ବେଙ୍ଗଲରେ ଦୁଷ୍କର୍ମ ବିରୋଧୀ ‘ଅପରାଜିତା’ ବିଲ୍ ପାରିତ

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଚାଲିଥିବା ବ୍ୟାପକ ଆନ୍ଦୋଳନ ମଧ୍ୟରେ 'ଅପରାଜିତା' ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି। ଏହା ସହ

ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗର ଚଢ଼ଉ, ପିକଅପ୍ ଭ୍ୟାନ ସହ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ

ହିଞ୍ଜିଳିକାଟୁ ୩/୯ : ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଗୁରୁଣ୍ଡି ନରେନ୍ଦ୍ରପୁର ରୋଡରେ ଚଢ଼ଉ କରି ବ୍ୟାପକ ପରିମାଣର ଗଞ୍ଜେଇ ଜବତ କରିଛି । ଯାହାର ଆନୁମାନିକ ଓଜନ ୨୫୦ କେଜି ଏକପିକଅପ ଭ୍ୟନ ଓଡି୦୭ ଏ ଟି ୭୭୩୨ ଯାଉଥିବା ବେଳେ ଗୁଇନ୍ଦା ବିଭାଗ ଗୋଡାଇ ଗାଡିକୁ ଅଟକାଇ ଧରିଛି। ଗଞ୍ଜେଇ

ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା

ପାଟଣାଗଡ଼: ପାଟଣାଗଡ଼ କୋର୍ଟରେ ଅରୁଣ ବୋଥ୍ରା । ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାରେ ସାକ୍ଷ୍ୟ ଦେବାପାଇଁ କୋର୍ଟରେ ପହଞ୍ଚିଛନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା । ଘଟଣାର ୬୦ ନମ୍ବର ସାକ୍ଷୀ ହେଉଛନ୍ତି ଅରୁଣ ବୋଥ୍ରା । ପୁଞ୍ଜିଲାଲଙ୍କ ଓକିଲ

ଟିକେଟ୍‌ ଦିଅ ନ ହେଲେ କଂଗ୍ରେସରେ ମିଶିବି: ବିଜେପି ନେତାଙ୍କ ଧମକ

ପାଖେଇ ଆସିଲାଣି ହରିଆଣା ବିଧାନସଭା ନିର୍ବାଚନ। ଦିନ ଯେତେ ଗଡୁଛି ରାଜନୈତିକ ଉଷ୍ମତା ସେତେ ବଢ଼ି ଚାଲିଛି। କିଏ କେଉଁଠୁ ନିର୍ବାଚନ ଲଢ଼ିବ, କାହାକୁ ମିଳିବ ଟିକେଟ୍‌, କାହାର ହେବ ପତ୍ତା ସାଫ। ତାକୁ ନେଇ ସବୁ ଦଳରେ କସରତ ଚାଲିଛି। ଏହାରି ଭିତରେ ଭାରତୀୟ ଜନତା ପାର୍ଟିର ଟେନ୍‌ସନ୍‌

ମାଲକାନଗିରି ଜିଲ୍ଲାରେ ନବରଙ୍ଗପୁର ସାଂସଦଙ୍କ ସମୀକ୍ଷା ବୈଠକ

ମାଲକାନଗିରି : ଆଜି ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ବନଖଣ୍ଡ ଅଧିକାରୀ, ପ୍ରତାପ କଟ୍ଟାପଲ୍ଲୀ,

ପୋଲିସ ସହ ଗୁଳିବିନିମୟ, ୯ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି : ଟଳିପଡିଲେ ୯ ହାର୍ଡକୋର ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାରେ ପୋଲିସ- ମାଓବାଦୀ ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୯ରୁ ଅଧିକ ହାର୍ଡକୋର ମାଓବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେବି ସର୍ଚ୍ଚ ଅପରେସନ

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ - ୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର

ଚାଲୁ ହେବ ‘ଆମ ଓଡିଶା ନବୀନ ଓଡିଶା’ କାମ

ଭୁବନେଶ୍ବର: ପୁଣି ଆରମ୍ଭ ହେବ ଆମ ଓଡ଼ିଶା ନବୀନ ଓଡ଼ିଶା କାମ । ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ତେବେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପ୍ରସଙ୍ଗରେ ଗୃହରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ବିଜେପି ବିଧାୟକ ସିଦ୍ଧାନ୍ତ

ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନରେ ବନ୍ୟା ବିଭୀଷିକା, ୩୧ ମୃତ

ଆନ୍ଧ୍ରପ୍ରଦେଶରେ ବନ୍ୟା ବିଭୀଷିକା। ବୁଡ଼ିଲା ରେଳ ଷ୍ଟେସନ୍। ଧୋଇଗଲା ରେଳ ଟ୍ରାକ୍। ଭାସିଗଲା ଟ୍ରକ୍ ଓ କାର୍‌। ରାସ୍ତାରେ ସୁଅ କାଟୁଛି ୫ ଫୁଟରୁ ଅଧିକ ପାଣି। ଛାତିକୁ ଥରାଇ ଦେଲା ଭଳି ଏଭଳି କିଛି ଦୃଶ୍ୟ ଏବେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ଦେଖିବାକୁ ମିଳିଛି। ବନ୍ୟା ଓ ପ୍ରବଳ

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ, ଏହି ମାମଲା ବିଚାରାଧୀନ ଅଛି

ଭୁବନେଶ୍ୱର : ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଧାନସଭାରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଆମ ସରକାରଙ୍କ ବିଚାରଧୀନ ଅଛି । ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଗୃହରେ ଯେଉଁ ଲିଖିତ