ଦୁଇଟି ଆସନରୁ ନିର୍ବାଚନ ଲଢିବେ ଓମାର ଅବଦୁଲ୍ଲା

ଶ୍ରୀନଗର : ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସର ମୁଖ୍ୟ ଓମାର ଅବଦୁଲ୍ଲା ଦୁଇଟି ଆସନରୁ ବିଧାନସଭା ନିର୍ବାଚନ ଲଢ଼ିବେ। ପ୍ରଥମେ ସେ ଗାନ୍ଦେରବାଲରୁ ନାମାଙ୍କନ ଦଖଲ କରିଥିବା ବେଳେ ଆଜି ବଦଗାମ ପାଇଁ ମଧ୍ୟ ନୋମିନେସନ ଫାଇଲ କରିଛନ୍ତି। ଏହାର ଅର୍ଥ ସମ୍ଭବତଃ ସେ

ବିଜେପିରେ ମିଶିଲେ ରବିନ୍ଦ୍ର ଜାଡେଜା

ନୂଆଦିଲ୍ଲୀ : ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଜାଡେଜା କେନ୍ଦ୍ରରେ କ୍ଷମତାସୀନ ବିଜେପିରେ ମିଶିଛନ୍ତି। ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଥିବା

କୋଲକାତା ହରର ପୀଡ଼ିତାଙ୍କ ପରିବାରକୁ ଟଙ୍କା ଅଫର ଘଟଣା: ମୁହଁ ଖୋଲିଲା ଟିଏମସି, ଦେଖାଇଲା ଭିଡିଓ

କୋଲକାତା : କୋଲକାତା ହସ୍ପିଟାଲରେ ଦୁଷ୍କର୍ମ ପରେ ହତ୍ୟାର ଶିକାର ହୋଇଥିବା ମହିଳା ଡାକ୍ତରଙ୍କ ବାପା ମା’ ଟଙ୍କା ଅଫରର ଅଭିଯୋଗ ଆଣିବା ପରେ ହଇଚଇ ସୃଷ୍ଟି ହୋଇଛି। ଏସବୁ ଭିତରେ ବିରୋଧୀ ଘୃଣ୍ୟ ରାଜନୀତି କରୁଥିବା କ୍ଷମତାସୀନ ଅଭିଯୋଗ କରିଛନ୍ତି ଓ ମିଥ୍ୟାର ପ୍ରଚାର କରାଯାଉ ଥିବା ଦଳ ପକ୍ଷରୁ

କେଜ୍ରିୱାଲଙ୍କ ଜାମିନ ଆବେଦନ; ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ। ଆଜି ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ସିବିଆଇ ଗିରଫଦାରୀ ବିରୋଧରେ ଆବେଦନ ହୋଇଥିବା ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ଆସନ୍ତା

‘ମୁହଁ ବନ୍ଦ କରିବାକୁ ପୁଲିସ ଯାଚିଥିଲା ଟଙ୍କା’, ଅଭୟା ବାପା-ମା’ଙ୍କ ସାଙ୍ଘାତିକ ଅଭିଯୋଗ

କୋଲକାତା : କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ଏବେବି ଚର୍ଚ୍ଚାରେ ରହିଛି। ପୀଡିତାଙ୍କୁ ନ୍ୟାୟ ଦାବିରେ ଜଳୁଛି ଦେଶ। ଲଗାତର ଜାରି ରହିଛି ବିକ୍ଷୋଭ। ଏହାରି ଭିତରେ କୋଲକାତା ପୁଲିସକୁ ନେଇ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଅଭୟାଙ୍କ ବାପା-ମା'। ମୁହଁ ବନ୍ଦ କରିବାକୁ

୭୦୦ ଫୁଟ୍ ଘାଟିରୁ ଖସିଲା ସେନା ଗାଡ଼ି, ୪ ସୈନ୍ୟ ମୃତ

ଗାଙ୍ଗଟକ : ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସେନା ଗାଡ଼ି ୭୦୦ ଫୁଟ୍ ତଳକୁ ଖସି ପଡିଥିଲା। ସୂଚନା ଅନୁସାରେ, ଆଜି ସେନାର ଏକ ଗାଡ଼ି କିଛି ସୈନ୍ୟଙ୍କୁ ନେଇ ପଶ୍ଚିମବଙ୍ଗ ପେଡୋଙ୍ଗରୁ ସିକ୍କିମର ଜୁଲୁକ ଯାଉଥିଲା। ଏହି

ମନମାନି ଯୋଗୁଁ ଟାଟା ପାୱାରକୁ ଅଦାଲତ ଛାଟ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସ୍ଥାୟୀ ଲୋକ ଅଦାଲତ, ଫୁଲବାଣୀ ସ୍ଥାନୀୟ TPSODL କତୃପକ୍ଷ ଙ୍କୁ ଟାଟା ପାୱାର ର ମନମୁଖୀ କାର୍ଯ୍ୟ କଳାପ ଓ ଏକ ଚାଟିଆ ବ୍ୟବସାୟିକ ମନୋବୃତ୍ତି କୁ ନାପସନ୍ଦ କରି ଇତି ମଧ୍ୟରେ ଏକ ଏତିହାସିକ ରାୟ ପ୍ରକାଶ କରିଛନ୍ତି l ସୂଚନା ପ୍ରକାରେ, ଜିଲ୍ଳା ସ୍ଥାୟୀ ଲୋକ

କନ୍ଧମାଳ ବିଜେପିର ଜିଲ୍ଲା ସ୍ତରୀୟ ସଦସ୍ୟତା ଅଭିଯାନ ଶୁଭାରମ୍ଭ…

ଫୁଲବାଣୀ :କନ୍ଧମାଳ ଭାରତୀୟ ଜନତା ପାର୍ଟିର ଫୁଲବାଣୀ ପ୍ରଦକ୍ଷିଣ ଗୃହ ଠାରେ ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ଅଧ୍ୟକ୍ଷତାରେ ସଦସ୍ୟତା ଅଭିଯାନ କର୍ମଶାଳା ଶୁଭାରମ୍ଭ ହୋଇଛି l ଏଥିରେ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କ ମଧ୍ୟରେ କନ୍ଧମାଳ ଜିଲ୍ଲା ସାଧାରଣ ସମ୍ପାଦକ ଲିଙ୍ଗରାଜ

ଟାଟା କମ୍ପାନୀ ସ୍ୱାର୍ଥରେ ପ୍ରସ୍ତାବିତ ପିପାଳପଙ୍କା ଡ୍ୟାମ ବିରୁଦ୍ଧରେ ପ୍ରତିବାଦ…

ବ୍ରହ୍ମପୁର : ଆଜି ତା. ୫. ୯.୨୦୨୪ ରିଖ ଚାଷୀ ମୁଲିଆ ସଂଘ, ଓଡିଶା ଅଲ ଇଣ୍ଡିଆ ଖେତ ମଜଦୁର କିଷାନ ସଭା ଓ ମାନବ ଅଧିକାର ସୁରକ୍ଷା ମଞ୍ଚ ମିଳିତ ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାର ଜୀବନରେଖା ରୁଷିକୂଲ୍ୟା ନଦୀରେ ପ୍ରସ୍ତାବିତ ପିପଳପଙ୍କା ଡ୍ୟାମ ବାତିଲ କରିବା ଓ ସୋରଡ଼ା ଜଳ ଭଣ୍ଡାରର

୬୩ ତମ ଗୁରୁ ଦିବସ ପାଳିତ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅଧିନସ୍ଥ ରାଏବଗା କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬୩ ତମ ଗୁରୁ ଦିବସ ପାଳନ ହୋଇଯାଇଛି ! ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିଭୀଷଣ ତନ୍ତୀଙ୍କ ଅଧ୍ୟକ୍ଷତାରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ