ଆଜି ଆମେ ଯେଉଁ ସ୍ଥାନରେ ଅଛୁ ତା’ର ଶ୍ରେୟ କେବଳ ଆମ ଗୁରୁ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଫୁଲବାଣୀ : ଓଡ଼ିଶା ସରକାରଙ୍କର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କନ୍ଧମାଳ ଜିଲ୍ଲା ପ୍ରଶାସନଙ୍କ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କରୋନେସନ ପଡ଼ିଆ ପଡ଼ିଆରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବଦ୍ଧନା ସମାରୋହ- ୨୦୨୪ ଅନୁଷ୍ଠିତ ହୋଇଯାଇଛି। ଗୁରୁ କେବଳ

୮ ଟି ଚୋରୀ ବାଇକ ଜବତ: ଜଣେ ନାବାଳକ ଗିରଫ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା l ୮ ଟି ଚୋରା ବାଇକ ଜବତ କରିବା ସହ ଜଣେ ନାବାଳକ କୁ ଗିରଫ କରିଛି ପୋଲିସ l ଜବତ ହୋଇଥିବା କେତେକ ବାଇକ ଗୁଡିକ ବାଲିଗୁଡା, ସାରଙ୍ଗଡ଼, ବଲାଙ୍ଗୀର ଅଞ୍ଚଳ ହୋଇଥିବା ବେଳେ ଆଉ କେତେକ କେଉଁ ସ୍ଥାନର ଜଣାପଡି ନାହିଁ,

ପବିତ୍ର ଗୁରୁଦିବସରେ ମାଲକାନଗିରି ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ

ମାଲକାନଗିରି : ଆଜି ପବିତ୍ର ଗୁରୁଦିବସରେ ମାଲକାନଗିରି ଜିଲ୍ଲାସ୍ତରୀୟ ଗୁରୁଦିବସ କା ର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅତିଥିମାନଙ୍କ ଦ୍ୱାରା ବିତରଣ କରା ଯାଇଛିା ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟପରିସରରେ ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ

ଏନକାଉଣ୍ଟରରେ ୬ଜଣ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ରାଜ୍ୟ ତେଲେଙ୍ଗାନା ରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳି ବିନିମୟରେ 6ଜଣ ମାଓବାଦୀ ନିହତ l ପଡୋଶୀ ରାଜ୍ୟ ତେଲେଙ୍ଗାନା ମୁଲୁଗୁ ଜିଲ୍ଲା ର କରକାଗୁଦମ ଅନ୍ତର୍ଗତ ଜଙ୍ଗଲରେ ଗ୍ରେହାଉଣ୍ଡ ଫୋର୍ସ ଏବଂ ମାଓବାଦୀ ମଧ୍ଯରେ ହୋଇଥିବା

ଟାଙ୍ଗଣା ପଲ୍ଲୀ ଅଞ୍ଚଳରେ ସମୂହ ଗୁରୁପୂଜନ ମହୋତ୍ସବ-ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର : ପବିତ୍ର ଗୁରୁଦିବସ ଅବସରରେ ଟାଙ୍ଗଣା ପଲ୍ଲୀ ଅଞ୍ଚଳରେ ଗୁରୁପୂଜନ ମହୋତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି।ଟାଙ୍ଗଣା ପଲ୍ଲୀ ହରଗୌରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଗୁରୁପୂଜନ ମହୋତ୍ସବ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରତିଷ୍ଠାତା ସଂପାଦକ ତଥା ଅବସରପ୍ରାପ୍ତ

ବାଲିଗୁଡାରେ ଗୁରୁ ଦିବସ ପାଳିତ

ବାଲିଗୁଡା : ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି

ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପକ୍ଷରୁ ଗୁରୁପୂଜନ ଉତ୍ସବ ପାଳିତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପକ୍ଷରୁ ଗୁରୁଦିବସ ଅବସରରେ କଳାମନ୍ଦିର ପରିସରରେ ଗୁରୁବାର ଗୁରୁପୂଜନ ଉତ୍ସବ ପାଳିତ ହୋଇଯାଇଛି । ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସଙ୍ଗୀତଜ୍ଞ ତଥା

ଗୁରୁଙ୍କୁ ପୂଜିଲେ ଶିକ୍ଷାର୍ଥୀ

ହିଞ୍ଜିଳିକାଟୁ : ଭାରତର ପ୍ରଥମ ଉପରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସକୁ ସାରା ଭାରତ ବର୍ଷରେ ଗୁରୁଦିବସ ଭାବରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ବହୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ

ଓଏସ୍ଇଏଫଡ଼ି ପକ୍ଷରୁ ଓଡ଼ିଶାର ନୂତନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚ଼ିବଙ୍କୁ ସ୍ବାଗତ

ଭୁବନେଶ୍ବର : ପବିତ୍ର ଗୁରୁ ଦିବସ ଅବସରରେ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ ର ରାଜ୍ୟ ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚୌଧୁରୀ, ଆଇଟି ସେଲ ସଂଯୋଜକ ବିଶ୍ବବିଜୟୀ ଦାଶ, କାର୍ଯ୍ୟକର୍ତ୍ତା ଅଭିଷେକ ଆଚ଼ାର୍ଯ୍ୟ ପ୍ରମୁଖ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା

କଳାକାର ମହାସଂଘ ପକ୍ଷରୁ ରାଜ୍ୟସ୍ତରୀୟ ଗୁରୁ ପୂଜନ ମହୋତ୍ସବ ପାଳିତ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ 'ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ' ପକ୍ଷରୁ ସ୍ଥାନୀୟ ଗିରିମାର୍କେଟ୍ ଛକ ସ୍ଥିତ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜ ସଭାକକ୍ଷ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ସୀମାନ୍ତ ନଟରାଜ ଡା ତିରୁପତି ସାହୁଙ୍କ