Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା: ସୁନନ୍ଦା
ଭୁବନେଶ୍ୱର; ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସଙ୍କ ବିସ୍ଫୋରକ ବୟାନ l ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ ବୋଲି କହିଲେ ସୁନନ୍ଦା l ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ ଆମକୁ କୁହା ଯାଇଥିଲା l ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ ଦେଖା କରିଥିଲି ବୋଲି!-->…
ବ୍ରିଟେନରେ ବାଲିଯାତ୍ରା : ଭାରତରୁ ଭାଗନେବେ ୫ ବ୍ୟବସାୟୀ
ଭୁବନେଶ୍ୱର, ୨୯।୧୦।୨୪ : ଚଳିତବର୍ଷ ପ୍ରଥମକରି ଓଡିଶା ସୋସାଇଟି ଅଫ୍ ୟୁକେ ପକ୍ଷରୁ ନଭେମ୍ବର ୩୦ରେ ଆୟୋଜିତ ହେବାକୁ ଯାଉଛି ବାଲିଯାତ୍ରା । ବ୍ରିଟେନ ସ୍ଥିତ ଟାଉନଲି ବିଦ୍ୟାଳୟ,ବେକ୍ସଲି, ଲଣ୍ଡନ ସ୍କୁଲରେ ହେବାକୁ ଥିବା ଏହି ଯାତ୍ରାରେ ବିଭିନ୍ନ ଦେଶରୁ ୨୦ ରୁ ଉର୍ଦ୍ଧ ବ୍ୟବସାୟୀ ଯୋଗଦେଇ!-->…
ଜେଏସଡବ୍ଲ୍ୟୁ ସହ ବୁଝାମଣା କଲା ପସ୍କୋ, ୧୯ ବର୍ଷ ପରେ ଓଡ଼ିଶା ଫେରିବ
ଭୁବନେଶ୍ବର : ଦକ୍ଷିଣ କୋରିଆ କମ୍ପାନୀ ପସ୍କୋ ପ୍ରାୟ ୧୯ବର୍ଷ ପରେ ଓଡ଼ିଶା ଫେରିବ । ଆଉ ଇସ୍ପାତ କ୍ଷେତ୍ରରେ ପୁଞ୍ଜିନିବେଶ କରିବ । ବିଶ୍ୱର ସପ୍ତମ ବୃହତମ ଇସ୍ପାତ ଉତ୍ପାଦନକାରୀ ପସ୍କୋ ଆଜି ଜେଏସଡବ୍ଲ୍ୟୁ ସହ ଏମଓୟୁ ସ୍ୱାକ୍ଷର କରି ଇସ୍ପାତ, ବ୍ୟାଟେରୀ ସାମଗ୍ରୀ ଓ ଅକ୍ଷୟଶକ୍ତି କ୍ଷେତ୍ରରେ!-->…
ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ
କଟକ : ଆଗେଇ ଚାଲିଛି ଐତିହାସିକ ବାଲିଯାତ୍ରା ପ୍ରସ୍ତୁତି। ମଙ୍ଗଳବାରଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସର୍ବାଧିକ ଟଙ୍କା ଡାକିଥିବା ବିଡର୍ଙ୍କୁ!-->…
ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପ୍ରାକୃତିକ ବିପର୍ଯ୍ୟୟ ଆଜି ଆମ ସହଚର ପାଲଟିଛି। ଆମ ପାଖରେ ବିପର୍ଯ୍ୟୟ ମୁକାବିଲା କରିବା ପାଇଁ ଅତ୍ୟାଧୁନିକ ଉପକରଣ ସବୁ ରହିଛି। ଆଜି ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି!-->…
‘ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ’
ପୁରୀ : ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।ମନ୍ତ୍ରୀ କହିଛନ୍ତି, ହିନ୍ଦୁ!-->…
ବାହାନଗା ଟ୍ରେନ୍ ଟ୍ରାଜେଡି; ୩ ଜଣଙ୍କୁ ମିଳିଲା ଜାମିନ୍
କଟକ : ବର୍ଷେ ପରେ ବାହାନଗା ଟ୍ରେନ୍ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର ମହନ୍ତ ଓ ପପୁ କୁମାର।୨୦୨୩ ମସିହା ଜୁନ୍ ୨!-->…
ଏସିଡ ଫିଙ୍ଗିଲା ସୁନା ଦୋକାନୀ, ୨ ଗୁରୁତର
ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ତୁଡ଼ିଗଡ଼ିଆ ବଜାରରେ ଜଣେ ସୁନା ଦୋକାନୀଙ୍କ ଏସିଡ୍ ମାଡ଼ରେ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତ ଦ୍ୱୟ ହେଉଛନ୍ତି ରାମଚନ୍ଦ୍ର ପାଢ଼ୀ (୪୦) ଓ ଡମ୍ବରୁଧର ମଲ୍ଲିକ (୫୦)। ଉଭୟ ଡାଲଙ୍ଗ ଗାଁର। ରାମଚନ୍ଦ୍ରଙ୍କ!-->…
କମିବ ପେଟ୍ରୋଲ ଓ ଡିଜେଲ ଦର; ଓଡ଼ିଶାର ଏହି ସବୁ ଅଞ୍ଚଳର ଉପଭୋକ୍ତା ପାଇବେ ଲାଭ
ଭୁବନେଶ୍ବର : କମିବ ପେଟ୍ରୋଲ, ଡିଜେଲ ଦର। ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଲୋକେ। ଏନେଇ 'ଏକ୍ସ'ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ।କେନ୍ଦ୍ର ସରକାରଙ୍କ ଏହି!-->…
ବୁଧବାର ଅପରାହ୍ନରୁ ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିରରେ ସର୍ବ ସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଅର୍ଥାତ ୩୦ ତାରିଖ ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ପ୍ରାୟ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।!-->…