ସର୍ବକାଳୀନ ରେକର୍ଡ କଲା ସୁନା ଦର

ରେକର୍ଡ କଲା ସୁନା ଦର। ସର୍ବୋଚ୍ଚ ରେକର୍ଡ ସ୍ତରରେ ସୁନାର ଦାମ। ଆଜି ସୁନାର ଦାମ ଆଉ ୨୫୦ ଟଙ୍କା ମହଙ୍ଗା ହୋଇଛି। ଫଳରେ ୧୦ ଗ୍ରାମ ସୁନାର ଦାମ ୭୮,୭୦୦ ଟଙ୍କାରେ ପହଞ୍ଚିଛି। ଏହା ସର୍ବକାଳୀନ ରେକର୍ଡ। ଶୁକ୍ରବାର ଅନ୍ତର୍ଜାତୀୟ ବଜାରରେ ସୁନାର ଦାମ ୧୦ ଗ୍ରାମ ପିଛା ୭୮,୪୫୦ ଟଙ୍କା…

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଜବାବ ଦେଲେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି

ଭୁବନେଶ୍ବର: ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କଡ଼ା ଜବାବ ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଚ କରି ଜବରଦସ୍ତ ବର୍ଷିଛନ୍ତି ସମୀର । ସେ କହିଛନ୍ତି, ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି ବିଜେଡି ନେତା।…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ…

ଆରଜି କର ହରର୍: CBI ଚାର୍ଜସିଟରେ ବଡ଼ ଖୁଲାସା

ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲ ଚ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇର ଚାର୍ଜସିଟରେ ବଡ଼ ଖୁଲାସା ହୋଇଛି। ଟ୍ରେନି ଡାକ୍ତରଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ନେଇ ହୋଇଥିବା ଅଭିଯୋଗ ଉପରୁ ପରଦା ହଟିଛି। ଚାର୍ଜସିଟ୍ ଅନୁସାରେ, ଟ୍ରେନି ଡାକ୍ତରଙ୍କୁ…

ମାଓ ମୁକାବିଲା ସମୀକ୍ଷା ବୈଠକ : ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ । ମାଓବାଦୀଙ୍କୁ ଆଉ ସ୍ଥାନୀୟ ସମର୍ଥନ ମିଳୁନି କହିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅନେକ ସ୍ଥାନରେ ମାଓ ଉଗ୍ରବାଦ ଅନ୍ତିମ ଚରଣରେ ପହଞ୍ଚିଛି । ସୀମାନ୍ତରେ ଜଏଣ୍ଟ ଟାସ୍କ ଫୋର୍ସରେ ଭୂମିକା ପ୍ରଶଂସନୀୟ। ଦିଲ୍ଲୀ ବିଜ୍ଞାନ ଭବନରେ…

ଲାଲୁଙ୍କ ପରିବାରକୁ ବଡ଼ ଆଶ୍ୱସ୍ତି, ୯ ଜଣଙ୍କୁ ମିଳିଲା ଜାମିନ୍‌

ଆର୍‌ଜେଡି ସୁପ୍ରିମୋ ତଥା ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ପରିବାରକୁ ମିଳିଛି ଜାମିନ। ଲାଲୁ ପ୍ରସାଦ ଯାଦବ, ତେଜସ୍ୱୀ ଯାଦବ ଓ ତେଜ୍‌ ପ୍ରତାପ ଯାଦବଙ୍କ ସମେତ ୯ ଜଣଙ୍କୁ ଦିଲ୍ଲୀ…

ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ । ପୁରୀ ରାଜଭବନରେ ସେ କଳା ରାତିର ଘଟଣାକୁ ନେଇ ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ରାଜଭବନ ଆଗରେ ପୁଣି ଯୁବ ଏବଂ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେବେ ରାଜ୍ୟ ପୁଅଙ୍କୁ ଗିରଫ କରାଯାଉଛି ସେନେଇ…

କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୭ ଶ୍ରମିକ ମୃତ

କୋଇଲା ଖଣିରେ ହେଲା ଭୟଙ୍କର ବିସ୍ଫୋରଣ। ପ୍ରାଣ ହରାଇଲେ ୭ ଶ୍ରମିକ। ସେହିପରି ଅନେକ ଆହତ ହୋଇଥିବା କୁହାଯାଉଛି। ପଶ୍ଚିମବଙ୍ଗର ବୀରଭୂମିରେ ଘଟିଛି ଏହି ଅଘଟଣ। ତେବେ କେଉଁ କାରଣରୁ ଏହି ବିସ୍ଫୋରଣ ଘଟିଛି ତାହା ଜଣାପଡି ନାହିଁ। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି। ଆହତଙ୍କୁ ଉଦ୍ଧାର…

ମନ୍ତ୍ରୀଙ୍କ ପିଏସ, OSD ପାଇଁ ସ୍ବଚ୍ଛତା ନିୟମ ଜାରି, ଉଭୟ ପଦବୀ ପାଇଁ ଆସିଲା ଗାଇଡଲାଇନ

ଭୁବନେଶ୍ୱର : ମନ୍ତ୍ରୀଙ୍କ ପିଏସ, OSD ପାଇଁ ସ୍ବଚ୍ଛତା ନିୟମ ଜାରି କରିଛନ୍ତି ରାଜ୍ୟ ସରକାର । ପ୍ରାଇଭେଟ ସେକ୍ରେଟେରୀ କିମ୍ବା ଓଏସଡିଙ୍କ ବିରୋଧରେ ଭିଜିଲାନ୍ସ ମାମଲା ନଥିବ। ଉଭୟ ପଦବୀ ପାଇଁ ଅପରାଧିକ ମାମଲା ହୋଇନଥିବ ବୋଲି ନିୟମ ଜାରି ହୋଇଛି। CCR/ PAR ‘ଭେରିଗୁଡ’ ‘ଆଉଟଷ୍ଟାଣ୍ଡିଂ’…

ICUରେ ରତନ ଟାଟା, ବିଗିଡ଼ିଲା ସ୍ୱାସ୍ଥ୍ୟ

ଭାରତର ଜଣାଶୁଣା ଉଦ୍ୟୋଗପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍‌ ରତନ ଟାଟାଙ୍କ ବିଗିଡିଲା ସ୍ୱାସ୍ଥ୍ୟବାସ୍ଥା। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳୁ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ତାଙ୍କୁ ଆଡମିଟ୍‌ କରାଯାଇଛି। ବ୍ଲଡ ପ୍ରେସର ଲୋ' ଯୋଗୁ ସେ…