ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ୧୦୦ ହତ୍ୟା

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁରେ ଗତ ୨୪ ବର୍ଷରେ ୧୦୦ଜଣଙ୍କୁ ହତ୍ୟା କରାଯାଇଛି । ଆଜି ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୨୪ ବର୍ଷରେ

ଚାଷୀଙ୍କ ପାଇଁ କେନ୍ଦ୍ରର ନିଷ୍ପତ୍ତି: ୧୪ ହଜାର କୋଟିର କାର୍ଯ୍ୟକ୍ରମକୁ ମିଳିଲା ମଞ୍ଜୁରୀ

କୃଷି କ୍ଷେତ୍ରକୁ ବୁଷ୍ଟ ଯୋଗାଇ ଦେବା ପାଇଁ ଆଜି କେନ୍ଦ୍ର କ୍ୟାବିନେଟ ୭ ବଡ଼ ନିଷ୍ପତ୍ତି ନେଇଛି। କୃଷି ଓ ଚାଷୀଙ୍କ କଲ୍ୟାଣ ପାଇଁ ଆରମ୍ଭ ହେବ ୧୪ ହଜାର କୋଟି ଟଙ୍କାର କାର୍ଯ୍ୟକ୍ରମ। ଆଜି ଉକ୍ତ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର

‘ଡିସେମ୍ବର ସୁଦ୍ଧା ସବୁ ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ’

ଭୁବନେଶ୍ବର: ଆଉ ମୋବାଇଲ ନେଟଓ୍ବାର୍କର ଅସୁବିଧା ଭୋଗିବେନି ଓଡିଶାବାସୀ । ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଗାଁରେ ପହଞ୍ଚିବ ନେଟୱର୍କ ସେବା । ତେବେ ୫ଜି ନେଟଓ୍ବର୍କ ସମୟରେ ରାଜ୍ୟର ମୋଟ ୩ ହଜାର ୫ ଶହ ୧୦ଟି ଗାଁରେ ନାହିଁ ମୋବାଇଲ ନେଟ୍‌ୱର୍କ । ଖାଲି ସେତିକି ନୁହଁ, କେବଳ ଅବିଭକ୍ତ

ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ

ଭୁବନେଶ୍ୱର: ଉନ୍ମୋଚିତ ହେଲା"ସୁଭଦ୍ରା" ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି "ସୁଭଦ୍ରା" ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରାଯାଇଛି। ପୋର୍ଟାଲ ଲଂଚ ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପୋର୍ଟାଲ୍ ଟି

ଇସ୍ତ୍ରି କରୁଥିବା ବେଳେ ଚାଲିଗଲା ଜୀବନ

କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକରେ ଥିବା ଯୋଗାଣ ଅଧିକାରୀଙ୍କ ସରକାରୀ କ୍ଵାର୍ଟରରେ ଘଟିଛି ଅଭାବନୀୟ ଘଟଣା। ଖାଲି ଦେହରେ ଇସ୍ତ୍ରି କରୁଥିବା ବେଳେ ଚାଲିଗଲା ପଡିଆ ବ୍ଲକ ଯୋଗାଣ ଅଧିକାରୀ କୁମୁଦମୟ ଗମାଙ୍ଗଙ୍କ ଜୀବନ । ଆଜି ସକାଳେ ଘଟିଛି ଏହିଭଳି ଅଭାବନୀୟ ଘଟଣା। କିଛି ମାସ

ଦିଲ୍ଲୀ ଅବକାରୀ ନୀତି: ଆଉ ଜଣଙ୍କୁ ‘ସୁପ୍ରିମ’ ଜାମିନ

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟ ଆଉ ଜଣେ ଅଭିଯୁକ୍ତଙ୍କୁ ଜାମିନ ଦେଇଛନ୍ତି। ଆପର ପୂର୍ବତନ କମ୍ୟୁନିକେସନ ଇନଚାର୍ଜ ବିଜୟ ନାଏର ଦୀର୍ଘ ୨୩ ମାସ ପରେ ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ସେ ଦୀର୍ଘ ମାସ ହେଲା ଜେଲରେ ରହିଛନ୍ତି ଓ ଏଯାଏ ମାମଲାର ଶୁଣାଣି

ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଶକ୍ତିକାନ୍ତ ଦାସ। ଚାରି ଦିନିଆ ଓଡିଶା ଗସ୍ତ ଅବସରରେ ଆଜି ସେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି । ଶ୍ରୀମନ୍ଦିର

ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର : ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ । ସାବତ ପୁଅକୁ ହତ୍ୟା ମାମଲାରେ ବାପାକୁ ଆଜୀବନ କାରାଦଣ୍ଡ । ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ବର ଏଡିଜେ-୨ କୋର୍ଟ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ଅଞ୍ଚଳରେ ଘଟିଥିଲା ହତ୍ୟାକାଣ୍ଡ । ୨୦୧୯ ମାର୍ଚ୍ଚରେ ଘଟିଥିଲା ହତ୍ୟାକାଣ୍ଡ ।

ନୂଆ ସରକାରଙ୍କର ୨ ମାସରେ ବନ୍ଧା ହେଲେଣି ୩୯ ସରକାରୀ ବାବୁ

ଭୁବନେଶ୍ବର: ଶାସନକୁ ଆସିବା ପରେ ଆକ୍ସନ ମୋଡରେ ମୋହନ ସରକାର । କ୍ଷମତା ଗ୍ରହଣ କରିବାର ୨ ମାସ ଭିତରେ ଧରାପଡିଲେଣି ୩୯ ଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କର

ବୁଲଡୋଜର ଆକ୍ସନ ବିରୋଧରେ ସୁପ୍ରିମକୋର୍ଟ, ଉଚ୍ଛେଦ ପାଇଁ ଜାରି ହେବ ଗାଇଡଲାଇନ

ବିଭିନ୍ନ ମାମଲାର ଅଭିଯୁକ୍ତଙ୍କ ଘର ଉପରେ ସରକାର ଚଢ଼ାଉଥିବା ବୁଲଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ମତ ରଖିଛନ୍ତି ସୁପ୍ରିମକୋର୍ଟ। ଯଦି ଜଣେ ବ୍ୟକ୍ତି ଦୋଷୀ ବି ସାବ୍ୟସ୍ତ ହେଉଛନ୍ତି, ତଥାପି ତାଙ୍କ ଘର ଭଙ୍ଗା ଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।