ଦୁର୍ନୀତି, ଭ୍ରଷ୍ଟାଚାର, ମଦ ମୃତ୍ୟୁ ବିରୋଧରେ ଛତ୍ରପୁରସହରରେ ଫରୱାର୍ଡ଼ ବ୍ଲକର ଜନସମ୍ପର୍କ ପଦଯାତ୍ରା !

ଛତ୍ରପୁର : ସ୍ୱାଧୀନତା ର ସାତ ଦଶନ୍ଧୀ ପରେ ମଧ୍ୟ ଦେଶର ସାଧାରଣ ଜନତା ଶିକ୍ଷା, ସ୍ୱାସ୍ଥ୍ୟ, ନିଯୁକ୍ତି, ଜମି, ଖାଦ୍ୟ, ବାସଗୃହ ଭଳି ମୌଳିକ ଆବଶ୍ୟକତା ମେଣ୍ଟାଇବା ପାଇଁ ଏବେ ବି ସଂଘର୍ଷରତ l ଦେଶର କୃଷକ ତଥା ଚାଷୀସମାଜ ନିଜର ଝାଳ ବୁହା କଷ୍ଟ-ଉପାର୍ଜିତ ଫସଲର ଉପଯୁକ୍ତ ମୂଲ୍ୟ ଆଜିବି ପାଇ

ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ କନ୍ଧମାଳ ଜିଲ୍ଲାରୁ ୧୫ ଜଣଙ୍କୁ ସ୍ଵର୍ଣ୍ଣ ୧୦ ଜଣଙ୍କୁ ରୌପ୍ୟ ଓ ୧୫ ଜଣ…

ଫୁଲବାଣୀ : ଗତ ମାସ ଅଗଷ୍ଟ ୩୦ ,୩୧ ଓ ଚଳିତ ସେପ୍ଟେମ୍ବର ୧ ତାରିଖରେ କଟକର ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ କନ୍ଧମାଳ ଜିଲ୍ଲା ଟାଏ କୋଣ୍ଡୋ ସଙ୍ଘ ଓ ଫୁଲବାଣୀ ମାର୍ଟିଆଲ ଆର୍ଟ୍ସ ଏକାଡେମୀ ତରଫରୁ ବିଭିନ୍ନ ବର୍ଗର ଖେଳାଳି ମାନେ ଯଥା ସୁପର ସବ

ବାର୍ଡ ଫ୍ଲୁ ତଦନ୍ତ ନେଇ ଆସନ୍ତାକାଲି ଓଡ଼ିଶାକୁ ଆସିବେ ସେଂଟ୍ରାଲ ଟିମ୍‌

ଭୁବନେଶ୍ବର: ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। ଏହି ଟିମ୍‌ର ସଦସ୍ୟମାନେ ବାର୍ଡ଼ ଫ୍ଲୁ ବ୍ୟାପିଥିବା ପୁରୀ ଜିଲ୍ଲାର ପିପିଲି ଅଂଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା ଠାରେ ସକ୍ଷମର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ବର୍ଗ ଅନୁଷ୍ଠିତ

ରାୟଗଡା : ସମଗ୍ର ଭାରତରେ ୨୧ ପ୍ରକାରର ଦିବ୍ୟାଙ୍ଗ ମାନଙ୍କ ପାଇଁ କାମ କରୁଥିବା ସଂଗଠନ ସମଦୃଷ୍ଟି କ୍ଷମତା ବିକାଶ ଏବଂ ଅନୁସନ୍ଧାନ ମଣ୍ଡଳ (ସକ୍ଷମ) ତାର ଦିନିକିଆ କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ବର୍ଗ ରାୟଗଡାର ଆଇଟିଡିଏ ସଦ୍ଭାବନା ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହେଇଛି | ଉକ୍ତ

ଡେଙ୍ଗୁକୁ ମହାମାରୀ ଘୋଷଣା କଲେ କର୍ଣ୍ଣାଟକ ସରକାର

ଡେଙ୍ଗୁକୁ ମହାମାରୀ ଘୋଷଣା କରିଛନ୍ତି କର୍ଣ୍ଣାଟକ ସରକାର । ଏ ନେଇ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି । ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପୁଥିବାରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ‘କର୍ଣ୍ଣାଟକ ମହାମାରୀ ରୋଗ ଅଧିନିୟମ ୨୦୨୦’ରେ ସଂଶୋଧନ ପାଇଁ ସରକାର ନିୟମ ପ୍ରସ୍ତୁତ କରିଛନ୍ତି

କର୍ମଚାରୀଙ୍କ ଉତ୍ତମ ସ୍ଵାସ୍ଥ୍ୟକୁ ପ୍ରୋତ୍ସାହିତ କରୁଛି ଟିପିଏସ୍ଓଡିଏଲର କ୍ରୀଡ଼ା ପଦକ୍ଷେପ

-- ଫିଟନେସ୍ ଓ ଟିମୱାର୍କର ସଂସ୍କୃତି ତିଆରି କରୁଛି କମ୍ପାନୀ-- ଜାତୀୟ କ୍ରୀଡ଼ା ଦିବସ ଅବସରରେ ବ୍ରହ୍ମପୁର : କର୍ମଚାରୀଙ୍କ ଉତ୍ତମ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ବ ଦେବା ସହ କ୍ରୀଡ଼ା ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍

ସନ୍ଧ୍ୟା ପରେ ରେଭେନ୍ସା ଭିତରକୁ ବାହାର ଲୋକଙ୍କୁ ପ୍ରବେଶ ମନା

କଟକ : ସନ୍ଧ୍ୟା ୬ଟା ପରେ ରେଭେନ୍ସା ଭିତରକୁ ବାହାର ଲୋକଙ୍କୁ ପ୍ରବେଶ କରି ପାରିବେ ନାହିଁ । ମୁଖ୍ୟ ଫାଟକ ସମ୍ମୁଖରେ ଅଧିକ ସୁରକ୍ଷା କର୍ମୀ ନିୟୋଜିତ ରହିବେ । ବାହାର ଲୋକ ହଷ୍ଟେଲ ଭିତରେ ରହି ପାରିବେ ନାହିଁ । ରେଭେନ୍ସା ପରିସରରେ ସୁରକ୍ଷାକର୍ମୀମାନେ ସଦା ସଜାଗ ରହିବେ । ରେଭେନ୍ସା

‘ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଗତିବିଧି ଉପରେ ନଜର ରଖିବ ଏଆଇ’

ଭୁବନେଶ୍ବର: ଜଙ୍ଗଲ ନିକଟବର୍ତ୍ତୀ ଜନବସତି ଗୁଡିକୁ ସୁରକ୍ଷିତ ରଖିବାକୁ ରାଜ୍ୟସରକାରଙ୍କ ପ୍ରୟାସ । ଏଣିକି ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଗତିବିଧି ଉପରେ ନଜର ରଖିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) । ଏହାର ସହାୟତାରେ ଜନବସତି ମୁହାଁ ହେଉଥିବା ବନ୍ୟ ତଥା ହିଂସ୍ର ଜନ୍ତୁଙ୍କ ଗତିବିଧି ଓ

ଆଉ ପିନ୍ଧିବାକୁ ପଡ଼ିବନି ଚଷମା, ଆଇ ଡ୍ରପ୍‌କୁ ଭାରତରେ ମିଳିଲା ଅନୁମତି

ବୟସ ଅଧିକ ହେବା ପରେ ପଢ଼ାପଢ଼ିରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି କି? ପଢ଼ିବା ପାଇଁ ଆପଣଙ୍କୁ ରିଡିଂ ଗ୍ଲାସ ବା ଚଷମା ବ୍ୟବହାର କରିବାକୁ ପଡ଼ୁଛି କି? ତା’ହେଲେ ଆଉ ଆପଣଙ୍କୁ ଚଷମା ପିନ୍ଧିବାକୁ ପଡ଼ିବ ନାହିଁ। କାରଣ ଏହି ସମସ୍ୟାକୁ ଦୂର କରିବା ପାଇଁ ଆସିଯାଇଛି ସ୍ୱତନ୍ତ୍ର ଆଇ ଡ୍ରପ। ଏହି

କଟକରେ ହିଁ ରହିବ ଅବକାରୀ କମିଶନର ଅଫିସ: ଅବକାରୀ କମିଶନର

କଟକ: କଟକରେ ହିଁ ରହିବ ଅବକାରୀ କମିଶନର ଅଫିସ । ଭୁବନେଶ୍ବର ସ୍ଥାନାନ୍ତର ହେବା ଏକ ଗୁଜବ ମାତ୍ର । ସ୍ଥାନାନ୍ତର ହେବାର କୌଣସି ପ୍ରସ୍ତାବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ଅବକାରୀ କମିଶନର ନରସିଂହ ଭୋଳ କହିଛନ୍ତି ଯେ, କଟକରେ ଅବକାରୀ କମିଶନର ଅଫିସ ଅଛି,