ଏଥର ରାବଣ ପୋଡ଼ିରେ କଟକରେ ହେବନି ବାଣ ପ୍ରତିଯୋଗିତା

କଟକ : କଟକରେ ଏଥର ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ସୁରୁଖୁରୁରେ ରାବଣ ପୋଡ଼ି ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ । କେବଳ ପରିବେଶକୁ ସୁହାଇଲା ଭଳି ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ୍ କମିଟି ପ୍ରସ୍ତାବ ଦେଇଛି।ରାବଣ ପୋଡ଼ି ପାଇଁ କଟକ ବାଲିଯାତ୍ରା ତଳ ପଡ଼ିଆରେ…

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣୁଥିବା ବେଳେ ଏହି ଶିବିର ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ…

ବଦଳିଲା ମାଆ ଶାରଳା ମନ୍ଦିର ଘିଅ

ଜଗତସିଂହପୁର : ଶାରଳା ମନ୍ଦିରରେ ବଦଳିଲା ଘିଅ। ଗଚ୍ଛିତ ଘିଅକୁ ଫେରସ୍ତ ପରେ ଓମ୍‌ଫେଡରୁ ଆସିଲା ୧୫ ଟିଣ ଘିଅ। ସେହି ଘିଅରେ ପ୍ରସାଦ ଦିଆରି ହେବ। ଏନେଇ ସୂଚନା ଦେଇଛନ୍ତି ଶାରଳା ମନ୍ଦିର ନିର୍ବାହୀ ଅଧିକାରୀ ପ୍ରତାପ ଜେନା।ଶ୍ରୀ ଜେନା କହିଛନ୍ତି, ମଣ୍ଡା ଭୋଗ ପ୍ରସ୍ତୁତି ପାଇଁ ଆମ ପାଖରେ…

ଶତାୟୁ ବାଙ୍ଗିରିପୋଷି ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କଲେ ରେଲୱେ ଜିଏମ୍‌

ବାରିପଦା : ଦକ୍ଷିଣ-ପୂର୍ବ ରେଳବାଇ ଜିଏମ୍‌ ଅନୀଲ କୁମାର ମିଶ୍ର ଆଜି ଏକ ସ୍ୱତନ୍ତ୍ର ଟ୍ରେନ୍‌ ଯୋଗେ ବାରିପଦା ଦେଇ ବାଙ୍ଗିରିପୋଷି ଅଭିମୁଖେ ଯାଇଛନ୍ତି। ତାଙ୍କ ସହିତ ଦକ୍ଷିଣ-ପୂର୍ବ ରେଳବାଇର ଡିଆରଏମ୍‌ ଓ ରେଳ ବିଭାଗର ବିଭିନ୍ନ ବିଭାଗୀୟ ଅଧିକାରୀ ମଧ୍ୟ ଯାଇଛନ୍ତି। ସମସ୍ତେ…

‘ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆସିବ ଆଳୁ ବିହନ’

ଭୁବନେଶ୍ବର : ଆଳୁ ମିଶନ୍‌ ସଫଳ କରିବା ପାଇଁ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର। ଆଳୁ ଚାଷକୁ ସଫଳ କରିବା ପାଇଁ କୋଲକାତା ଗଲା ଏକ ଟିମ୍‌। ଏହି ଟିମ୍‌ ପଶ୍ଚିମବଙ୍ଗରେ ଥିବା ଆଳୁ ଷ୍ଟୋରେଜ୍‌ ସିଷ୍ଟମ୍‌କୁ ଅନୁଧ୍ୟାନ କରିବ। ଏଥିସହ ଏଥର ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆସିବ ଆଳୁ ବିହନ। ଏନେଇ ସୂଚନା…

ପ୍ରସନ୍ନଙ୍କ କଟାକ୍ଷ; ରାଜ୍ୟରେ ଗୋଟିଏ ନୁହେଁ, ୪ଟି ସରକାର ଚାଲିଛି

ରେଢାଖୋଲ : ରାଜ୍ୟ ବିଜେପି ସରକାରକୁ କଟାକ୍ଷ କରିଛନ୍ତି ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। କର୍ମୀଙ୍କ ମନୋବଳ ବୃର୍ଦ୍ଧି କରିବା ପାଇଁ ପଦଯାତ୍ରା ବେଳେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଆଉ କର୍ମୀଙ୍କୁ ସମ୍ୱୋଧନ ବେଳେ ସେ କହିଛନ୍ତି, ରାଜ୍ୟ ଗୋଟିଏ ସରକାର ନୁହେଁ, ୪ଟି ସରକାର…

ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍, ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ: କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ତେବେ ସମସ୍ତ ବିଭାଗ ସେମାନଙ୍କୁ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରିବା ସହ ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ…

ଆହତ କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

ଭୁବନେଶ୍ବର: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସସିବି ମେଡିକାଲରେ ସାକ୍ଷାତ କରିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୁତି…

ଚିକିତ୍ସା ଅବହେଳା ଜନିତ ମୃତ୍ୟୁର ତଦନ୍ତ ଆରମ୍ଭ

ଛତ୍ରପୁର: ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ପାଇଁ ଜଣେ ବ୍ୟକ୍ତିଙ୍କର ଚଳିତ ମାସ ୨ ତାରିଖ ଦିନ ଚମାଖଣ୍ଡି ଥାନା ଅଧିନ ଘଡଘଡାପଲ୍ଲୀ ଗ୍ରାମର ଡି.ଜଗାରାଓ ପାତ୍ରଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଥିଲେ। ଶନିବାର ବ୍ରହ୍ମପୁର ସିଡିଏମଓ କାର୍ଯ୍ୟାଳୟର ଜଣେ…

ବୀର ବାଳକ ବାଜି ରାଉତଙ୍କ ଜୀବନ ସ୍ୱଳ୍ପ ହୋଇପାରେ, କିନ୍ତୁ ତାଙ୍କ ବୀରତ୍ଵର ଗାଥା ବ୍ରିଟିଶ ସରକାର ବିରୁଦ୍ଧରେ ଲଢିବା…

ଭୁବନେଶ୍ୱର: ଜୟଦେବ ଭବନରେ ଆୟୋଜିତ ‘ଶହୀଦ ବାଜି ରାଉତ ଜୟନ୍ତୀ’ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଦେଶର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀ ସରକାରୀ ସ୍ତରରେ ବ୍ୟାପକ ରୂପେ ପାଳନ କରାଯିବ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ଅନେକ ବୀର…