ସୁଭଦ୍ରା ସଚେତନତା ପାଇଁ ଗଡିବ ରଥ

ଭୁବନେଶ୍ୱର: ରାଜ୍ୟରେ ସୁଭଦ୍ରା ଯୋଜନାକୁ ନେଇ ସୃଷ୍ଟି ହେଉଥିବା ବିଭିନ୍ନ ଦ୍ୱନ୍ଦ୍ଵ କରିବା ପାଇଁ ଏଣିକି ଗଡିବ ସୁଭଦ୍ରା ରଥ। ଏନେଇ ସୁଭଦ୍ରା ଯୋଜନା କାର୍ଯ୍ୟ ଅଗ୍ରଗତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଲୋଚନା ହୋଇଛି। ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନା

ହରିୟାଣା ନିର୍ବାଚନ: ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱରେ ବିଜେପି ଓ କଂଗ୍ରେସ

ଆସନ୍ତା ୫ ତାରିଖରେ ହରିୟାଣାର ୯୦ଟି ଯାକ ବିଧାନସଭା ଆସନ ପାଇଁ ନିର୍ବାଚନ ହେବ। ସବୁ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ପ୍ରାର୍ଥୀ ଚୟନ ସେମାନଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। କେବଳ କ୍ଷମତାସୀନ ବିଜେପିରେ ଟିକେଟ ବଣ୍ଟାକୁ ନେଇ ବିଦ୍ରୋହ ସୃଷ୍ଟି ହୋଇ

ରେଭେନ୍ସାରେ ମଶାଲ ଶୋଭାଯାତ୍ରା ପ୍ରସଙ୍ଗ: ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମଶାଲ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମାଡ଼ଗୋଳ ଘଟଣାରେ ୩ ବିଜେଡ଼ି ନେତାଙ୍କ ନାଁରେ ମାମଲା। ବ୍ୟୋମକେଶ, ଲେଲିନ ଓ ବବି ଖାନଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ। ମାଲଗୋଦାମ ଥାନାରେ ମାମଲା ରୁଜୁ ହୋଇଛି। ରେଭେନ୍ସା ଛାତ୍ରଙ୍କୁ ମଶାଲ ଶୋଭାଯାତ୍ରା

ବାର୍ଡ ଫ୍ଲୁ ଚିନ୍ତା: ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି

ଜଳେଶ୍ବର : ସୀମାନ୍ତରେ ଅଟକିଛି ୭୦ଟି କୁକୁଡା ଓ ଅଣ୍ଡା ବୋଝେଇ ଗାଡ଼ି । ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସୋନାକଣିଆ ଚେକପୋଷ୍ଟରେ ଅଟକି ରହିଛି ଗାଡି । ଆନ୍ଧ୍ର ପ୍ରଦେଶ ରୁ ଓଡିଶା ଭିତର ଦେଇ ଆସାମ ଯାଉଥିଲା କୁକୁଡା ଗାଡି । ଓଡିଶାର ବିଭିନ୍ନ ଜିଲ୍ଲାରେ ବାର୍ଡଫ୍ଲୁ ବ୍ଯାପି

୯ରୁ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

କେନ୍ଦ୍ରାପଡ଼ା: ଆସନ୍ତା ୯ ତାରିଖରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହେବାକୁ ଯାଉଛି। ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଦେଶୀୟ ପକ୍ଷୀ ଅଛନ୍ତି ତାହାର ହେବ ଗଣନା। ଆସନ୍ତା ୯ ତାରିଖରୁ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ୫

କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ

ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସକୁ ମିଳିଛି ବଳ। ଆଜି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ। କଂଗ୍ରେସରେ ସାମିଲ ହେବା ପୂର୍ବରୁ ଭିନେଶ ଓ ବଜରଙ୍ଗ ଦିଲ୍ଲୀରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ। ଏହାପରେ

ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ, ୭ଟି ସ୍ଥାନରେ ଏକକାଳୀନ ଚଢାଉ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ । କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁଙ୍କ ଘରେ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢ଼ାଉ କରିଛି। କେନ୍ଦୁଝର ଅଫିସ ସହ ଭୁବନେଶ୍ବରରେ ଏକକାଳୀନ ରେଡ୍ ଚାଲିଛି। ଭୁବନେଶ୍ୱରରୁ ଏକ

ଗଞ୍ଜାମ ବିଜେପି ରେ ବଢୁଛି ଗୋଷ୍ଟି କନ୍ଦଳ : ସାଂସଦ ବିଧାୟକ ଙ୍କ କଳି ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି…..!

ବ୍ରହ୍ମପୁର: ୬-୯ ଗଞ୍ଜାମ ଜିଲ୍ଲାରେ ଏବେ ସାଂସଦ ଓ ବିଧାୟକ ଙ୍କ ମଧ୍ୟରେ ତିକ୍ତତା ଦିନକୁ ଦିନ ବଢୁଥିବା ନେଇ ଚର୍ଚ୍ଚା ଜୋର ଧରିଛି।ସାଧାରଣ ନିର୍ବାଚନ ପରେ ଏବେ ଜିଲ୍ଲାର କିଛି ବିଧାୟକ ଓ ସାଂସଦ ମାନଙ୍କ ମଧ୍ୟରେ କ୍ଷମତା କୁ ନେଇ ଗ୍ୟାଙ୍ଗ ୱାର ଭଳି ପରିସ୍ଥିତି ସୃଷ୍ଟି ହେଉଥିବା ବିଭିନ୍ନ

ଆଧାର- ମୋବାଇଲ ଲିଙ୍କ ବାଧ୍ୟ ନୁହେଁ,ସାମ୍ବାଦିକ ସମ୍ମିଳନୀରେ ମତରଖିଲେ ଜିଲ୍ଲାପାଳ…

ମାଲକାନଗିରି, ୦୬/୦୯/୨୪:ସୁଭଦ୍ରା ଯୋଜନାରେ ଆବେଦନ ପ୍ରକ୍ରିୟାର ଆରମ୍ଭ ହୋଇଛି। ଏଥି ନିମନ୍ତେ ଆଧାରରେ ଫୋନ୍ ନମ୍ବର ଲିଙ୍କ୍ କୁ ନେଇ ବିଭିନ୍ନ ଆଧାର ସେଣ୍ଟର ଓ ପୋଷ୍ଟ ଅଫିସ ରେ ପ୍ରବଳ ଗହଳି ଲାଗିରହିଛି । ଦୂରଦୂରାନ୍ତରୁ ଲୋକେ ରାତିଅଧିଆ ଲାଇନ ଲଗାଇଥିବା ଖବର ସର୍ବପ୍ରଥମେ ନିଷର୍ତ୍ତ

ନବରଙ୍ଗପୁର ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ ସୂଚନା ପ୍ରଦାନ କଲେ ଜିଲ୍ଲାପାଳ ଡଃ ଶୁଭଙ୍କର…

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ସୁଭଦ୍ରା ଯୋଜନାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ଆହୂତସାମ୍ବାଦିକ ସମ୍ମିଳନୀରେ ଡଃ ମହାପାତ୍ର ଜିଲ୍ଲାରେ ସୁଭଦ୍ରା ଯୋଜନା ସମ୍ପର୍କ ରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ। ଡଃ ମହାପାତ୍ର ପ୍ରକାଶ କଲେ