Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାତି ଅଧରେ ୨୦ କେଜି ସୁନା ସହ ଗାଡ଼ି ଜବତ, ୨ ଅଟକ
ବାରିପଦା : ଜିଏସ୍ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍ ଗାଡ଼ିକୁ ଅଟକ ରଖିଛି ପୁଲିସ୍। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ କାହା ପାଖକୁ ଯାଉଥିଲା ତାହାର!-->…
ଫସଲ କ୍ଷୟକ୍ଷତିର ହେବ ଜିଓଟ୍ୟାଗିଂ, ଡିବିଟିରେ ଦିଆଯିବ କ୍ଷତିପୂରଣ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ବାତ୍ୟା ‘ଦାନା’ ପ୍ରଭାବିତ ଲୋକଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କ ଗାଇଡଲାଇନ୍ ଆଧାରରେ କ୍ଷତିପୂରଣ ଦିଆଯିବ । ଫସଲ କ୍ଷୟକ୍ଷତିର ଜିଓଟ୍ୟାଗିଂ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାସ୍ତରରୁ ଏହି କ୍ଷୟକ୍ଷତି ରିପୋର୍ଟ ଆସିଲେ ସେହି ଆଧାରରେ!-->…
କେନ୍ଦ୍ରାପଡ଼ାରେ ବାତ୍ୟା ପରବର୍ତ୍ତୀ ସମୀକ୍ଷା ବୈଠକରେ ବିଜେଡି ବିଧାୟକଙ୍କୁ ବାଦ୍ ଅଭିଯୋଗ ଆଣିଲେ ଗଣେଶ୍ବର
କେନ୍ଦ୍ରାପଡ଼ା ୨୬।୧୦: କେନ୍ଦ୍ରାପଡ଼ାରେ ବାତ୍ୟା ପରେ ହୋଇଥିବା ସମୀକ୍ଷା ବୈଠକରେ ବିଜେଡି ବିଧାୟକ ମାନଙ୍କୁ ବାଦ୍ ଦିଆଯାଇଥିବା ଅଭିଯୋଗ । କେନ୍ଦ୍ରାପଡା ବିଧାୟକ ଗଣେଶ୍ଵର ବେହେରା ଏଭଳି ଅଭିଯୋଗ ଆଣିଛନ୍ତି l କେନ୍ଦ୍ରାପଡା ଦାୟିତ୍ଵରେ ଥିବା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ!-->…
ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ଓଡିଶା ଜୀବିକା ମିଶନ ପକ୍ଷରୁ ପୁଷ୍ଟି ମହୋତ୍ସବ ଅନୁଷ୍ଠିତ
ମାଲକାନଗିରି ୨୫।୧୦ : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ପଞ୍ଚାୟତ ରେ ଗ୍ରାମସ୍ତରୀୟ ପୁଷ୍ଟି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା ଜୀବିକା ମିଶନ ପକ୍ଷରୁ ଚିତ୍ରକୋଣ୍ଡା ବ୍ଲକ ର ଦୋରାଗୁଡା, ରାଲେଗାଡା, ବଡପଦର ଏଭଳି!-->…
‘ଦାନା’ ପାଇଁ ଶନିବାର-ରବିବାର ସରକାରୀ ଛୁଟି ବାତିଲ
ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଂଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ସରକାର ଶନିବାର ଓ ରବିବାର ଦୁଇଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି।
ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ ଆଜି ସମସ୍ତ ବିଭାଗକୁ ଚିଠି ଲେଖି ‘ଦାନା’!-->!-->!-->…
ଆଶା ଦିଦି ଶିବାନୀ ମଣ୍ଡଲଙ୍କ ଭଲ କାମକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ।
!-->!-->!-->…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ କ୍ୟାଡର ନକ୍ସଲ ମୃତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ । ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି ।
ମିଳିଥିବା!-->!-->!-->…
ଝାରପଡ଼ା ଜେଲରଙ୍କୁ କଏଦୀଙ୍କ ମିଳିତ ଆକ୍ରମଣ, ବ୍ଲେଡରେ ଜେଲରଙ୍କ ହାତ କାଟିଦେଲେ କଏଦୀ
ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ରାଜଧାନୀର ଝାରପଡ଼ା ଜେଲ। ବ୍ଲେଡରେ ଜେଲରଙ୍କ ହାତ କାଟିଦେଲେ କଏଦୀ। ଜେଲ ଭିତରେ ଜେଲରଙ୍କୁ 3 ଜଣ କଏଦୀ ମିଳିତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଜେଲରଙ୍କ ସମେତ 3 ଜଣ ଆହତ ହୋଇଛନ୍ତି। ନିକଟରେ ଜେଲରେ ମାରଣାସ୍ତ୍ର ବୁଲୁଥିବା ଖବର!-->…
ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ ଅଭିଯୋଗ
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। କଲେଜର ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ କରାଯାଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗ ଆଧାରରେ ତଦନ୍ତ ପାଇଁ କଲେଜ!-->…
ଅମୃତ ଷ୍ଟେସନ ଯୋଜନାରେ ପାରଳାଖେମୁଣ୍ଡି ରେଳ ଷ୍ଟେସନର ପୁନର୍ବିକାଶ
ପାରଳାଖେମୁଣ୍ଡି: ରେଳ ମନ୍ତ୍ରଣାଳୟ ଦ୍ୱାରା ଘୋଷିତ ୫୭ ଟି ଅମୃତ ଷ୍ଟେସନ ମଧ୍ୟରୁ ପାରଳାଖେମୁଣ୍ଡି ରେଳ ଷ୍ଟେସନକୁ ପ୍ରାୟ ୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ପୁନର୍ବିକାଶ କରାଯାଉଅଛି | ଏହି ପଦକ୍ଷେପଟି ଓଡିଶାର ଐତିହାସିକ ସମୃଦ୍ଧ ଅଞ୍ଚଳରେ ସଂଯୋଗୀକରଣ ବୃଦ୍ଧି ଏବଂ ଯାତ୍ରୀଙ୍କ ସୁବିଧାରେ!-->…