ହିଞ୍ଜିଳିରେ ବିଜେପି ସଙ୍ଗଠନ ପର୍ବ ସଦସ୍ୟତା ଅଭିଯାନ -୨୦୨୪ ଅନୁଷ୍ଠିତ

ହିଞ୍ଜିଳିକାଟୁ ୬/୯ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଥିବା ଅତିଥି ଭବନରେ ଘୁମୁସର ସାଙ୍ଗଠନିକ ଜିଲ୍ଲା ବିଜେପି ସଦସ୍ୟତା ଅଭିଯାନ – ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଘୁମୁସର ସାଂଗଠନିକ ଜିଲ୍ଲା ସଭାପତି, ଭରତୀୟ ଜନତା ପାର୍ଟି ବିଜୟ କୁମାର

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘର ନିକଟରେ ରକେଟ୍‌ ମାଡ଼: ଜଣେ ମୃତ, ୫ ଆହତ

ଇମ୍ଫାଲ: ଗତ ଦେଢ ବର୍ଷ ଧରି ମଣିପୁରରେ ହିଂସା ଜାରି ରହିଛି। କୁକି ଓ ମୈତେଇ ସମ୍ପ୍ରଦାୟ ମଧ୍ୟରେ ଚାଲିଥିବା ହିଂସା ଥମିବାର ନାଁ ନେଉନାହିଁ। ଇତି ମଧ୍ୟରେ ବିଷ୍ଣୁପୁରର ମୋଇରଙ୍ଗ ଅଞ୍ଚଳରେ ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ୫ ଜଣ ଆହତ ମଧ୍ୟ

କନ୍ଧମାଳ ଜିଲ୍ଳାପାଳଙ୍କ ସୁଭଦ୍ରା ଯୋଜନା ସମ୍ପର୍କିତ ସଚେତନତା ବାର୍ତ୍ତା

ଫୁଲବାଣୀ : ଆଜି କନ୍ଧମାଳ ଜିଲ୍ଲପାଳଙ୍କ ସୁଭଦ୍ରା ଯୋଜନା ସମ୍ପକିର୍ତ ବାର୍ତ୍ତା ସମଗ୍ର କନ୍ଧମାଳ ବାସୀଙ୍କୁ ଭିଡିଓ ମାଧ୍ୟମ ରେ ଜଣାଇଛନ୍ତି l ଏଥିରେ ଜିଲ୍ଲାପାଳଙ୍କ ପକ୍ଷରୁ କୁହାଯାଇଛି ଯେ ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ପାଇଁ ରାଜ୍ୟ ସରକାରଙ୍କ

ଜାତୀୟ ସେବାଯୋଜନା ସ୍ବତନ୍ତ୍ର ଶିବିର ଉଦଘାଟିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ସ୍ବତନ୍ତ୍ର ଶିବିର ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉସବରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଧନେଶ୍ବର ଖୁଣ୍ଟିଅ!, ଏ ବି ଓ ରାଇକିଆ ଏବଂ ମୁଖ୍ୟ ବକ୍ତା

ଲାଲବାଗ ରାଜାଙ୍କୁ ୧୬ କୋଟି ଟଙ୍କାର ସୁନା ମୁକୁଟ ଦାନ କଲା ରିଲାଏନ୍ସ ଫାଉଣ୍ଡେସନ

ନୂଆଦିଲ୍ଲୀ: ଗଣେଶ ଚତୁର୍ଥୀରେ ଗଜାନନଙ୍କୁ ସ୍ୱାଗତ ପାଇଁ ସାରା ଦେଶରେ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁମ୍ବାଇର ପ୍ରସିଦ୍ଧ 'ଲାଲବାଗ ରାଜା'ଙ୍କ ପ୍ରତିମୂର୍ତ୍ତିରୁ ଏହି ପରଦା ହଟାଇ ଦିଆଯାଇଛି। ଏଥର ବାପ୍ପା ମାରୁନ ରଙ୍ଗର ପାଟବସ୍ତ୍ର ପିନ୍ଧିଥିବାବେଳେ ଏକ ସୁନା ମୁକୁଟ ପିନ୍ଧିଥିବା ଦେଖିବାକୁ

ଅଯଥା ଭିଡ଼ କରନ୍ତୁ ନାହିଁ କି ନିଜେ ହଇରାଣ ହୁଅନ୍ତୁ ନାହିଁ: ପ୍ରଭାତୀ ପରିଡା

ଭୁବନେଶ୍ୱର: ରାଜ୍ୟରେ ଲୋକାଭିମୁଖୀ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେବ ପରଠାରୁ ଆଧାର କେନ୍ଦ୍ର, ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର ଆଦି ବିଭିନ୍ନ ସ୍ଥାନରେ ଭିଡ ଦେଖିବାକୁ ମିଳୁଛି। କେତେବେଳେ ସର୍ଭର ଡାଉନ ତ କେତେବେଳେ ଅନ୍ୟାନ୍ୟ ସମସ୍ୟା ଯୋଗୁ ସେବା ସଂସ୍ଥାଗୁଡିକ ସମୟ ନେଉଛନ୍ତି।

ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସଦର ମହକୁମା ସ୍ଥିତ ଏସଏସଡି ହାଇସ୍କୁଲ ର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ ନିଜର ଆଧିପତ୍ୟ ବର୍ତ୍ତମାନ ସୁଦ୍ଧା ଜାରି ରହିଥିବା ନଜର ଆସୁଛି । ଅବସର ନେବାର ଦୁଇ ମାସ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ

ଜବାହାର ନବୋଦୟ ବିଦ୍ୟାଳୟରେ ରାଗିଂ ଅଭିଯୋଗ ଘଟଣା, ୯ ଛାତ୍ରଛାତ୍ରୀ ନିଲମ୍ବିତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ତରବୋଡ ଜବାହାର ନବୋଦୟ ବିଦ୍ୟାଳୟରେ ରାଗିଂ ଅଭିଯୋଗ ଘଟଣା । ୯ ଛାତ୍ରଛାତ୍ରୀ ନିଲମ୍ବିତ । ନିଲମ୍ବନ କଲେ ଅଧ୍ୟକ୍ଷ । କାର୍ଯ୍ୟାନୁଷ୍ଠାନ ପରେ ଆନ୍ଦୋଳନରୁ ଓହରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏନେଇ ସୂଚନା ଦେଇଛନ୍ତି ନୂଆପଡ଼ା ଉପଜିଲ୍ଲାପାଳ । ଗୁରୁ

ଜମ୍ମୁ-କଶ୍ମୀର ପାଇଁ ବିଜେପିର ଇସ୍ତାହାର ଜାରି

ଜମ୍ମୁ-କଶ୍ମୀରରେ ଦୀର୍ଘ ୧୦ ବର୍ଷ ପରେ ଆସନ୍ତା ୧୮ ତାରିଖରୁ ବିଧାନସଭା ପାଇଁ ଭୋଟ ପଡ଼ିବ। ଏହାପୂର୍ବରୁ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଆଜି ବିଜେପି ପକ୍ଷରୁ ନିର୍ବାଚନୀ ଇସ୍ତାହାର ବା ପ୍ରତିଶ୍ରୁତି ପତ୍ର ଜାରି କରାଯାଇଛି। ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏହାକୁ ଜାରି କରିଛନ୍ତି।

ଭଦ୍ରକରେ ଟେକ୍ସଟାଇଲ ଓ ପାରାଦୀପରେ ମେଗା ଫିଡ କ୍ରାକର ପ୍ଲାଣ୍ଟ: ଶ୍ରମ ମନ୍ତ୍ରୀ

ଭୁବନେଶ୍ୱର: ଭଦ୍ରକରେ ପ୍ରତିଷ୍ଠା ହେବ ଟେକ୍ସଟାଇଲ ପାର୍କ l ଏଥିସହ ପାରାଦୀପରେ ମେଗା ଫିଡ୍ କ୍ରାକର୍ ପ୍ଲାଣ୍ଟ ମଧ୍ୟ ପ୍ରତିଷ୍ଠା ହେବ l ପ୍ଲାଣ୍ଟର ବାୟୋ ପ୍ରଡକ୍ଟ ଭଦ୍ରକ ଟେକ୍ସଟାଇଲ ପାର୍କରେ ବ୍ୟବହାର କରାଯିବ । ଆଇଓସିଏଲ ସହ ମିଳିତ ଭାବେ ଏହି କାମ ହେବ ବୋଲି ବିଧାନସଭାରେ ବିବୃତ୍ତି