ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ; ମେଡ଼ିକାଲ୍ରେ ଭର୍ତ୍ତି
ବାଙ୍ଗିରିପୋଷି : ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଭିଭାବକ ଅସୁସ୍ଥ ହୋଇଛନ୍ତି। ଆଜି ସେମାନଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି। ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଏପରି ଚିତ୍ର ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍ରେ ଦେଖିବାକୁ ମିଳିଛି।!-->…