ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ଅମିତ ଶାହ
ଆସନ୍ତାକାଲି ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବୈଠକ। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ।
ଏହି ବୈଠକରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟ ପ୍ରଦେଶର…