ଶିଶୁ ମହୋତ୍ସବ ଏବଂ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଗୁଦାରୀ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ଏବଂ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଟିଟ୍ରାପଙ୍ଗା ଉଛ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।ଏହି ଅବସରରେ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ଙ୍କ ଅନ୍ତଃର୍ନିହିତ…

ଅବସରକାଳୀନ ବିଦାୟ ସମ୍ଭର୍ଦ୍ଧନା ସମାରୋହ ଅନୁଷ୍ଠିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଖଜୁରିପଡ଼ା ବ୍ଲକ ଗୁଦାରୀ ପଞ୍ଚାୟତର ଦାତପାଜୁ ଉଚ୍ଛ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମଥର ପାଇଁ ଅବସରକାଳୀନ ବିଦାୟ ସମ୍ଭର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଖଜୁରିପଡ଼ା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ…

ପୋଲିସ ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ

ମାଲକାନଗିରି (୮।୧୦) : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଭେଜୀ ପୋଲିସ ଷ୍ଟେସନ ଅଞ୍ଚଳର ପାମଲୁର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମାଓବାଦୀ ନିହତ ହୋଇଛି। ସୂଚନା ଅନୁଯାୟୀ ପାମଲୁର ଜଙ୍ଗଲରେ ମାଓବାଦୀ ଲୁଚି ରହିଥିବା ନେଇ…

ଶତ୍ରୁଙ୍କ ଉପରେ ବିଜୟ ପାଇଁ ନବରାତ୍ରୀର ଷଷ୍ଠ ଦିନରେ କରନ୍ତୁ ମା’କାତ୍ୟାୟନୀଙ୍କ ଆରାଧନା

ଆଜି ନବରାତ୍ରୀର ଷଷ୍ଠଦିନରେ ଦେବୀ ଦୁର୍ଗାଙ୍କୁ କାତ୍ୟାୟନୀ ବେଶରେ ପୂଜା କରାଯାଉଛି। ପୌରାଣିକ କଥା ଅନୁଯାୟୀ ମା ଦୁର୍ଗାଙ୍କର ଏହି ରୂପ କାତ୍ୟାୟନ ଋଷିଙ୍କ କନ୍ୟା ଭାବରେ ଅବତରିତ ହୋଇଥିଲା। କୁହାଯାଏ ଯେ ଯେଉଁ ଭକ୍ତମାନେ ଭକ୍ତିର ସହ ଦେବୀଙ୍କ ଏହି ରୂପକୁ ପୂଜା କରନ୍ତି, ସେମାନେ ଜଗତ…

ପାରାଦୀପ ବନ୍ଦରରେ ଅଘଟଣ; କ୍ରେନରୁ ଭାଙ୍ଗିଗଲା ବୁମ୍ ଗ୍ରାଫ୍

ପାରାଦୀପ : ପାରାଦୀପ ବନ୍ଦର MPB ବର୍ଥରେ ଅଘଟଣ ଘଟିଛି। କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡ଼ିଛି ଓଜନିଆ ବୁମ୍ ଗ୍ରାଫ୍। ଏଥିରେ କ୍ରେନ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘MV ଆମସୀ…

ରାତି ପାହିଲେ ୩୫ ଲକ୍ଷ ମହିଳାଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର : ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୩୫ ଲକ୍ଷ ହିତାଧିକାରୀ ପାଇବେ ପ୍ରଥମ କିସ୍ତି। ବାରିପଦାରେ ମୁଖ୍ୟମନ୍ତ୍ରୀ ବଡ଼ ସଭା କରି ମହିଳାଙ୍କ ଖାତାକୁ ଟଙ୍କା ପଠାଇବେ। ଯେଉଁଥିପାଇଁ ମହିଳାମାନେ ଉତ୍କଣ୍ଠାର ସହ ଅପେକ୍ଷା କରି…

ରାଜ୍ୟ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ୨୦ଲକ୍ଷ ଟଙ୍କାକୁ ବୃଦ୍ଧି, ପିଛିଲା ଭାବେ ୨୦୨୪ ଜାନୁୟାରୀ ୧ରୁ ଲାଗୁ

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ଆଜି ଦଶହରା ପୂଜା ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ କର୍ମଚାରୀମାନଙ୍କ ଅବସରକାଳୀନ ଗ୍ରାଚ୍ୟୁଇଟି ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ୨୦୨୪ ଜାନୁୟାରୀ ପହିଲାରୁ ଲାଗୁ…

ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସଫଳ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧନା, ୭୨ କ୍ରୀଡ଼ାବିତ୍‌ଙ୍କୁ ୩ ଲକ୍ଷ ୮୫…

ଭୁବନେଶ୍ୱର:ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଆୟୋଜିତ ହୋଇଥିବା କ୍ରୀଡା ପ୍ରତିଯୋଗିତା ମାନଙ୍କରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଥିବା ୭୨ କ୍ରୀଡାବିତ୍ ମାନଙ୍କୁ ଆଜି ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ…

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ଭୁବନେଶ୍ବର: ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ…

ସଚ୍ଚୋଟତା, ସ୍ବଚ୍ଛତା ଓ ସାଧୁତାକୁ ଅବଲମ୍ବନ କରି ଲୋକଙ୍କ ସେବା କରନ୍ତୁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ସରକାର ଲୋକଙ୍କ କଲ୍ୟାଣ ଏବଂ ବିକଶିତ ଓଡ଼ିଶା ଗଠନ ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ପ୍ରଣୟନ କରାଯାଇଥିବା ସରକାରଙ୍କ ପ୍ରତିଟି ପଦକ୍ଷେପ ଓ ଯୋଜନାଗୁଡିକ କିପରି ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ପହଞ୍ଚିବ ଓ ଏହାର ସଫଳ ରୂପାୟନ ହୋଇପାରିବ ସେଥିରେ ଆପଣମାନଙ୍କ ଭୂମିକା ଅତ୍ୟନ୍ତ…