କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ପ୍ରଶାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ସିତାପଡି ବିଦ୍ୟାଳୟର ପ୍ରଧାନ

ଚାନ୍ଦପୁର ବିଦ୍ୟାଳୟରେ ବିଦାୟ ଓ ସ୍ୱାଗତ ସମ୍ବର୍ଦ୍ଧନା

ଚିକିଟୀ : ଏହି ବ୍ଲକ ରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ବଡ଼ପଲଙ୍କ କ୍ଲଷ୍ଟରର ଚାନ୍ଦପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଯୁବରାଜ ମଲିକଙ୍କ ସଭାପତିତ୍ୱରେ ସ୍ୱାଗତ ଓ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ

ସହିଦ ଭଗତ ସିଂଙ୍କ ୧୧୭ ତମ ଜୟନ୍ତୀ ଅବସରରେ “ଭଗତ ସିଂଙ୍କୁ ପଢ ” ସମ୍ପର୍କରେ ଆଲୋଚନା ଚକ୍ର

ବ୍ରହ୍ମପୁର : ଅଖିଳ ଭାରତ ଯୁବ ସଙ୍ଘ( AIYF )ର ଗଞ୍ଜାମ ଜିଲ୍ଲା ପରିଷଦ ପାର୍କ ସାହି ଜିଲ୍ଲା କାର୍ଯାଳୟ ଠାରେ ସାଥି ଗୁରୁନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେଇଥିଲା | ଏହି ବୈଠକରେ ସର୍ଵ ଭାରତୀୟ ଉପ ସଭାପତି ସାଥି ପ୍ରଦୀପ ସେଠି ଯୋଗ ଦେଇ ସହିଦ ଭଗତ ସିଂଙ୍କ 117ତମ ଜୟନ୍ତୀ

ଖମଣଖୋଲ ସ୍ୱାସ୍ଥ୍ୟ କେନ୍ଦ୍ରର ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ : ଥାନାରେ ଅଭିଯୋଗ

ବାଲିଗୁଡା, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଖମଣଖୋଲରେ ଘଟିଛି ଏକ ଅଭାବନୀୟ ଘଟଣା l ଶୁକ୍ରବାର ବିଳମ୍ବିତ ରାତ୍ରରେ ଘରେ ପଶି ଏଏନଏମ ଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି l ସୂଚନା ଅନୁଯାୟୀ ଖମଣଖୋଲ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ

ଜନ ବିରୋଧୀ ଆଇନ ବିରୁଦ୍ଧରେ ପ୍ରତିବାଦର ସ୍ୱର ଉଠୁ : ପୂଜ୍ୟପୂଜା ସମିତି

ଶହୀଦ ଭଗତ ସିଂ ଙ୍କ ୧୧୭ତମ ଜୟନ୍ତୀ ପାଳନବ୍ରହ୍ମପୁର : ସାଲିସ ବିହୀନ ସଂଗ୍ରାମର ଅନ୍ୟତମ ଯୋଦ୍ଧା ତଥା ଶହୀଦ ଏ ଆଜମ ଭଗତ ସିଂ ଙ୍କ ଆଜି ୧୧୭ତମ ଜୟନ୍ତୀରେ ସହରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ସ୍ଥାନୀୟ ବିଜିପୁର କମ୍ୟୁନିଟି ହଲ ଠାରେ ଏକ ସ୍ମରଣ ସଭା ଅନୁଷ୍ଠିତ

ଟ୍ରେଡିଂ ନାଁରେ ଡାକ୍ତରଙ୍କ ଆକାଉଣ୍ଟରୁ ଚଳୁ ହୋଇଗଲା ୧୦ କୋଟିରୁ ଅଧିକ ଟଙ୍କା, ଦୁଇ ସାଇବର ଠକ ରାଜସ୍ଥାନରୁ ଗିରଫ

ଭୁବନେଶ୍ବର : ଟ୍ରେଡିଂ ନାଁରେ ଡାକ୍ତରଙ୍କ ଆକାଉଣ୍ଟରୁ ଚଳୁ ହୋଇଗଲା ୧୦ କୋଟିରୁ ଅଧିକ ଟଙ୍କା । ଠିକିଲା ପରେ ଡାକ୍ତର ଭୁବନେଶ୍ୱର ସାଇବର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ସାଇବର ଥାନା ପୁଲିସ୍‌ ଆଜି ଦୁଇ ସାଇବର ଠକଙ୍କୁ ରାଜସ୍ଥାନରୁ ଗିରଫ କରିଛି। ଏଥିସହ

ଭାଜପାର ମାଷ୍ଟର ଗେମ୍‌: ପାର୍ବଣରେ ନୂଆ ପ୍ଲାନ୍‌

ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି। ପାର୍ବଣରେ ସମସ୍ତ ପୂଜା ପେଣ୍ଡାଲରେ ଭାଜପା କ୍ୟାମ୍ପ ପକାଇବ। ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଏହାର

ବିଜେଡି ଖତମ୍ ହେଇସାରିଛି : ତୋମାର

ଭୁବନେଶ୍ୱର,୨୮।୯: ବିଜେଡିକୁ ସମାଲୋଚନା କରିଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର। ସେ କହିଛନ୍ତି ଗତ ୨୪ ବର୍ଷର ଶାସନ ଭିତରେ ବିଜେଡି ଯାହା କରିପାରି ନଥିଲା, ଶହେ ଦିନର ଶାସନ ଭିତରେ ଭାଜପା କରି ଦେଖାଇଛି । ବିଜେଡି କେବଳ ‘ମୁଙ୍ଗେରିଲାଲ୍ କେ ହସିନ୍ ସ୍ବପ୍ନେ’ ଦେଖୁଛି

ଆଲୋଚନା ପାଇଁ ନର୍ସିଂ ଅଧିକାରୀଙ୍କୁ ଡାକିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟବ୍ୟାପି ଧାରଣାରତ ନର୍ସିଂ କର୍ମଚାରୀଙ୍କ ସହିତ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ସନ୍ଧ୍ୟାରେ ନର୍ସିଂ ଅଧିକାରୀମାନଙ୍କୁ ଆଲୋଚନା ପାଇଁ ଡାକିଛନ୍ତି। ନର୍ସିଂ

୨୦୨୫ରୁ ସିବିଏସ୍‌ଇ ଢାଞ୍ଚାରେ +୨ ପରୀକ୍ଷା

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଶିକ୍ଷାବର୍ଷ ୨୦୨୪-୨୫ରେ +୨ ବୋର୍ଡ ପରୀକ୍ଷାରେ ବ୍ୟାପକ ପରିବର୍ତ୍ତନ କରିବାକୁ ଯାଉଛି। ଦ୍ବାଦଶ ଶ୍ରେଣୀ ବିଜ୍ଞାନ, କଳା ଏବଂ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାରେ ନୂଆ କରି ଇଣ୍ଟରନାଲ ଆସେସମେଣ୍ଟ ପଦ୍ଧତି ଆପଣାଇବାକୁ ଯୋଜନା ପ୍ରସ୍ତୁତ