ସଞ୍ଜୟ ସ୍ମୃତି ସରକାରୀ ମହିଳା ମହାବିଦ୍ୟାଳୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ଫୁଲବାଣୀ : ଫୁଲବାଣୀ ସ୍ଥିତ ସଞ୍ଜୟ ସ୍ମୃତି ସରକାରୀ ମହିଳା ମହାବିଦ୍ୟାଳୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ୟୁଥ୍ ରେଡ୍ କ୍ରସ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରକୁ ମହାବିଦ୍ୟାଳୟର ଅଧ୍ଯକ୍ଷା ତନୁଜା ସିଂହ ଉଦ୍ଘାଟନ କରିଥିଲେ ଥିଲେ । ଫୁଲବାଣୀ ବ୍ଲଡ ବ୍ୟାଙ୍କର ମୁଖ୍ୟ ଡ.…

ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ମାଲକାନଗିରି, ୫।୧୦ ମାଲକାନଗିରି ଜିଲ୍ଲା ସଦରରେ ଥିବା ଭେଟନାରୀ ସାହିରେ ଏକ ଘର ମଧ୍ୟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକ ନାମ ଏମ ନବୀନ ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ ଜିଲ୍ଲା ସଦରରେ ଥିବା ଭେଟନାରୀ ସାହିରେ ପରିବାର ସହ ରହୁଥିବା ଯୁବକ ଏମ ନବୀନ ଆଜି ନିଜ…

ପାଠ୍ୟ ପୁସ୍ତକରେ ଶହୀଦମାନଙ୍କ ବିଷୟ ପଢ଼ାଯିବାକୁ ଦାବୀ

ଶହୀଦ ବାଜି ରାଉତ ସ୍ମୃତି ସଭା ବ୍ରହ୍ମପୁର : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ସ୍ୱାଧୀନତା ସଂଗ୍ରାମର ସର୍ବକନିଷ୍ଠ ଯୋଦ୍ଧା ତଥା ଶହୀଦ ବାଜି ରାଉତଙ୍କ ୯୮ତମ ଜୟନ୍ତୀକୁ ଯଥା ସମ୍ମାନର ସହ ପାଳନ ହୋଇଯାଇଛି l ବାଜି ରାଉତଙ୍କ ଉଧେଶ୍ୟରେ ସମିତି ସମ୍ପାଦକ…

କୁର୍ଙ୍ଗୁଲି ନାଳରେ କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଚାଳକ

ବାଲିଗୁଡା, : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ ନିକଟସ୍ଥ କୁର୍ଙ୍ଗୁଲି ନାଳରେ ଏକ କାର ଦୁର୍ଘଟଣା ଘଟି ଅଳ୍ପେକ ବର୍ତ୍ତିଲେ ଚାଳକ । ସୂଚନା ପ୍ରକାରେ ଶନିବାର ବାଲିଗୁଡା ପଟରୁ ଓଆର୍ ୦୭ ଭି ୩୬୧୬ କାର ଦ୍ରୁତ ଗତିରେ ଫୁଲବାଣୀ ଯାଉଥିବା ବେଳେ ସାରଙ୍ଗଗଡ…

ଏକ୍‌ଜିଟ୍ ପୋଲ : ଜମ୍ମୁ-କଶ୍ମୀରରେ କୌଣସି ଦଳକୁ ଆବଶ୍ୟକ ମ୍ୟାଜିକ ନମ୍ବର ମିଳିବ ନାହିଁ

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର ୮ରେ ଭୋଟ ଫଳାଫଳ ପ୍ରକାଶ ପାଇବ, କିନ୍ତୁ ଏହାପୂର୍ବରୁ ଏକଜିଟ ପୋଲ ଓ ଭୋଟ ବାହୁଡା ମତ ପ୍ରକାଶ ପାଇଛି। …

୧୨ଟି ଜିଲ୍ଲାକୁ ସତର୍କତା, କୋହଲା ପବନ ସହ ହେବ ବଜ୍ରପାତ

ଭୁବନେଶ୍ବର : ରାଜ୍ୟର ୧୨ଟି ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ କୋହଲା ପବନ ବହିବା ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ,…

ଓଡ଼ିଶାରେ ଅନୁଷ୍ଠିତ ହେବ ୩୫ତମ ଇଷ୍ଟ ଜୋନ୍‌ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍

ଭୁବନେଶ୍ୱର: ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ, ଓଡ଼ିଶା ଆଥଲେଟିକ୍ସ ଆସୋସିଏସନ୍‌ ଏବଂ ଆଥଲେଟିକ୍ସ ଫେଡେରେସନ୍‌ ଅଫ୍ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଆସନ୍ତା ଅକ୍ଟୋବର ମାସ ୦୭ ତାରିଖଠାରୁ ୦୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଠାରେ ୩୫ତମ ଇଷ୍ଟଜୋନ୍‌ ଜୁନିୟର…

ଓଡ଼ିଶାରାଜ୍ୟ ସଡ଼କନୀତି ପ୍ରସ୍ତୁତି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର: ରାଜ୍ୟରେ ପୂର୍ତ୍ତ, ଜଳ ସଂପଦ,ଗ୍ରାମ୍ୟ ଉନ୍ନୟନ,ନଗର ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ସମେତ ଜାତୀୟ ରାଜପଥ କର୍ତ୍ତୃପକ୍ଷଆଦି ଦ୍ୱାରା ନିର୍ମିତ ହୋଇଥିବା ଓ ନିର୍ମାଣ ହେବାକୁ ଥିବା ସଡକ ନେଟ୍‌ୱାର୍କର ସଫଳ କାର୍ଯ୍ୟକାରିତା ସଂପର୍କରେ ଓଡ଼ିଶା ରାଜ୍ୟ ସଡ଼କ ନୀତି…

ଏଥର ରାବଣ ପୋଡ଼ିରେ କଟକରେ ହେବନି ବାଣ ପ୍ରତିଯୋଗିତା

କଟକ : କଟକରେ ଏଥର ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ସୁରୁଖୁରୁରେ ରାବଣ ପୋଡ଼ି ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ । କେବଳ ପରିବେଶକୁ ସୁହାଇଲା ଭଳି ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ୍ କମିଟି ପ୍ରସ୍ତାବ ଦେଇଛି।ରାବଣ ପୋଡ଼ି ପାଇଁ କଟକ ବାଲିଯାତ୍ରା ତଳ ପଡ଼ିଆରେ…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣୁଥିବା ବେଳେ ଏହି ଶିବିର ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ…