ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା
ଭୁବନେଶ୍ଵର: ନିର୍ବାଚନ ସରିବାର ପ୍ରାୟ ସାଢେ ତିନି ମାସ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଗୁରୁବାର ସେ ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ବିଧାନସଭା ନିର୍ବାଚନରେ ସେ କଟକ-ବାରବାଟୀ ଆସନରୁ ବିଜେଡିର…