Browsing Category

ଓଡିଶା

ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ

ଫୁଲବାଣୀ //ବାଲିଗୁଡା :, ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ଯେପରି ଅଧିକ ରୁ ଅଧିକ ପର୍ଯ୍ୟଟକ ଆସିବେ ସେଥିପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କଫି ବଗିଚା ର ଆଧୁନିକିକରଣ କରାଯଇଥିଲା l ଏଥିରେ କାଫେ ନିର୍ମାଣ ଓ ଶିଶୁ ଉଦ୍ୟାନ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ

ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି

କିଟ୍‍ ଓ କିସ୍‍ ପରିଦର୍ଶନ କଲେ ସଂସଦୀୟ ଷ୍ଟାଣ୍ଡିଂ କମିଟି

ଭୁବନେଶ୍ୱର: ତଫସିଲଭୁକ୍ତ ଜାତି ଓ ଜନଜାତି କଲ୍ୟାଣ ସମ୍ବନ୍ଧୀୟ ସଂସଦୀୟ ଷ୍ଟାଣ୍ଡିଂ କମିଟି ରବିବାର କିଟ୍‍ ଓ କିସ୍‍ ଦର୍ଶନ କରିଛନ୍ତି। ସାଂସଦ ଡ. ଫଗନ ସିଂହ କୁଲସ୍ତେଙ୍କ ଅଧ୍ୟକ୍ଷତାରେ ଏହି କମିଟି କିଟ୍‍ ଓ କିସ୍‍ ପରିଦର୍ଶନରେ ଆସି କିଟ୍‍ର ବିଭିନ୍ନ କ୍ୟାମ୍ପସ୍‍ ବୁଲି ଦେଖିବା ସହ

ପାରାଦୀପରୁ ଅପହୃତ ଛାତ୍ର କେନ୍ଦ୍ରାପଡ଼ାରୁ ଉଦ୍ଧାର

ଭୁବନେଶ୍ୱର // ପାରାଦ୍ୱୀପ : ସ୍କୁଲ ଯିବା ରାସ୍ତାରେ ଅପହୃତ ହେଲେ ଦଶମ ଶ୍ରେଣୀ ଛାତ୍ର। ଦୁର୍ବୃତ୍ତ ହାତ ବାନ୍ଧି ନିସ୍ତୁକ ପିଟିଥିବା ବେଳେ ସେମାନଙ୍କ କବଳରୁ ଖସି ଆସିବାକୁ ସଫଳ ହେଲେ ଛାତ୍ର। ଏହାପରେ ପୁଲିସ୍‌ ଓ ପରିବାର ଆଗରେ ସେ ବଖାଣିଛନ୍ତି ଛାତିଥରା ଘଟଣା। ଏପରି ଏକ ଅଭାବନୀୟ ଘଟଣା

ବାତ୍ୟା ‘ଦାନା’; ଏନଆରଟିଏସ୍ ଓ ସ୍କଲାରସିପ ପରୀକ୍ଷା ସ୍ଥଗିତ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ବାତ୍ଯା ‘ଦାନା’ କାରଣରୁ ଏନଆରଟିଏସ୍ ଏବଂ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ସୋମବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ନ୍ୟାସନାଲ ରୁରାଲ୍ ଟାଲେଣ୍ଟ ସ୍କଲାରସିପ୍

ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଢ଼ାଇଲେ ସରକାର

ଭୁବନେଶ୍ୱର: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ

ବାଲିଗୁଡ଼ାରେ ଟିକା ନେଇ ୫୦ରୁ ଉର୍ଦ୍ଧ୍ୱ ଅସୁସ୍ଥ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ଅଘଟଣ। ଯକ୍ଷ୍ମା (ଟିବି)ରୁ ରକ୍ଷା ପାଇଁ ଦିଆଯାଉଥିବା ବିସିଜି ଟିକା ନେଇ ୫୦ରୁ ଉଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି । ଟିକା ନେବାର ୨ ରୁ ୩ ଦିନ ଯନ୍ତ୍ରଣା ପରେ ଉକ୍ତ ସ୍ଥାନରେ ଘା’ ସଂକ୍ରମଣ ହୋଇ ଯାଉଥିବା ଜଣାପଡିଛି

ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଟିପିଏସ୍ଓଡିଏଲ ପକ୍ଷରୁ ପ୍ରସ୍ତୁତି

ବ୍ରହ୍ମପୁର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’କୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ତତ୍ପରତା ଦେଖାଇଛି। ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ସହ ବିଦ୍ୟୁତ ସରବରାହରେ ବାଧାବିଘ୍ନକୁ ହ୍ରାସ କରିବା

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ସବୁ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ପୂର୍ବ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ଜିଲ୍ଲାପାଳମାନଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି । ସବୁ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଥିବା କହିଛନ୍ତି ବିପର୍ଯ୍ୟୟ