ଆସନ୍ତା ୧୮ରୁ ଶ୍ରୀମନ୍ଦିରକୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ ଅନୁମତି

ପୁରୀ : ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ଓ ହବିଷ୍ୟାଳିଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ । ଶ୍ରୀମନ୍ଦିରକୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ…

ପୁଣି ମଝି ଆକାଶରେ ବୋମା ଆତଙ୍କ, ଆକାଶା ଏୟାର ଓ ଇଣ୍ଡିଗୋ ବିମାନକୁ ମିଳିଛି ବୋମା ଧମକ

ପୁଣି ମଝି ଆକାଶରେ ବୋମା ଆତଙ୍କ । ଆଜି ପୁଣି ୨ ବିମାନକୁ ବୋମା ଧମକ । ଆକାଶା ଏୟାର ଓ ଇଣ୍ଡିଗୋ ବିମାନକୁ ମିଳିଛି ବୋମା ଧମକ । ବେଙ୍ଗାଲୁରୁକୁ ଯାଉଥିବା ଅକାସା ଏୟାର ବିମାନ ଏବଂ ଦିଲ୍ଲୀକୁ ଯାଉଥିବା ଇଣ୍ଡିଗୋ ବିମାନକୁ ବୋମ ଧମକ ମିଳିଛି । ଧମକ ମିଳିବା ପରେ ଆକାଶା…

କାର୍ତ୍ତିକ ପୂର୍ବରୁ ବେଲଗାମ ପରିବା ଦର

କଟକ : ଦିନକ ପରେ କାର୍ତ୍ତିକ ମାସ । ପରିବା ଦର ମହଙ୍ଗା ହୋଇଛି । ମଧ୍ୟବିତ୍ତ ଓ ଗରିବ ପରିବାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । କିଛି ଦିନ ପରେ ହବିଷିଆଳିଙ୍କ ବ୍ରତ ଆରମ୍ଭ ହେବ। ଏହି ସମୟରେ ସାଧାରଣ ଜନତା ମଧ୍ୟ ଆମିଷ ବଦଳରେ ନିରାମିଷକୁ ଆପଣାଇବେ। କିନ୍ତୁ ଆରମ୍ଭରୁ ଏଭଳି ଦର ବୃଦ୍ଧି…

ବିଭିନ୍ନ ଖାଦ୍ୟ ଶସ୍ୟର MSP ବୃଦ୍ଧି କଲେ କେନ୍ଦ୍ର ସରକାର

ଦେଶର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ରବି ଫସଲଗୁଡ଼ିକ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପି ବୃଦ୍ଧି ପ୍ରସ୍ତାବ ଉପରେ ଆଜି କେନ୍ଦ୍ର କ୍ୟାବିନେଟ ମୋହର ମାରିଛି। ଆସନ୍ତା ୨୦୨୫-୨୬ ସିଜିନ ପାଇଁ ବିଭିନ୍ନ ପ୍ରକାରର ରବି ଫସଲର ଏମଏସ୍‌ପି ବୃଦ୍ଧି କରାଯାଇଛି। …

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି କଲ ସେଣ୍ଟର ରାଜଧାନୀର ସୁନ୍ଦରପଦା ଅଞ୍ଚଳର ଏକ…

ଟ୍ରେନ ଧକ୍କାରେ ଆହତ ହାତୀଛୁଆ ନନ୍ଦନକାନନ ସ୍ଥାନାନ୍ତରିତ

ଭୁବନେଶ୍ୱର: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀ ଛୁଆକୁ ଚିକିତ୍ସା ପାଇଁ ବୁଧବାର ଦିନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଆହତ ହାତୀ ଛୁଆକୁ ଆଜି ସକାଳେ ଏକ ସ୍ୱତନ୍ତ୍ର ଟ୍ରକରେ ନନ୍ଦନକାନନକୁ ପଠାଯାଇଥିଲା। …

ଉପ ମୁଖ୍ୟମନ୍ତ୍ରୀ କରିବେ ହବିଷ୍ୟାଳୀ ଯୋଜନା ଉଦ୍ଘାଟନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ହବିଷ୍ୟାଳୀ ବ୍ରତ ପାଇଁ ଜିଲ୍ଲା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୩୦ ଜିଲ୍ଲାରୁ ୨୫୦୦ ଜଣ ହବିଷ୍ୟାଳୀ ଅନଲାଇନ ଯୋଗେ ପଞ୍ଜିକରଣ କରିଛନ୍ତି । ଆଉ କୌଣସି ସ୍ପଟ ବୁକିଂ ହେବ ନାହିଁ । ହବିଷ୍ୟାଳୀ ମାନେ ନିର୍ଦ୍ଧାରିତ ୪…

ଶପଥ ନେଲେ ଓମାର ଅବଦୁଲ୍ଲା, ସୁରିନ୍ଦର ସିଂହ ଚୌଧୁରୀ ହେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର 6 ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ନ୍ୟାସନାଲ କନଫରେନ୍ସ (ଏନସି) ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର । ଖବର ମୁତାବକ,…

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର ସବୁଠାରୁ ବଡ଼ ଗାଁ ଘୋରଡିଆର…