ଗୁରୁଙ୍କୁ ପୂଜିଲେ ଶିକ୍ଷାର୍ଥୀ

ହିଞ୍ଜିଳିକାଟୁ : ଭାରତର ପ୍ରଥମ ଉପରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସକୁ ସାରା ଭାରତ ବର୍ଷରେ ଗୁରୁଦିବସ ଭାବରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ବହୁ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ

ଓଏସ୍ଇଏଫଡ଼ି ପକ୍ଷରୁ ଓଡ଼ିଶାର ନୂତନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚ଼ିବଙ୍କୁ ସ୍ବାଗତ

ଭୁବନେଶ୍ବର : ପବିତ୍ର ଗୁରୁ ଦିବସ ଅବସରରେ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ ର ରାଜ୍ୟ ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚୌଧୁରୀ, ଆଇଟି ସେଲ ସଂଯୋଜକ ବିଶ୍ବବିଜୟୀ ଦାଶ, କାର୍ଯ୍ୟକର୍ତ୍ତା ଅଭିଷେକ ଆଚ଼ାର୍ଯ୍ୟ ପ୍ରମୁଖ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା

କଳାକାର ମହାସଂଘ ପକ୍ଷରୁ ରାଜ୍ୟସ୍ତରୀୟ ଗୁରୁ ପୂଜନ ମହୋତ୍ସବ ପାଳିତ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ 'ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ' ପକ୍ଷରୁ ସ୍ଥାନୀୟ ଗିରିମାର୍କେଟ୍ ଛକ ସ୍ଥିତ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜ ସଭାକକ୍ଷ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ସୀମାନ୍ତ ନଟରାଜ ଡା ତିରୁପତି ସାହୁଙ୍କ

ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ

ପୁରୀରେ ବାର୍ଡ ଫ୍ଲୁ ସ୍ଥିତି ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌, ଚିକେନ ନ ଖାଇବାକୁ ପରାମର୍ଶ

ଭୁବନେଶ୍ବର : ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏହା ମଧ୍ୟରେ ଗତକାଲି ଜିଲ୍ଲାରେ ସ୍ଥିତି ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍। ଆଜି ଏହି ଟିମ୍ ମୁଖ୍ୟ ଶାସନ ସଚିବଙ୍କୁ ସ୍ଥିତି ସଂପର୍କରେ ରିପୋର୍ଟ ପ୍ରଦାନ କରିବ।ଗତକାଲି ପୁରୀ ସର୍କିଟ ହାଉସ୍ ଠାରେ ବସିଥିବା

ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ତାଲିମର ଶୁଭାରମ୍ଭ ହୋଇଯାଇଛି।ମିଶନ ଶକ୍ତି ଭବନଠାରେ ମିଶନ ଶକ୍ତି ବିଭାଗର ଅତିରିକ୍ତ ସଚିବ

ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର; ନାଳରୁ ମିଳିଲା ମୃତଦେହ

ଯାଜପୁର : ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ଦୁଇ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତ

ଗଣେଶ ପୂଜା ଚାନ୍ଦା ନ ଦେବାରୁ ଗାଡ଼ି ଜାଳିଦେଲେ

ସମ୍ବଲପୁର : ଗଣେଶ ପୂଜା ଚାନ୍ଦା ନ ଦେବାରୁ ୨ଟି ବାଇକ ଜାଳିଦେଲେ ଦୁର୍ବୃତ୍ତ। ସମ୍ବଲପୁର ଜିଲ୍ଲା କ୍ଷେତରାଜପୁର ଥାନା ଅନ୍ତର୍ଗତ ଦୁର୍ଗାପାଲି ଅଞ୍ଚଳରେ ଏହି ଅଘଟଣ ଘଟିଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି କ୍ଷେତରାଜପୁର ଥାନା ଅର୍ନ୍ତଗତ ଦୁର୍ଗାପାଲିରେ ରହୁଥିବା ଜୟନ୍ତ ମେହେର।ଗତ

ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ: ମୁଖ୍ୟମନ୍ତ୍ରୀ

ଭୁବେନଶ୍ବର : ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ଗୁରୁଦିବସ ଅବସରରେ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମଡେଲ୍

୨୦୨୩ରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଜୀବନ ହରାଇଛନ୍ତି ୫ ହଜାରରୁ ଅଧିକ ଲୋକ

ଭୁବନେଶ୍ବର : ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା ସଂଖ୍ୟା। ୨୦୨୩ରେ ୧୨,୦୫୨ଟି ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ୫,୬୯୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି। ବିଧାୟକ ସନାତନ ମହାକୁଡ଼ଙ୍କ ଏକ ପ୍ରଶ୍ନର ଉତ୍ତରରେ ସଡ଼କ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା