ପଶିଯିବାରୁ ବନ୍ଦ ହେଲା ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପ

ବନ୍ଦ ହେଲା ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପ । ଜଳ ବିଦ୍ୟୁତ ପ୍ରକଳ୍ପରେ ବନ୍ୟାଜଳ ପ୍ରବେଶ ପରେ ପ୍ରକଳ୍ପକୁ ସମ୍ପୂର୍ଣ୍ଣ ବନ୍ଦ କରାଗଲା l ପ୍ରକଳ୍ପର ଦୁଇ ନମ୍ବର ୟୁନିଟ ଏବଂ ୫ ନମ୍ବର ୟୁନିଟରେ ନବୀକରଣ ଚାଲିଥିବା ବେଳେ ପାଣି ପଶି ଯାଇଥିଲା । ମଟର ଯୋଗେ ପାଣି

ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ l ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି, ସବୁ ପ୍ରବେଶ ପଥକୁ ଆଲର୍ଟ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର l ମଙ୍କିପକ୍ସ ପ୍ରଭାବିତ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କୁ ଆଇସୋଲେଟ ରଖାଯାଉଛି

ରାଗିଗଲେ, ଓକିଲଙ୍କୁ ଉଚ୍ଚ ସ୍ୱରରେ କଥା ନ କହିବାକୁ ତାଗିଦ କଲେ ସିଜେଆଇ

କୋଲକାତା ଦୁଷ୍କର୍ମ ଓ ହତ୍ୟା ଘଟଣାର ଶୁଣାଣି ବେଳେ ଜଣେ ଓକିଲଙ୍କ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ନିକଟରେ ବିଜେପିରେ ମିଶିଥିବା ଓକିଲ ଜଣଙ୍କ ଉଚ୍ଚ ସ୍ୱରରେ ବାରମ୍ବାର ଶୁଣାଣିରେ ହସ୍ତକ୍ଷେପ କରିବାରୁ ତାଙ୍କ ଉପରେ ଚିଢ଼ି ଯାଇଛନ୍ତି