ଭାଜପାର ମାଷ୍ଟର ଗେମ୍: ପାର୍ବଣରେ ନୂଆ ପ୍ଲାନ୍
ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିଛି। ପାର୍ବଣରେ ସମସ୍ତ ପୂଜା ପେଣ୍ଡାଲରେ ଭାଜପା କ୍ୟାମ୍ପ ପକାଇବ। ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଏହାର!-->…