ବେଆଇନ ଜମିରେ ନିର୍ମାଣ ହୋଇଥିବା ମନ୍ଦିର-ମସଜିଦ- ଦରଘା ଉପରେ ବୁଲଡୋଜର ଚାଲିବ – ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବୁଲଡୋଜର ଆକ୍ସନ ସହ ଜଡିତ ଆବେଦନ ଉପରେ ଶୁଣାଣି ସୁପ୍ରିମକୋର୍ଟରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଜଷ୍ଟିସ ବି.ଆର.ଗାଭାଇଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠରେ ଏହି ଶୁଣାଣି କରାଯାଇଥିଲା। ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନ ପକ୍ଷରୁ

ପୁଣି କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ଜୁନିୟର ଡାକ୍ତର, ଚିନ୍ତାରେ ସରକାର

କୋଲକାତା : ପଶ୍ଚିମବଙ୍ଗର ଜୁନିୟର ଡାକ୍ତରମାନେ ସେମାନଙ୍କ ଅନିର୍ଦ୍ଦିଷ୍ଟ ଓ କାର୍ଯ୍ୟ ବନ୍ଦ ଆନ୍ଦୋଳନ ପୁଣି ଆରମ୍ଭ କରିଛନ୍ତି। ସରାକାର ପୂର୍ବ ଆନ୍ଦୋଳନ ପ୍ରତ୍ୟାହାର ବେଳେ ଦେଇଥିବା ଦାବିଗୁଡ଼ିକୁ ପୂରଣ କରୁ ନଥିବାରୁ ସେମାନେ ଏପରି ପଦକ୍ଷେପ ନେଇଛନ୍ତି। ସେମାନେ ହସ୍ପିଟାଲରେ ସୁରକ୍ଷା

ଆକାଶରେ ଦେଖାଯାଉଛି ୮୦ ହଜାର ବର୍ଷ ତଳର ଧୂମକେତୁ

ନୂଆଦିଲ୍ଲୀ : ଭାରତ ଆକାଶରେ ଆଉ ଏକ ମହାଜାଗତିକ ଦୃଶ୍ୟ ଦୃଶ୍ୟମାନ ହେଉଛି। ୮୦ ହଜାର ବର୍ଷ ତଳର ଏକ ଉଲକା ବା ଧୂମକେତୁକୁ ଆକାଶରେ ଦେଖିବାକୁ ମିଳୁଛି। ଏଇ କିଛି ଦିନ ହେବ ସକାଳ ସମୟରେ ଆକାଶରେ ଏହି ଧୂମକେତୁ ଦେଖାଯାଉଛି, ଯାହା ଏକ ରଙ୍ଗୀନ ପ୍ରାକୃତିକ ଦୃଶ୍ୟ ପ୍ରଦାନ କରୁଛି।ଏହି ଧୂମକେତୁର

ଟେଷ୍ଟ ସିରିଜକୁ ଭାରତ ୨-୦ରେ ସିରିଜ୍ ଜିତିଲା…

କାନପୁର: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ କାନପୁରରେ ୭ ୱିକେଟ୍‌ରେ ବାଂଲାଦେଶକୁ ପରାସ୍ତ କରି ଟେଷ୍ଟ ସିରିଜକୁ ୨-୦ରେ କବଜା କରିଛି। ବାଂଲାଦେଶ ଟିମ୍ ଇଣ୍ଡିଆକୁ ୯୫ରନ୍‌ର ଟାର୍ଗେଟ ଦେଇଥିଲା। ତେବେ ଭାରତୀୟ ଦଳ ତିନି ୱିକେଟ୍ ହରାଇ ଲକ୍ଷ୍ୟ ହାସଲ କରିଥିଲା। ମ୍ୟାଚର ଦ୍ୱିତୀୟ ଏବଂ

ବଜ୍ରାଘାତରେ ଯୁବକ ଗୁରୁତର

ହିଞ୍ଜିଳିକାଟୁ : ସୋମବାର ସନ୍ଧ୍ୟାରେ ହିଞ୍ଜିଳିକାଟୁ ଅଞ୍ଚଳରେ ବର୍ଷା ହେବା ସହ ଆକାଶରେ ବିଜୁଳି ଚମକିଥିଲା। ବଜ୍ରପାତ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ଶରଧାପୁର ଗ୍ରାମର ମିଟୁ ଦାସ (୩୨) । ସେ ଜଣେ ରାଜମିସ୍ତ୍ରୀ ଅଟନ୍ତି। ସ୍ଥାନୀୟ ଲୋକେ

କଇଁଛ ବୋଝେଇ ପିକଅପ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ରାଜୁଲକୋଣ୍ଡା ଠାରେ କୌଣସି ଏକ ସୂତ୍ରରୁ ଖବର ପାଇ ଚିତ୍ରକୋଣ୍ଡା ବନ ବିଭାଗ ଏକ କଇଁଛ ବୋଝେଇ ପିକଅପ ଜବତ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଏକ ପିକଅପ (ଗାଡ଼ି ନମ୍ବର ଏପି ୩୯ ଏନଏସ ୧୫୬୬) ରେ ଆନ୍ଧ୍ରପ୍ରଦେଶ ର ନରସିଂପାଟଣା

ଖେଲୋଇଣ୍ଡିଆ ମହିଳା ତାଏକ୍ରୋଣ୍ଡୋରେ ସୁନ୍ଦରଗଡ଼ର ତିନି ଖେଳାଳି

ସୁନ୍ଦରଗଡ/ରାଉରକେଲା : ଅରୁଣାଚଳ ପ୍ରଦେଶର ଇଟାନଗର ସ୍ଥିତ ଖେଲୋ ଇଣ୍ଡିଆ ଷ୍ଟାଡିୟମ୍ ଠାରେ ଅଗାମୀ ଅକ୍ଟୋବର ୩ରୁ ୬ ତାରିଖ ଯାଏଁ ଖେଲୋ ଇଣ୍ଡିଆ ଦ୍ଵିତୀୟ ଅସ୍ମିତା ମହିଳା ଟାଇକୋଣ୍ଡୋ ଲିଗ୍ ୨୦୨୪ ଅନୁଷ୍ଠିତ ହେବ । ଏଥିରେ ସୁନ୍ଦରଗଡ଼ ଜିଲ୍ଲା ରୁ ରାଉରକେଲା ଓ ବୀରମିତ୍ରପୁର ସହରର ୩ ଖେଳାଳି

ସରକାରୀ ଅବକାରୀ ନୀତିକୁ “ଫୁ” କରୁଥିବା ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟନୁଷ୍ଠାନ ପାଇଁ ରାଉରକେଲା…

ରାଉରକେଲା: ଆଜି ରାଉରକେଲା ଅବକାରୀ ଅଧୀକ୍ଷକ,ସେକ ଆସଫ ଅଲ୍ଲୀ ଙ୍କ ନିଜ କାର୍ଯ୍ୟାଳୟ ଠାରେ ରାଉରକେଲା ବିଜେଡି ର ଏକ ପ୍ରତିନିଧି ମଣ୍ଡଳ ସାକ୍ଷାତ କରି,ଆଗକୁ ମାଙ୍କ ଦୁର୍ଗାପୂଜା ଆସୁଅଛି lରାଉରକେଲା ରେ ଅବକାରୀ ନିତି ନିୟମକୁ ବେଖାତିର କରି ଯେଉଁ ବ୍ୟବସାୟୀ ଓ ଲୋକ ମାନେ,ବିନା ଲାଇସେନ୍ସ ରେ

ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା : ୩୦/୦୯: ରାଜଗାଙ୍ଗପୁର ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଆଦି ଉପରେ ଶୁଣାଣି କରିଥିଲେ।ଆଜି ମୋଟ ୧୬୧ ଗୋଟି ଅଭିଯୋଗ ଆସିଥିଲା।