ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୯ତମ ଜନ୍ମଦିନ ପାଳନ କଲା ହିଞ୍ଜିଳି ବିଜେଡି

ହିଞ୍ଜିଳିକାଟୁ ୧୬/୧୦ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବଈଁଚବଣିଆ ପାବନ ଶ୍ରୀକ୍ଷେତ୍ରଠାରେ ବିଜୁ ଜନତା ଦଳ ତରଫରୁ ବିଜେଡି ସୁପ୍ରିମୋ ତଥା ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ୭୯ ତମ ଶୁଭ ଜନ୍ମଦିନ ଅବସରରେ ହିଞ୍ଜିଳିକାଟୁ…

୨ ଜୁଆ ଆଡ୍ଡା ଉପରେ ଚଢ଼ାଉ : ୧୦ ଜୁଆଡି ଗିରଫ, ୪୧ ହଜାର ଟଙ୍କା ଜବତ

ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲାରେ ପାର୍ବଣ ସମୟରେ ବିଭିନ୍ନ ସ୍ଥାନରେ ଜୁଆ ଖେଳର ଆସର ଜମୁଛି। ପୁଲିସ ନଜର ସତ୍ତ୍ବେ ଜୁଆଡି ମାନେ ଲୁଚାଛପାରେ ଜୁଆଖେଳର ଆସର ଜମାଉଥିବା ଦେଖିବାକୁ ମିଳିଛି। ଚଳିତ ପାର୍ବଣ ଋତୁରେ ହିଞ୍ଜିଳି ଥାନା ପୁଲିସ ପ୍ରଶାସନ ପକ୍ଷରୁ କୈାଣସି ଆଖିଦୃଶିଆ ଜୁଆ ଆଡ୍ଡା…

ବେଦାନ୍ତ କମ୍ପାନୀର ବିଷାକ୍ତ ଲାଲ୍ ଆତଙ୍କ ଓ ପରିବେଶୀୟ ପାପ : ସେବା ଭାରତୀ

ରାୟଗଡା : ରାୟଗଡା ଜିଲ୍ଲା ସୀମା କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ ଠାରେ ଥିବା ବେଦାନ୍ତ ଆଲୁମିନା କମ୍ପାନୀର ନାଲି କାଦୁଅ ପାଣିର ବିଷାକ୍ତ ଲାଲ୍ ଆତଙ୍କ ଘଟଣା ଓଡିଶାରେ ହଇଚଇ ସୃଷ୍ଟି କରିଦେଇଥିଲା | ସୂଚନା ଅନୁସାରେ କମ୍ପାନୀର ଲାଲ କାଦୁଅ ପୋଖରୀ(୩୨୭.୬୨ ଏକର ସହିତ ପୋଖରୀ ବନ୍ଧ,…

କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ଟ୍ରଷ୍ଟ ଦ୍ଵାରା ରିଲିଫ ସାମଗ୍ରୀ ବଣ୍ଟନ

ଫୁଲବାଣୀ : ଫୁଲବାଣୀ ବ୍ଲକ ଅନ୍ତର୍ଗତ ଉର୍ମାଗଡ଼ ଠାରେ କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ଟ୍ରଷ୍ଟ ଆନୁକୂଲ୍ୟରେ ଭାରତୀୟ ରେଡକ୍ରସ ସଂସ୍ଥା,ଭୁବନେଶ୍ୱର ଦ୍ୱାରା ପ୍ରଦତ୍ତ ରିଲିଫ ସାମଗ୍ରୀ ସମାଜର ଗରିବ, ନିଷ୍ପେସିତ, ଭିନ୍ନକ୍ଷମ ତଥା ଦାରିଦ୍ର ସୀମା ରେଖା ତଳେ ଥିବା ପରିବାର ଗୁଡିକୁ ବଣ୍ଟନ…

ଆସନ୍ତା ୧୮ରୁ ଶ୍ରୀମନ୍ଦିରକୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ ଅନୁମତି

ପୁରୀ : ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ଓ ହବିଷ୍ୟାଳିଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ । ଶ୍ରୀମନ୍ଦିରକୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ…

ପୁଣି ମଝି ଆକାଶରେ ବୋମା ଆତଙ୍କ, ଆକାଶା ଏୟାର ଓ ଇଣ୍ଡିଗୋ ବିମାନକୁ ମିଳିଛି ବୋମା ଧମକ

ପୁଣି ମଝି ଆକାଶରେ ବୋମା ଆତଙ୍କ । ଆଜି ପୁଣି ୨ ବିମାନକୁ ବୋମା ଧମକ । ଆକାଶା ଏୟାର ଓ ଇଣ୍ଡିଗୋ ବିମାନକୁ ମିଳିଛି ବୋମା ଧମକ । ବେଙ୍ଗାଲୁରୁକୁ ଯାଉଥିବା ଅକାସା ଏୟାର ବିମାନ ଏବଂ ଦିଲ୍ଲୀକୁ ଯାଉଥିବା ଇଣ୍ଡିଗୋ ବିମାନକୁ ବୋମ ଧମକ ମିଳିଛି । ଧମକ ମିଳିବା ପରେ ଆକାଶା…

କାର୍ତ୍ତିକ ପୂର୍ବରୁ ବେଲଗାମ ପରିବା ଦର

କଟକ : ଦିନକ ପରେ କାର୍ତ୍ତିକ ମାସ । ପରିବା ଦର ମହଙ୍ଗା ହୋଇଛି । ମଧ୍ୟବିତ୍ତ ଓ ଗରିବ ପରିବାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । କିଛି ଦିନ ପରେ ହବିଷିଆଳିଙ୍କ ବ୍ରତ ଆରମ୍ଭ ହେବ। ଏହି ସମୟରେ ସାଧାରଣ ଜନତା ମଧ୍ୟ ଆମିଷ ବଦଳରେ ନିରାମିଷକୁ ଆପଣାଇବେ। କିନ୍ତୁ ଆରମ୍ଭରୁ ଏଭଳି ଦର ବୃଦ୍ଧି…

ବିଭିନ୍ନ ଖାଦ୍ୟ ଶସ୍ୟର MSP ବୃଦ୍ଧି କଲେ କେନ୍ଦ୍ର ସରକାର

ଦେଶର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ରବି ଫସଲଗୁଡ଼ିକ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପି ବୃଦ୍ଧି ପ୍ରସ୍ତାବ ଉପରେ ଆଜି କେନ୍ଦ୍ର କ୍ୟାବିନେଟ ମୋହର ମାରିଛି। ଆସନ୍ତା ୨୦୨୫-୨୬ ସିଜିନ ପାଇଁ ବିଭିନ୍ନ ପ୍ରକାରର ରବି ଫସଲର ଏମଏସ୍‌ପି ବୃଦ୍ଧି କରାଯାଇଛି। …

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି କଲ ସେଣ୍ଟର ରାଜଧାନୀର ସୁନ୍ଦରପଦା ଅଞ୍ଚଳର ଏକ…

ଟ୍ରେନ ଧକ୍କାରେ ଆହତ ହାତୀଛୁଆ ନନ୍ଦନକାନନ ସ୍ଥାନାନ୍ତରିତ

ଭୁବନେଶ୍ୱର: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀ ଛୁଆକୁ ଚିକିତ୍ସା ପାଇଁ ବୁଧବାର ଦିନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଆହତ ହାତୀ ଛୁଆକୁ ଆଜି ସକାଳେ ଏକ ସ୍ୱତନ୍ତ୍ର ଟ୍ରକରେ ନନ୍ଦନକାନନକୁ ପଠାଯାଇଥିଲା। …