ଚୋଟ ମାରିଲା ବିଷଧର, ସାପକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ହାଜର

ପାଟନା : ବିହାରର ଜଣେ ବ୍ୟକ୍ତି ଏପରି ହରକତ କରିଛନ୍ତି, ଯାହା ସମସ୍ତଙ୍କୁ ଥରହର କରିଦେଇଛି। ଦୁନିଆର ସବୁଠୁ ବିଷଧର ସାପ ଭାବେ ବିବେଚନା କରାଯାଉଥିବା ଚନ୍ଦନ ମନ୍ଦନ ବୁଢା ଚୋଟ ମାରିବା ପରେ ତାକୁ ବେକରେ ଗୁଡ଼ାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି।ଲୁଙ୍ଗି ଓ ଗଞ୍ଜି ପିନ୍ଧିଥିବା ବ୍ୟକ୍ତିଙ୍କ…

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ନୂଆଦିଲ୍ଲୀ : ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ।ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି…

ଫେମିନା ମିସ୍‌ ଇଣ୍ଡିଆ-୨୦୨୪: ବିଜେତା ମୁକୁଟ ପିନ୍ଧିଲେ ନିକିତା ପୋରଓ୍ବାଲ

ମୁମ୍ବାଇ: ଫେମିନା ମିସ୍‌ ଇଣ୍ଡିଆ-୨୦୨୪କୁ ମିଳିଯାଇଛି ଏହାର ବିଜେତା। ମଧ୍ୟପ୍ରଦେଶର ନିକିତା ପୋରଓ୍ବାଲ ପିନ୍ଧିଛନ୍ତି ଫେମିନା ମିସ୍‌ ଇଣ୍ଡିଆ-୨୦୨୪ର ବିଜେତା ମୁକୁଟ। ବୁଧବାର ରାତିରେ ମୁମ୍ବାଇର ଓ୍ବର୍ଲିରେ ଆୟୋଜିତ ପ୍ରତିଯୋଗିତାର ଗ୍ରାଣ୍ଡ୍‌ ଫାଇନାଲରେ ନିକିତାଙ୍କୁ ବିଜେତା ଘୋଷଣା…

ଆକ୍ରମଣ ପୂର୍ବରୁ ଗାଜା ଛାଡି ପଳାଇବାକୁ ଧମକ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ : ଇସ୍ରାଏଲ ସେନା ପୂର୍ବ ଲେବାନନର ବେକା ଅଞ୍ଚଳର କିଛି ଅଂଶ ଛାଡିବାକୁ ଲୋକଙ୍କୁ ଧମକ ଦେବା ସହ ସେମାନେ ସେହି ଅଞ୍ଚଳ ଉପରେ ଆକ୍ରମଣ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏବେ ଇସ୍ରାଏଲ ସେନା ଲେବାନନର ଚାରିପଟୁ ଆକ୍ରମଣ କରିବା ଆରମ୍ଭ କରିଦେଇଛି। ଜାତିସଙ୍ଘ ସମେତ ଅନ୍ୟ କେତେକ ଦେଶ…

ଶେଖ ହସିନାଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ କୋର୍ଟ

ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ବିରୋଧରେ ଜାରି ହୋଇଛି ଗିରଫ ପରୱାନା। ବାଂଲାଦେଶର ଗୋଟିଏ କୋର୍ଟ ତାଙ୍କ ବିରୋଧରେ ଏପରି ୱାରେଣ୍ଟ ଜାରି କରିଛନ୍ତି।ଛାତ୍ର ଆନ୍ଦୋଳନ ଯୋଗୁ ଅଗଷ୍ଟ ମାସରେ ହସିନା ଦେଶ ଛାଡ଼ି ଭାରତ ଚାଲି ଆସିଥିଲେ। ଏବେ ସେ ଅଜ୍ଞାତ ସ୍ଥାନରେ ଆଶ୍ରୟ…

ବିଷାକ୍ତ ମଦ ପିଇ ୨୮ ଜଣଙ୍କ ମୃତ୍ୟୁ

ପାଟନା : ପୁଣି ବିହାରରେ ବିଷାକ୍ତ ମଦ ହାହାକାର ସୃଷ୍ଟି କରିଛି। ରାଜ୍ୟରେ ବିଷାକ୍ତ ମଦ ପିଇ ୨୮ ଜଣଙ୍କ ମୃତ୍ୟୁ ଘଟିଲାଣି। ଏଥିସହ ଏକାଧିକ ଲୋକ ଆସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକମାନେ ସିୱାନ ଏବଂ ଛପରା ଜିଲ୍ଲାର ହୋଇଥିବା ସୂଚନା ମିଳିଛି।ପୁଲିସ ସୂଚନା ଅନୁସାରେ, ଏହି…

ସଲମାନ ଖାନଙ୍କୁ ମାରିବାକୁ ୨୫ ଲକ୍ଷ ଟଙ୍କାର ଡିଲ

ମୁମ୍ବାଇ : ବଲିଉଡର ଭାଇଜାନ ସଲମାନ ଖାନଙ୍କୁ ହତ୍ୟା କରିବା ପାଇଁ ୨୫ ଲକ୍ଷ ଟଙ୍କାର ଡିଲ୍‌ ହୋଇଥିଲା। ମହାରାଷ୍ଟ୍ରର ପାନଭେଲ ସ୍ଥିତ ତାଙ୍କ ଫାର୍ମ ହାଉସ ନିକଟରେ ହତ୍ୟା କରିବା ପାଇଁ ଯୋଜନା ହୋଇଥିଲା। ଏଥିପାଇଁ ପାକିସ୍ତାନରୁ ଏକେ ୪୭ କଣ୍ଟ୍ରାକ୍ଟ କିଲରଙ୍କୁ ଯୋଗାଇ ଦେବା ପାଇଁ ସବୁ…

ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂହ ସୈନି

ଚଣ୍ଡୀଗଡ : ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି।ହରିୟାଣା ରାଜ୍ୟପାଳ ବନ୍ଦରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର…

ସ୍ୱାତୀ ତରଫରୁ କନ୍ଧମାଳ ଜିଲ୍ଲାରେ ବିଶ୍ୱ ଖାଦ୍ୟ ଦିବସ-୨୦୨୪ ପାଳିତ

ଫୁଲବାଣୀ- ସୁସ୍ଥ ଜିବନ ଜାପନ ପାଇଁ ଖାଦ୍ୟର ଆବଶ୍ୟକତା ଜେତେ ଜରୁରି ସମସ୍ତେ ସୁଷମ ଖାଦ୍ୟ ପାଇବା ହେଉଛି ମଧ୍ୟ ଏକ ମାନବିକ ଅଧିକାର । ସେଥିପାଇଁ ସାରା ବିଶ୍ୱ ପ୍ରତି ବର୍ଷ ଅକ୍ଟୋବର ମାସ ୧୬ ତାରିଖକୁ ବିଶ୍ୱ ଖାଦ୍ୟ ଦିବଶ ଭାବରେ ପାଳନ କରନ୍ତି । ସେହିଭଳି ଏ ବର୍ଷର ବିଷୟ “ଏକ ଉତ୍ତମ…