ବିଭିନ୍ନ ଖାଦ୍ୟ ଶସ୍ୟର MSP ବୃଦ୍ଧି କଲେ କେନ୍ଦ୍ର ସରକାର

ଦେଶର ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ରବି ଫସଲଗୁଡ଼ିକ ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପି ବୃଦ୍ଧି ପ୍ରସ୍ତାବ ଉପରେ ଆଜି କେନ୍ଦ୍ର କ୍ୟାବିନେଟ ମୋହର ମାରିଛି। ଆସନ୍ତା ୨୦୨୫-୨୬ ସିଜିନ ପାଇଁ ବିଭିନ୍ନ ପ୍ରକାରର ରବି ଫସଲର ଏମଏସ୍‌ପି ବୃଦ୍ଧି କରାଯାଇଛି। …

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି କଲ ସେଣ୍ଟର ରାଜଧାନୀର ସୁନ୍ଦରପଦା ଅଞ୍ଚଳର ଏକ…

ଟ୍ରେନ ଧକ୍କାରେ ଆହତ ହାତୀଛୁଆ ନନ୍ଦନକାନନ ସ୍ଥାନାନ୍ତରିତ

ଭୁବନେଶ୍ୱର: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀ ଛୁଆକୁ ଚିକିତ୍ସା ପାଇଁ ବୁଧବାର ଦିନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଆହତ ହାତୀ ଛୁଆକୁ ଆଜି ସକାଳେ ଏକ ସ୍ୱତନ୍ତ୍ର ଟ୍ରକରେ ନନ୍ଦନକାନନକୁ ପଠାଯାଇଥିଲା। …

ଉପ ମୁଖ୍ୟମନ୍ତ୍ରୀ କରିବେ ହବିଷ୍ୟାଳୀ ଯୋଜନା ଉଦ୍ଘାଟନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ହବିଷ୍ୟାଳୀ ବ୍ରତ ପାଇଁ ଜିଲ୍ଲା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୩୦ ଜିଲ୍ଲାରୁ ୨୫୦୦ ଜଣ ହବିଷ୍ୟାଳୀ ଅନଲାଇନ ଯୋଗେ ପଞ୍ଜିକରଣ କରିଛନ୍ତି । ଆଉ କୌଣସି ସ୍ପଟ ବୁକିଂ ହେବ ନାହିଁ । ହବିଷ୍ୟାଳୀ ମାନେ ନିର୍ଦ୍ଧାରିତ ୪…

ଶପଥ ନେଲେ ଓମାର ଅବଦୁଲ୍ଲା, ସୁରିନ୍ଦର ସିଂହ ଚୌଧୁରୀ ହେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର 6 ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ନ୍ୟାସନାଲ କନଫରେନ୍ସ (ଏନସି) ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର । ଖବର ମୁତାବକ,…

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର ସବୁଠାରୁ ବଡ଼ ଗାଁ ଘୋରଡିଆର…

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍‌ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି…

ଘରୋଇ କଳିରେ ଚାଲିଗଲା ୪ମାସର ଶିଶୁର ଜୀବନ

ବ୍ରହ୍ମଗିରି : ରାଗ ବ୍ରହ୍ମ ଚଣ୍ଡାଳ । ରାଗ ବଢ଼ିଗଲେ ପର ଆପଣା ସବୁ ଭୁଲିଯାଏ ମଣିଷ । ତେବେ ରାଗରେ ନିଜ ନିଜର ସମ୍ପର୍କୀୟଙ୍କୁ ମାରିବାକୁ ପଛାନ୍ତିନି କିଛି ଲୋକ । ଏବେ ସେହିଭଳି ଏକ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି…

SCO ସମ୍ମିଳନୀ: ‘ଆତଙ୍କବାଦର ବିନାଶ ବିନା ବିକାଶ ଅସମ୍ଭବ’

ପାକିସ୍ତାନରେ ଆୟୋଜିତ ସାଙ୍ଘାଇ କର୍ମୋପେସନ ଅର୍ଗାନାଇଜେନ (SCO) ବୈଠେକରେ ନିଜ ଆନ୍ଦାଜ ଦେଖାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର। ପାକିସ୍ତାନକୁ ଆକ୍ଷେପ କରି ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ ବୋଲି ସେ କହିଛନ୍ତି। ସେ ଆହୁରି…