ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାଉରକେଲା : ୩୦/୦୯: ରାଜଗାଙ୍ଗପୁର ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଆଦି ଉପରେ ଶୁଣାଣି କରିଥିଲେ।ଆଜି ମୋଟ ୧୬୧ ଗୋଟି ଅଭିଯୋଗ ଆସିଥିଲା।!-->…