ପୁର୍ବ ଛାତ୍ର ଏକତ୍ରୀକରଣ…

ଫୁଲବାଣୀ : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀ ପରିସରରେ ପୂର୍ବ ଛାତ୍ରଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନିରଞ୍ଜନ ମିଶ୍ର ଯୋଗ ଦେଇଥିଲେ l କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ଯ ରାଜେନ୍ଦ୍ର ପାଢୀ ଅତିଥି…

ଓକେସିଏଲ ପକ୍ଷରୁ କ୍ୟାରିୟର କାଉନସେଲିଙ୍ଗ କାର୍ଯ୍ୟକ୍ରମ…

ମାଲକାନଗିରି ତା୧୦/୧୦/୨୦୨୪ରିଖ ମାଲକାନଗିରି ମହାବିଦ୍ୟାଳୟରେ ଗତ ତା୦୯/୧୦/୨୦୨୪ରିଖ ଦିନ ଓକେସିଏଲ ପକ୍ଷରୁ ଏକ କ୍ୟାରିୟର କାଉନସେଲିଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ଅଧ୍ୟକ୍ଷତା କରିଥିବା ବେଳେ ସୁଦୂର…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ଦ୍ବାରା ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳିତ

ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଆଜି ଫୁଲବାଣୀ ମଣ୍ଡଳ କାରାଗାର ପରିସର ମଧ୍ୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଦ୍ଵାରା ବିଶ୍ବ ମାନସିକ ସ୍ବାସ୍ଥ୍ୟ ଦିବସ ପାଳନ…

ରାଇରଙ୍ଗପୁରରେ ଦୁର୍ଗାପୂଜା ଉପଲକ୍ଷେ ଚୈତନ୍ୟ ଝାଙ୍କି ଉଦଘାଟିତ

ରାଇରଙ୍ଗପୁର : ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ବରୀୟ ବିଶ୍ୱ ବିଦ୍ୟାଳୟ, ମୁଖ୍ୟାଳୟ ମାଉଣ୍ଟ ଆବୁ, ରାଇରଙ୍ଗପୁର ଶାଖା ପକ୍ଷରୁ ରାଇରଙ୍ଗପୁର ହସ୍ପିଟାଲ ଛକ ନିକଟରେ ଏକ ଚୈତନ୍ୟ ଝାଙ୍କି ଉଦଘାଟିତ ହୋଇଯାଇଛି l ଉକ୍ତ ଚୈତନ୍ୟ ଝାଙ୍କି ରାଇରଙ୍ଗପୁର ଶାଖାର ମୁଖ୍ୟ ସଂଚାଳିକା ବିକେ ସୁପ୍ରିୟା…

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ : ରାଜ୍ୟରେ ଦେଢ କୋଟିରୁ ଦୁଇକୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ – ପଦ୍ମନାଭ ବେହେରା

ଫୁଲବାଣୀ : ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମ ଜୟନ୍ତୀ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟନାୟକଙ୍କ ନେତୃତ୍ୱରେ ଦଳ ପୁଣି ସକ୍ରିୟ ହେବାପାଇଁ ଅଣ୍ଟା ଭିଡି ଠିଆ ହେବାକୁ ପ୍ରୟାସ ଆରମ୍ଭ କରିଛି l ରାଜ୍ୟର ସମସ୍ତ…

ଫୁଲବାଣୀ ନଗରର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘର ବିଜୟା ଦଶମୀ ଉତ୍ସବ ପାଳିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀ ନଗରର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ଦ୍ୱାରା ସ୍ଥାନୀୟ ରାମ ମନ୍ଦିର ପଡିଆରେ ପବିତ୍ର ବିଜୟା ଦଶମୀ ଉତ୍ସବ ପାଳିତ ହୋଇ ଯାଇଛି l ଏହି ଗୌରବମୟ ଉତ୍ସବରେ କନ୍ଧମାଳ ଜିଲ୍ଲାର ସଙ୍ଘ ଚାଳକ ରମେଶ ଚନ୍ଦ୍ର ସାହୁ ଅଧ୍ୟକ୍ଷତରେ ଅନୁଷ୍ଠିତ ଫୁଲବାଣୀ ବିଧାନସଭା…

ଦୁର୍ଗାଷ୍ଟମୀର ମହତ୍ତ୍ବ

ଦୁର୍ଗାଷ୍ଟମୀ ବା ମହାଷ୍ଟମୀ ଏକ ପବିତ୍ର ଦିବସ ଯାହା ପାଞ୍ଚଦିନିଆ ଦୁର୍ଗା ପୂଜା ଅବସରରେ ମା ଦୂର୍ଗାଙ୍କୁ ଭକ୍ତି ଓ ସମ୍ମାନ ଜଣେଇବାକୁ ପାଳନ କରାଯାଏ । ପରମ୍ପରା ଅନୁସାରେ ପ୍ରତି ହିନ୍ଦୁ ଗୃହରେ ଦୂର୍ଗା ପୂଜା ଦଶ ଦିନ ଧରି ପାଳନ କରିବା କଥା କିନ୍ତୁ ଦୂର୍ଗା ମଣ୍ଡପରେ ଏହା ଷଷ୍ଠୀ ଦିବସଠାରୁ…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ

ବାରିପଦା : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ନିର୍ବାଚନ ସରିବାର ପ୍ରାୟ ସାଢେ ତିନି ମାସ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଗୁରୁବାର ସେ ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ବିଧାନସଭା ନିର୍ବାଚନରେ ସେ କଟକ-ବାରବାଟୀ ଆସନରୁ ବିଜେଡିର…

ମେଢ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସାଧାରଣ ଲୋକଙ୍କ ସହ କରିବେ ମା’ଙ୍କ ଦର୍ଶନ

ଭୁବନେଶ୍ୱର ୧୦/୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଲିବେ ଭୁବନେଶ୍ୱର ଓ କଟକର ବିଭିନ୍ନ ପୂଜା ମଣ୍ଡପ । ମୁଖ୍ୟମନ୍ତ୍ରୀ ତାଙ୍କ ଆଡୁ କହିଥିଲେ ବୁଲିବା ପାଇଁ, ଯେତେତୁ ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ତେଣୁ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ । ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମାଙ୍କ ଦର୍ଶନ…