ପାରିଶ୍ରମିକ ପ୍ରଦାନ କରିବାକୁ ଗଞ୍ଜାମ ଜିଲ୍ଲା ଜିପିଏଲଏଫ ମିଶନଶକ୍ତି କର୍ମୀ ସଂଘର ଦାବି

ଛତ୍ରପୁର : ପାରିଶ୍ରମିକ ପ୍ରଦାନ କରାଯାଉନଥିବା ନେଇ ଗଞ୍ଜାମ ଜିଲ୍ଲା ଜିପିଏଲଏଫ ମିଶନ ଶକ୍ତି କର୍ମୀ ସଂଘ ପକ୍ଷରୁ ଦାବି ହୋଇଛି । ଏନେଇ ଗୁରୁବାର ଗଞ୍ଜାମ ଜିଲ୍ଲା ଜିପିଏଲଏଫ ମିଶନ ଶକ୍ତି କର୍ମୀ ସଂଘର ୬ ଗୋଟି କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ

ରାଜ୍ୟସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତାରେ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସଫଳତା

ଛତ୍ରପୁର : ରାଜ୍ୟ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଆନୁକୁଲ୍ୟରେ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରରେ ଆୟୋଜିତ ରାଜ୍ୟ ସ୍ତରୀୟ ବିଜ୍ଞାନ ଡ୍ରାମା ରେ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ଡ୍ରାମା ଟିମ୍

ରାଜ୍ୟସ୍ତରୀୟ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ମିଳିଲା ଶ୍ରେଷ୍ଠ ପୁରସ୍କାର

ଛତ୍ରପୁର : ଗଂଜାମ ଜିଲ୍ଲା ଛତ୍ରପୁର ବ୍ଲକର ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ମିଳିଲା ଶ୍ରେଷ୍ଠ ପଞ୍ଚାୟତ ପୁରସ୍କାର । ସ୍ୱଚ୍ଛ ଭାରତ ମିଶନ - ଗ୍ରାମୀଣ ଦ୍ୱିତୀୟ ପର୍ଯ୍ୟାୟ ଅନୁଯାୟୀ ସମସ୍ତ ବର୍ଗରେ ଚମାଖଣ୍ଡି ପଞ୍ଚାୟତ ସଠିକ କାର୍ଯ୍ୟ ସହିତ ପରିଚାଳନା କରିଥିବାରୁ ଏହି ପୁରସ୍କାର ପାଇଛି ।

ତିନି ଶିକ୍ଷକରେ ଚାଲିଛି ଆଶ୍ରମ ବିଦ୍ୟାଳୟରେ ପାଠପଢା !

ମାଲକାନଗିରି : ରାଜ୍ୟରେ ସରକାର ଶିକ୍ଷାର ଉନ୍ନତିକରଣ ପାଇଁ ଯେଉଁ ଉଦ୍ୟମ କରୁଛନ୍ତି ତାହା କେବଳ ଲୋକ ଦେଖାଣିଆ ବୋଲି ଅଭିଭାବକ ମହଲରେ ଅଭିଯୋଗ ହେଉଅଛି l ଗୋଟିଏ ପଟେ ଶିକ୍ଷାର ବିକାଶ ନିମନ୍ତେ ଭିତ୍ତିଭୂମିର ଉନ୍ନତିକରଣ କରିବା ନିମନ୍ତେ ବିଭିନ୍ନ ଯୋଜନା କରାଯାଇଥିବା ବେଳେ

ଜଙ୍ଗଲରେ ପଶୁପକ୍ଷୀଙ୍କ ନିମନ୍ତେ ଆବଶ୍ୟକ ଫଳ ବୃକ୍ଷ ଲଗାଯାଉ : ସୋରଡ଼ା ବିଧାୟକ

ସୋରଡ଼ା ବିଧାନ ସଭା ମଣ୍ଡଳୀ ଅନ୍ତର୍ଗତ ବିକାଶ ମୂଳକ ବୈଠକ ଛତ୍ରପୁର : ସୋରଡ଼ା ବିଧାନ ସଭା ମଣ୍ଡଳୀ ଅନ୍ତର୍ଗତ ବିକାଶ ମୂଳକ କମିଟି ପକ୍ଷରୁ ବେଲଗୁଣ୍ଠା ବ୍ଲକ୍ ସଭାଗୃହ ପରିସରରେ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କ ଗହଣରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୋରଡ଼ା ବିଧାୟକ ନୀଳମଣି

କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟରର ରାଇପଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନ ଉତ୍ସବରେ ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର

କ.ନୂଆଗାଁ ପୋଲିସ ପକ୍ଷରୁ ପାଞ୍ଚ ଜଣ ୱାରେଣ୍ଟିଙ୍କୁ କୋର୍ଟ ଚାଲାଣ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପୋଲିସ ପକ୍ଷରୁ ଆଗାମୀ ଦୂର୍ଗାପୂଜା ପାର୍ବଣକୁ ଲକ୍ଷ୍ୟ ରଖି ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ପାଞ୍ଚ ଜଣ ଓ୍ବାରେଣ୍ଟିଙ୍କୁ ଗିରଫ କରି କ.ନୂଆଗାଁ ପୋଲିସ କୋର୍ଟକୁ ପଠାଇଥିବା ଜଣାପଡିଛି।

ଡାକ୍ତର ନିଯୁକ୍ତି ସମେତ ସାତଦଫା ଦାବୀ କଲା ମାନବ ଅଧିକାର ସୁରକ୍ଷା ମଞ୍ଚ

ବ୍ରହ୍ମପୁର : ବ୍ରହ୍ମପୁର ମହାନଗର ସିଟି ହସ୍ପିଟାଲରେ ଦୀର୍ଘ ଦିନରୁ ଡାକ୍ତରଙ୍କ ଅଭାବରୁ ପ୍ରତ୍ୟେକ ଦିନ ନାହିଁ ନ ଥିବା ସମସ୍ୟା ଦେଖାଯାଉଛି l ରୋଗୀ ସେବା ପାଇନପାରି ଋଣ ଗ୍ରସ୍ତ ହୋଇ ଜୀବନ ବଞ୍ଚାଇବା ପାଇଁ ଯେନତେନ ପ୍ରକାରେ ରୋଗୀ ବିଭିନ୍ନ ଘରୋଇ ମେଡିକାଲକୁ ଯିବାକୁ ବାଧ୍ୟ ହେଉଛନ୍ତି l

ଜଳବନ୍ଦୀ ସୂର୍ଯ୍ୟ ମନ୍ଦିର; ଜମିଛି ଆଣ୍ଠୁଏ ଉଚ୍ଚର ପାଣି

କୋଣାର୍କ : ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର

ଗୁହାରିଆ ପଡି ଶେଷରେ ଜୀବନ ଦେଲେ ଅବସର ପ୍ରାପ୍ତ ଶିକ୍ଷକ

ଗଞ୍ଜାମ: ମନ୍ଦିରରେ ଗୁହାରିଆ ପଡି ଶେଷରେ ଅବସର ପ୍ରାପ୍ତ ଶିକ୍ଷକ ଜୀବନ ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ବେଠୁଆର ଗାଁ ଘୋଡାଦେବୀ ମନ୍ଦିର ସେଡ ଘର ପାର୍ଶ୍ୱରେ ଏଭଳି ଅଭାବନୀୟ ଘଟଣା ଘଟିଛି।ନଗୁଡୁ ଅଞ୍ଚଳର ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ଶିକ୍ଷକ ପୁରୁଷୋତ୍ତମ ପ୍ରଧାନ ରଶି ଲଗାଇ