Browsing Category

ଓଡିଶା

ଡେମୋ ଦେଖାଇଲେ ବାଘ ମାଂସ ଖାଇଥିବା ଶିକାରୀ, ଘଟଣାର ସିନ୍ ରିକ୍ରିଏସନ କଲା ବନବିଭାଗ

ନୂଆପଡ଼ା : କେମିତି ଶିକାର କଲେ, କେମିତି ଭୋଜି କରି ଖାଇଲେ ବାଘ ମାଂସ ? ଡେମୋ ଦେଖାଇଲେ ଶିକାରୀ। ନୂଆପଡ଼ାରେ କଲରାପତରିଆ ଶିକାର ପରେ ମାଂସ ଭୋଜି ଖାଇବା ଘଟଣାରେ ସିନ୍ ରିକ୍ରିଏସନ କରିଛି ବନବିଭାଗ । ଜଣେ ଶିକାରୀକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏସନ କରାଯାଇଛି । ଅଧିକ

ଗିରଫ ହେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ

ସୁବର୍ଣ୍ଣପୁର: ଗିରଫ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋନପୁର ସ୍ଥିତ ଭଡାଘରେ ଓ କାର୍ଯ୍ୟଳୟରେ ଭିଜିଲାନ୍ସ ବିଭାଗ ବିଳମ୍ବିତ ରାତିରୁ ଚଢ଼ାଉ

୨୪ରେ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌, ଆକଳନ କରିବେ ବାତ୍ୟା କ୍ଷତିକ୍ଷତି

ଭୁବନେଶ୍ୱର: ବାତ୍ୟା ଦାନା କ୍ଷତି ଆକଳନ ପାଇଁ ଆସିବେ କେନ୍ଦ୍ରୀୟ ଟିମ୍‌। ୨୪ ତାରିଖରେ ଟିମ୍‌ ପହଞ୍ଚିବ କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଟିମ୍‌ ରହିବେ ବୋଲି କହିଛନ୍ତି ସୁରେଶ ପୂଜାରୀ। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ପି.କେ ରାୟଙ୍କ

ଫେବୃଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, କାର୍ଯ୍ୟସୂଚୀ ପ୍ରକାଶ କଲା ସିଏଚଏସଇ

ଭୁବନେଶ୍ୱର : ଫେବୃଆରୀ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କାର୍ଯ୍ୟସୂଚୀ ପ୍ରକାଶ କଲା ସିଏଚଏସଇ । ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ସୂଚନା ବୋର୍ଡ ପକ୍ଷରୁ ପ୍ରୋଗ୍ରାମ୍ ଘୋଷଣା ପରେ ଉତ୍ସାହିତ ଅଛନ୍ତି ଯୁକ୍ତଦୁଇ ଛାତ୍ରଛାତ୍ରୀ । କଳା, ବିଜ୍ଞାନ,

ଏଣିକି ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

ଭୁବନେଶ୍ୱର:୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍‌ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ। ସେହିପରି ନିରାମୟ ଖୋଲା ନ ଥିଲେ କଡା

ଶିଶୁ ବିକ୍ରି ମାମଲା: ଆନ୍ଧ୍ରରୁ ଉଦ୍ଧାର ହେଲା ନବଜାତ ଶିଶୁ

ରାୟଗଡା; ଅସହ୍ୟ କଲା ଦାରିଦ୍ରତା l ନିଜର ନବଜାତ ଶିଶୁ କନ୍ୟାକୁ ବିକ୍ରି କଲା ମାଆ। ୯ ଦିନର ଶିଶୁକୁ ମାତ୍ର ୨୦ ହଜାର ଟଙ୍କାରେ ବିକ୍ରି କରିଦେଲା ମା’। ଏପରି ଏକ ହୃଦୟ ବିଦାରକ ଘଟଣା ଘଟିଛି ଜେକେପୁର ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡା ସାହିରେ । ସୂଚନା ଅନୁସାରେ, ରାୟଗଡା ଜିଲ୍ଲା

କଟକରେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା, ତ୍ରିଶୁଳିଆରୁ ଗିରଫ ହେଲା ଅଭିଯୁକ୍ତ

କଟକ : କଟକ ବାରଙ୍ଗ ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ । ତ୍ରିଶୁଳିଆରୁ ଗିରଫ କଲା ବାରଙ୍ଗ ଥାନା ପୋଲିସ । ପୀଡ଼ିତା ଶିଶୁ କନ୍ୟାକୁ ଗୁରୁତର ଅବସ୍ଥାରେ କଟକ SCBରେ ଭର୍ତ୍ତି କରାଯାଇଛି । ଏବେ ICUରେ ନାବାଳିକାଙ୍କ ଚାଲିଛି ଚିକିତ୍ସା । ଗିରଫ ଅଭିଯୁକ୍ତ

ଲାଞ୍ଚ ମାଗି ଗ୍ରାମ୍ୟ କୃଷି କର୍ମଚାରୀ ନିଲମ୍ବିତ

ଚାନ୍ଦବାଲି: ଲାଞ୍ଚ ମାଗି ଗ୍ରାମ୍ୟ କୃଷି କର୍ମଚାରୀ (VAW) ନିଲମ୍ବିତ। ବାତ୍ୟା ‘ଦାନା’ ତ ଯାହା କ୍ଷୟକ୍ଷତି ଘଟଇଲା ତାଠୁ ଅଧିକ ଦାଉ ସାଧିଲା ସରକାରୀ ମାଡାମଙ୍କ ଲାଞ୍ଚ। ହେକ୍ଟର ପିଛା, ଏକର ପିଛା ଅଲଗା ଅଲଗା ଲାଞ୍ଚ ଦର। ଏଭଳି କିଛି ସାଂଘାତିକ ଅଭିଯୋଗ ଆସିଛି, ଭଦ୍ରକ ଚାନ୍ଦବାଲି ବ୍ଲକ

ଦାଦା-ପୁତୁରାଙ୍କ ସନ୍ଦେହଜନକ ମୃତ୍ୟୁ: ରାତିରେ ଖାଇ ପିଇ ଶୋଇଲେ, ସକାଳୁ ଚାଲିଗଲା ଜୀବନ

ଜଗତସିଂହପୁର: ଦାଦା-ପୁତୁରାଙ୍କ ସନ୍ଦେହଜନକ ମୃତ୍ୟୁ । ରାତିରେ ଖାଇ ପିଇ ଶୋଇଥିଲେ, ସକାଳୁ ଚାଲିଗଲା ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶିରସ୍ତା ଗାଁରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ହେଲେ ଦାଦା ଗୋପୀନାଥ ସାମଲ ଓ ପୁତୁରା ବିଭୁତି ସାମଲ । ଗତକାଲି ରାତିରେ

ଜମି ପଞ୍ଜୀକରଣ ପାଇଁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ, ସାବାଡ ହେବେ ଦଲାଲ

କଟକ: ଏବେ ଜମି ପଞ୍ଜୀକରଣ ହେବ ସହଜ। ସରକାର ଏଥିପାଇଁ ହୋଇଛନ୍ତି ତତ୍ପର। ଜମିଜମା ପଞ୍ଜିକରଣ ପ୍ରକ୍ରିୟାକୁ ସରଳ କରିବା ଲାଗି ଆଜି ଠାରୁ ଆରମ୍ଭ ହେଲା ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ। କଟକ ସ୍ଥିତ ରାଜସ୍ଵ ପରିଷଦ ବିଲଡିଂରେ ଥିବା ମହାନିବନ୍ଧକ କାର୍ଯ୍ୟାଳୟରେ ଏହି ବ୍ୟବସ୍ଥାକୁ ଉଦଘାଟନ