ଭଞ୍ଜନଗର ଆହାର କେନ୍ଦ୍ରରେ ଲୋକଙ୍କୁ ମିଳୁନାହିଁ ଆହାର…

ଭଞ୍ଜନଗର: ଭଞ୍ଜନଗର ଆହାର କେନ୍ଦ୍ରରେ ଲୋକଙ୍କୁ ଖାଇବାକୁ ମିଳୁନାହିଁ। ଏହି ଆହାର କେନ୍ଦ୍ରରେ ୫୦୦ ଜଣଙ୍କ ପାଇଁ ଖାଇବାର ବ୍ୟବସ୍ଥା ରହିଛି। କିନ୍ତୁ ରବିବାର ଛାଡ଼ି ଦେଲେ ସବୁଦିନେ ଏଠାରେ ପଞ୍ଚଶହରୁ ଅଧିକ ଲୋକ ଖାଇବାକୁ ଆସିଥାନ୍ତି ଯାହାଦ୍ୱାରା ଲୋକମାନେ ନଖାଇ ଫେରିଥାନ୍ତି। ସୂଚନା ଥାଉକି…

ପୂଜ୍ୟ ପୂଜା ସମିତି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ

ବିଏମସି କତୃପକ୍ଷଙ୍କ ଉପରେ ବିଗିଡ଼ିଲେ ଗୋପବନ୍ଧୁ ପ୍ରେମୀ ବ୍ରହ୍ମପୁର : ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, ସମାଜ ସଂସ୍କାରକ, ରାଜନୈତିକ କର୍ମୀ, ସାମ୍ବାଦିକ, କବି, ସାହିତ୍ୟିକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ…

ଭଦ୍ରକରୁ ହଟିଲା ୧୬୩ ଧାରା

ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୁଣା ବଜାର ଅଞ୍ଚଳ ଓ ଧାମନଗର ଦୋବୋଲରେ ୧୬୩ଧାରା…

ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ

କେନ୍ଦୁଝର : ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି।ଘଟଣାରୁ ପ୍ରକାଶ ଯେ, ଯେତେବେଳେ ଲୋକଙ୍କ ପାଇଁ ଲୋକମାନଙ୍କ ଦ୍ୱାରା…

6025 ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା…

ବିଧାନସଭାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ…

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି…

ଗୋପବନ୍ଧୁ ଜୟନ୍ତୀ ଅବସରରେ କଟକ ବିଜେଡି ପକ୍ଷରୁ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

କଟକ : ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ ସାରଳା ଭବନରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ବିଧାୟକ ଦେବି ରଞ୍ଜନ ତ୍ରିପାଠୀ, ସୌ୍ଭିକ ବିଶ୍ୱାଳ…

ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ‘ଗ୍ରାମୋଦୟ’

ଭୁବନେଶ୍ବର : ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି 'ଗ୍ରାମୋଦୟ' କାର୍ଯ୍ୟକ୍ରମ। ହିତାଧିକାରୀଙ୍କୁ ସରକାରୀ ଯୋଜନାର ସବୁ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ଯୋଜନା କରାଯାଇଛି।ନକ୍ସଲ ପ୍ରଭାବିତ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ,…

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

ଭୁବନେଶ୍ବର : ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ଆଜି ସକାଳେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର…