ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷାଙ୍କ ବ୍ରହ୍ମପୁର ଗସ୍ତ

ବ୍ରହ୍ମପୁର : ଗଞ୍ଜାମବାସୀଙ୍କ ଅପୂର୍ବ ଭଲ ପାଇବା ଯୋଗୁଁ ୨୦୨୪ ସାଧାରଣ ନିର୍ବାଚନରେ ଭାରତୀୟ ଜନତା ପାର୍ଟିକୁ ଅପୂର୍ବ ସଫଳତା ମିଳିଥିଲା । ଗଞ୍ଜାମ ଜିଲ୍ଲାର ୧୩ ଟି ବିଧାନସଭା ଆସନରୁ ୧୧ ଟି ବିଧାନସଭା ଆସନରେ ବିଜେପିର ବିଧାୟକଙ୍କ ସମେତ ଜିଲ୍ଲାର ଦୁଇଟି ଲୋକସଭା କ୍ଷେତ୍ରରେ ମଧ୍ୟ ଦୁଇ ଜଣ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ନାହିଁ ବାତ୍ୟା ଭୟ

ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ବର୍ଷା ହୋଇପାରେ ବୋଲି ଆଜି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ

ଜାତିସଂଘ ମହାସଚିବଙ୍କୁ ବ୍ୟାନ୍‌ କଲା ଇସ୍ରାଏଲ୍‌

ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ବ୍ୟାନ୍‌ କରିଛି ଇସ୍ରାଏଲ୍‌। ଇସ୍ରାଏଲ ମାଟିକୁ ଗୁଟେରସଙ୍କ ପ୍ରବେଶ ଉପରେ ନିଷେଧ ଘୋଷଣା କରିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣକୁ ନିନ୍ଦା କରି ନଥିବାରୁ ଏହି ବ୍ୟାନ୍‌ ଘୋଷଣା କରାଯାଇଛି। ଇସ୍ରାଏଲର ବୈଦେଶିକ ମନ୍ତ୍ରୀ ଇସ୍ରାଏଲ କ୍ୟାଟ୍‌ଜ

ମହାଳୟା ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ସମ୍ବଲପୁର: ଆଜି ମାଆ ସମଲେଶ୍ବରୀଙ୍କ ଧବଳମୁଖୀ ବେଶ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ ଦର୍ଶନ

ସିଆର୍ ପିଏଫ୍ ୧୨୭ ବାଟାଲିୟନ ଦ୍ଵାରା ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପାଳନ

ବାଲିଗୁଡା : ମହାତ୍ମା ଗାନ୍ଧୀଙ୍କ ୧୫୫ ତମ ଜନ୍ମ ବାର୍ଷିକ ପାଳନ ଅବସରରେ କନ୍ଧମାଳ ଜିଲ୍ଲାର ବାଲିଗୁଡା ଠାରେ ସିଆର୍ ପିଏଫ୍ ୧୨୭ ବାଟାଲିୟନ ତରଫରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି | ଏହି ଅବସରରେ ସିଆରପିଏଫ୍ ର ଜବାନ ମାନେ ବାଲିଗୁଡ଼ା ର ବସଷ୍ଟାଣ୍ଡ , ମନ୍ଦିର,

ମଧ୍ୟପ୍ରାଚ୍ୟରେ ଏକ ବିପଜ୍ଜନକ ସ୍ଥିତି ତିଆରି କରିଛି ଇରାନ: କମଲା ହାରିସ

ମଧ୍ୟପ୍ରାଚ୍ୟାରେ ଘନେଇବାରେ ଲାଗିଛି ଯୁଦ୍ଧ ଆଶଙ୍କା। ଇସ୍ରାଏଲ ଉପରେ ତୁହାକୁ ତୁହା ମିସାଇଲ ମାଡ କରିଛି ଇରାନ୍‌। ଏହାକୁ ନେଇ ଏବେ ଇରାନ୍‌ ଉପରେ ବର୍ଷିଛନ୍ତି ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ। ସେ କହିଛନ୍ତି ଯେ ଇରାନ

‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’

ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ । ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି ମାମଲାର ଏବେ ବି ସମୀକ୍ଷା ଚାଲିଛି

ବାଲିଗୁଡାରେ ଉପଖଣ୍ଡସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଉପ ଜିଲ୍ଲାପାଳ ଡ଼.ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗାନ୍ଧୀ ଛକ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଏବଂ

ଭାଙ୍ଗିଗଲା ବ୍ଲେଡ୍‌, ବନ୍ୟା ପାଣିରେ ଅବତରଣ କଲା ବାୟୁସେନା ହେଲିକପ୍ଟର

ବିହାରର ବନ୍ୟା ପ୍ରଭାବିତ ଅଞ୍ଚଳରେ ଆଜି ଆକାଶ ମାର୍ଗରୁ ରିଲିଫ ସାମଗ୍ରୀ ପକାଇବାକୁ ଯାଇଥିବା ଭାରତୀୟ ବାୟୁ ସେନାର ଏକ ହେଲିକପ୍ଟର ବିପଜ୍ଜନକ ଭାବେ ବନ୍ୟା ପାଣିରେ ଅବତରଣ କରିବାକୁ ବାଧ୍ୟ ହୋଇଛି। ତେବେ ସେଥିରେ ଥିବା ଭାରତୀୟ ବାୟୁ ସେନାର ଦୁଇ ଅଫିସରଙ୍କ ସମେତ ୪ କର୍ମଚାରୀ ସୁରକ୍ଷିତ

ମା ସୁରାଦେଇ ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ସ୍ଵଛତା ଅଭିଯାନ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଳକ ର ମା ସୁରାଦେଇ ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ସଭାପତି ବିମଳ ମଲ୍ଲିକ ଙ୍କ ନେତୃତ୍ଵରେ ଏବଂ ଡଃ ସୂର୍ଯ୍ୟ ନାରାୟଣ ବେହେରାଙ୍କ ପରିଚାଳନାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସ୍ଵଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି