ବିଜେଡି ବିଧାୟକ ସୌଭିକ ବିଶ୍ୱାଳଙ୍କ ବିସ୍ଫୋରକ ଭାଷଣ, ଦଳୀୟ ତୁଙ୍ଗ ନେତାଙ୍କ ଉପରେ ବର୍ଷିଲେ

କଟକ : କଟକରେ ଆଜି ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମରେ ବିସ୍ଫୋରକ ଭାଷଣ ଦେଇଛନ୍ତି ଦଳର ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ। ସେ ନାଁ ନ ନେଇ ଦଳର ଜଣେ ତୁଙ୍ଗ ନେତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି।ସେ କହିଛନ୍ତି, ୨୦୧୯ ଓ ୨୦୨୪ ବିଧାନସଭା ନିର୍ବାଚନରେ ମୋତେ ହରାଇବା ପାଇଁ…

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଖରାସାହାପୁର ଗାଁରେ ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ହରାଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି ଗାଁର ମାନସ ବେହେରାଙ୍କ ଝିଅ ରାଜଲକ୍ଷ୍ମୀ ଓ ଭାଗ୍ୟଲକ୍ଷ୍ମୀ। ଦୁଇ ଭଉଣୀ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇ ବହୁ ସମୟ…

ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ; ପ୍ରଥମ ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର: ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳରେ ପ୍ରଥମ ସଦସ୍ୟଭାବେ ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସଦସ୍ୟତା ଗ୍ରହଣ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଏହି ଅବସରରେ ଅଭିଭାଷଣ ରଖି…

ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସୁଭଦ୍ରା ଟଙ୍କା: କହିଲେ ଯାହା ପ୍ରତିଶ୍ରୁତି ଦେଉ, ପାଳନ କରୁ

ବାରିପଦା : ଆଜି ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ତେବେ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ବକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି…

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ପୂର୍ବରୁ ୪୬ ପ୍ରତିଶତ ଥିବାବେଳେ ୪ ପ୍ରତିଶତ ବୃଦ୍ଧି ପାଇ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି । ଏହା ହେଉଛି ନୂଆ ମୋହନ ମାଝି ସରକାରଙ୍କର ସରକାରୀ…

ଆପ୍‌ର ବଡ଼ ଅଭିଯୋଗ: ସରକାରୀ ବଙ୍ଗଳାରୁ ଫିଙ୍ଗିଦେଲେ ମୁଖ୍ୟମନ୍ତ୍ରୀଙ୍କ ଜିନିଷପତ୍ର

ନୂଆଦିଲ୍ଲୀ : ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛି। ଉପ ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ଜିନିଷପତ୍ର ତାଙ୍କ ସରକାରୀ ବଙ୍ଗଳାରୁ ବାହାରକୁ ଫିଙ୍ଗି ଦିଆଯାଇଛି। ୬ ଫ୍ଲାଗଷ୍ଟାଫ ରୋଡରେ ଥିବା…

ହରିୟାଣା ବିଜେପିରେ ମିଶିଲେ ଦୁଇ ସ୍ବାଧୀନ ବିଧାୟକ

ଚଣ୍ଡୀଗଡ : ହରିୟାଣା ବିଧାନସଭାରେ ଐତିହାସିକ ବିଜୟ ହାସଲ କରିଥିବା ବିଜେପିର ଆହୁରି ଶକ୍ତିଶାଳୀ ହୋଇଛି। ହରିୟାଣାର ୯୦ଟି ଆସନରୁ ଦଳ ଏକାକୀ ୪୮ଟି ଆସନ ଜିତି କ୍ରମାଗତ ତୃତୀୟ ଥର ସରକାର ଗଠନ କରିବାକୁ ଯାଉଛି।ଏପରି ସ୍ଥିତିରେ ଆଜି ବିଜେପିରେ ସାମିଲ ହୋଇଛନ୍ତି ଦୁଇ ଜଣ ସ୍ୱାଧୀନ ବିଧାୟକ।…

ମିଳିଲା ଅପହୃତ ଯବାନଙ୍କ ମୃତଦେହ, ଦେହରେ ବାଜିଛି ଏକାଧିକ ଗୁଳି

ନୂଆଦିଲ୍ଲୀ : ମିଳିଲା ଅପହୃତ ଯବନାଙ୍କ ମୃତଦେହ। ଜମ୍ମୁ କଶ୍ମୀରର ଅନ୍ତନାଗର ଜଙ୍ଗଲରୁ ଗତକାଲି ଆତଙ୍କବାଦୀମାନେ ଦୁଇ ଜଣ ଯବାନଙ୍କୁ ଅପହରଣ କରି ନେଇଥିଲେ। ତେବେ ଜଣେ ଯବାନ ଆତଙ୍କୀଙ୍କୁ ଚକ୍‌ମା ଦେଇ ଖସି ପଳାଇ ଆସିଥିବା ବେଳେ ଆଜି ପଥରୀବଲ ଜଙ୍ଗଲରୁ ଅପହୃତ ଯବାନଙ୍କ ମୃତଦେହ ଉଦ୍ଧାର…

କଂଗ୍ରେସ ସହ ଦିଲ୍ଲୀରେ ମେଣ୍ଟ କରିବନି ଆପ୍‌

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏକାକୀ ଲଢ଼ିବ କ୍ଷମତାସୀନ ଆପ୍‌। ଅରବିନ୍ଦ କେଜ୍ରିୱାଲଙ୍କ ଆପ୍‌ ଇଣ୍ଡିଆ ମେଣ୍ଟର ସଦସ୍ୟ। ଏଥିସହ କଂଗ୍ରେସ ସହ ମେଣ୍ଟ କରି ଆପ୍‌ ଦିଲ୍ଲୀରେ ଲୋକସଭା ନିର୍ବାଚନ ଲଢ଼ିଥିଲା।ହେଲେ ହରିୟାଣାରେ ଉଭୟ କଂଗ୍ରେସ ଓ ଆପ୍‌କୁ ଝଟକା ଲାଗିଛି। କଂଗ୍ରେସ ବିଜୟ…

ଲଦାଖରେ ଏସିଆର ସବୁଠୁ ବଡ଼ ଦୂରବୀକ୍ଷଣ ଯନ୍ତ୍ର ଉଦ୍‌ଘାଟିତ

ଲଦାଖ : ବୈଜ୍ଞାନିକମାନଙ୍କ ଗବେଷଣା କ୍ଷେତ୍ରରେ ଅଧିକ ଶକ୍ତି ଯୋଗାଇବା ଲାଗି ଲଦାଖରେ ଏସିଆର ସବୁଠୁ ବଡ଼ ଦୂରବୀକ୍ଷଣ ଯନ୍ତ୍ରର ଉଦ୍‌ଘାଟନ କରାଯାଇଛି। ଏହାର ନାମ ହେଉଛି ଏମଏସିଇ ବା ମେଜର ଆଟମୋସ୍ଫେରିକ ଚେରେନକୋଭ ଏକ୍ସପେରିମେଣ୍ଟ। ପରମାଣୁ ଶକ୍ତି ବିଭାଗ (ଡିଏଇ) ସଚିବ ଅଜିତ କୁମାର ମହାନ୍ତି…