Browsing Category

ଓଡିଶା

ବାତ୍ୟା ଭୟରେ ଗର୍ଭବତୀଙ୍କୁ କରାଯାଉଛି ମେଡିକାଲକୁ ସ୍ଥାନାନ୍ତର

ରାଜନଗର: ପ୍ରସୂତି କକ୍ଷରେ ଜମିଛି ଗର୍ଭବତୀ ମହିଳାଙ୍କ ଭିଡ । ଡାକ୍ତର ବି କୌଣସି ହେଳା କରୁନାହାନ୍ତି । କିଛି କିଛି ସମୟ ବ୍ୟବଧାନରେ ଗର୍ଭବତୀଙ୍କର ଚାଲିଛି ସ୍ୱାସ୍ଥ୍ୟ ଯାଞ୍ଚ । ହେଲେ ଏକାବେଳକେ ଏତେ ଗର୍ଭବତୀ ମହିଳା ଏମିତି ହଠାତ୍ ମେଡିକାଲ୍ କୁ ଆସିବାର କାରଣ? ଦର୍ଶକବନ୍ଧୁ

‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍‌ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ସହ ରାଜ୍ୟ

ବାତ୍ୟା ପାଇଁ ବିଜେପି ପକ୍ଷରୁ ହେଲପ ଲାଇନ ଜାରି

ଭୁବନେଶ୍ବର: ବାତ୍ୟା ‘ଦାନା’ ପାଇଁ ବିଜେପିଙ୍କ ପକ୍ଷରୁ ଏକ ହେଲପ ଲାଇନ ଜାରି କରାଯାଇଛି। ଏହି ହେଲପ ଲାଇନ ନମ୍ବରଟି ହେଲା ୦୬୭୪-୨୩୯୩୯୮୪ । ବାତ୍ୟା ସରିବା ପରେ ମଧ୍ୟ ଯେଉଁ ପର୍ଯ୍ୟନ୍ତ ଏହାର ଆବଶ୍ୟକ ଥିବ ଏହି ଏହି ନମ୍ବର କାମ କରିବ। ଆଜି ଏହି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସମୁଦ୍ର କୂଳରେ ଲାଗୁ ହେଲା ୧୪୪ ଧାରା

ଜଗତସିଂହପୁର : ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରକୋପ ଜଗତସିଂହପୁର ଜିଲ୍ଲାରେ ଅନୁଭୂତ ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ପୂର୍ବରୁ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସମୁଦ୍ର କୂଳରେ ଲାଗୁ ହୋଇଛି ୧୪୪ ଧାରା। ଏଥିସହ ପାରାଦୀପ ଠାରୁ ଏରସମା ସିଆଳି ପର୍ଯ୍ୟନ୍ତ ସମୁଦ୍ର ତଟରେ ଏହି

ଛତ୍ରବଜାରରେ କଳାବଜାରୀକୁ ନେଇ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍

କଟକ : ବାତ୍ୟା ପାଇଁ ଦରଦାମ ଉପରମୁହାଁ । ବିଭିନ୍ନ ସ୍ଥାନରେ ଚାଲିଛି ରେଡ୍ । କଟକ ଛତ୍ର ବଜାରରେ ରେଡ୍ କରିଛି ଯୋଗାଣ ବିଭାଗ । ଯୋଗାଣ ବିଭାଗର ୩ଟି ଟିମ ଆଳୁ,ପିଆଜ ଦର ଯାଞ୍ଚ କରିଛି । ଯେଉଁ ବ୍ୟବସାୟୀମାନେ କଳା ବଜାରୀ କରୁଛନ୍ତି ତାଙ୍କ ବିରୋଧରେ ଦୃଢ କାଯ୍ୟନୁଷ୍ଠାନ ଗ୍ରହଣ

ବାତ୍ୟା ଯୋଗୁ OCS ପ୍ରିଲିମ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଆସନ୍ତା ୨୭ ତାରିଖରେ ହେବାକୁ ଓଡ଼ିଶା ସିଭିଲ ସର୍ଭିସେସ (OCS) ପ୍ରିଲିମ ପରୀକ୍ଷା-୨୦୨୩କୁ ସ୍ଥଗିତ ରଖିଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି। ଏନେଇ ଆଜି ନୋଟିସ ଦେଇଛି ଓପିଏସ୍‌ସି। OCS ପ୍ରିଲିମ ପରୀକ୍ଷା-୨୦୨୩ର ପରବର୍ତ୍ତୀ

ଭିତରକନିକାରୁ ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଦାନା’

ଭୁବନେଶ୍ୱର: ଭିତରକନିକା ଓ ଧମରା ନିକଟରେ ଲ୍ୟାଣ୍ଡଫଲ । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ସ୍ଥଳ ଚିହ୍ନଟ ହେଲା । ୨୪ ତାରିଖ ରାତି ଏବଂ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ରହିବ । ସ୍ଥଳ

ବାତ୍ୟା ପାଇଁ ନବୀନଙ୍କ ବାର୍ତ୍ତା, ଭୟଭୀତ ନହୋଇ ସଜାଗ ରୁହ

ଭୁବନେଶ୍ୱର: ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ଯା ‘ଦାନା’। ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ଦାନା। ତେବେ ବାତ୍ଯାର ମୁକାବିଲା କରିବା ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ଅବସରରେ

ଅକ୍ଟୋବର ୨୩ରୁ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟରେ ୩ଦିନ ବନ୍ଦ ରହିବ ପାଠପଢ଼ା

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ୩ ଦିନ ଛୁଟି ରଖିବା ନେଇ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୩ରୁ ୨୫

ବାତ୍ୟା ‘ଦାନା’ ନେଇ ଏସ୍‌ପିଙ୍କ ସହ କଥା ହେଲେ ଡିଜିପି

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ଓ ପୁନଃରୁଦ୍ଧାର ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ହୋଇଯାଇଛି। ବୈଠକରେ ବାତ୍ୟା ଆଶ୍ରୟ ସ୍ଥଳରେ ପୁଲିସ ଫୋର୍ସ ମୁତୟନ, ସମୁଦ୍ର କୂଳ ଅଞ୍ଚଳରେ ମେରାଇନ ପୁଲିସ୍‌ ପକ୍ଷରୁ