Browsing Category

ଓଡିଶା

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ କ୍ୟାଡର ନକ୍ସଲ ମୃତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ । ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି । ମିଳିଥିବା

ଝାରପଡ଼ା ଜେଲରଙ୍କୁ କଏଦୀଙ୍କ ମିଳିତ ଆକ୍ରମଣ, ବ୍ଲେଡରେ ଜେଲରଙ୍କ ହାତ କାଟିଦେଲେ କଏଦୀ

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ରାଜଧାନୀର ଝାରପଡ଼ା ଜେଲ। ବ୍ଲେଡରେ ଜେଲରଙ୍କ ହାତ କାଟିଦେଲେ କଏଦୀ। ଜେଲ ଭିତରେ ଜେଲରଙ୍କୁ 3 ଜଣ କଏଦୀ ମିଳିତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ଜେଲରଙ୍କ ସମେତ 3 ଜଣ ଆହତ ହୋଇଛନ୍ତି। ନିକଟରେ ଜେଲରେ ମାରଣାସ୍ତ୍ର ବୁଲୁଥିବା ଖବର

ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ ଅଭିଯୋଗ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। କଲେଜର ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ କରାଯାଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗ ଆଧାରରେ ତଦନ୍ତ ପାଇଁ କଲେଜ

ଅମୃତ ଷ୍ଟେସନ ଯୋଜନାରେ ପାରଳାଖେମୁଣ୍ଡି ରେଳ ଷ୍ଟେସନର ପୁନର୍ବିକାଶ

ପାରଳାଖେମୁଣ୍ଡି: ରେଳ ମନ୍ତ୍ରଣାଳୟ ଦ୍ୱାରା ଘୋଷିତ ୫୭ ଟି ଅମୃତ ଷ୍ଟେସନ ମଧ୍ୟରୁ ପାରଳାଖେମୁଣ୍ଡି ରେଳ ଷ୍ଟେସନକୁ ପ୍ରାୟ ୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ପୁନର୍ବିକାଶ କରାଯାଉଅଛି | ଏହି ପଦକ୍ଷେପଟି ଓଡିଶାର ଐତିହାସିକ ସମୃଦ୍ଧ ଅଞ୍ଚଳରେ ସଂଯୋଗୀକରଣ ବୃଦ୍ଧି ଏବଂ ଯାତ୍ରୀଙ୍କ ସୁବିଧାରେ

ବାତ୍ୟା ଦାନା ପ୍ରଭାବରେ ଉତ୍ତର ଓଡିଶାରେ ବର୍ଷା ଜାରି

ବାତ୍ୟା ଦାନାର ପ୍ରଭାବରେ ଏବେବି ଉତ୍ତର ଓଡିଶାରେ ଜାରି ରହିଛି ବର୍ଷା । ବର୍ଷା ସାଙ୍ଗକୁ କୋହଲା ପବନ ମଧ୍ୟ ବହୁଛି । ଓଡିଶା ସମେତ ପଶ୍ଚିମବଙ୍ଗ ଉପକୂଳରେ ପ୍ରବଳ ବର୍ଷା ହୋଇଛି । ଗତ ୩ ଘଣ୍ଟାରେ ଭଦ୍ରକରେ ୮୫.୧ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ବରରେ ୪୮

ଆସନ୍ତାକାଲି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ କରିବେ ସ୍ଥିତି ଅନୁଧ୍ୟାନ

ଭୁବନେଶ୍ୱର : ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆକାଶମାର୍ଗରୁ ବାତ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବେ । ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପରେ ସମୀକ୍ଷା କରିଥିଲେ

ବାତ୍ୟା ଦାନା ପ୍ରଭାବ: ପୁରୀରେ ସବୁଠୁ ଅଧିକ ବର୍ଷିଲା

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଦାନା। ଶୁକ୍ରବାର ରାତି ୧୨.୫ରେ ସ୍ଥଳଭାଗ ଛୁଇଁଥିବା ବେଳେ ଆଜି ସକାଳେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ କରିଛି ଦାନା। ବର୍ତ୍ତମାନ ଭୀଷଣ ବାତ୍ୟା, ବାତ୍ୟା ରୂପ ନେଇଥିବା ବେଳେ ଧୀରେ ଧୀରେ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ

ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବ ନେଇ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା

ଭୁବନେଶ୍ବର: ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ୨ଟି ଆଣ୍ଟି ସାଇକ୍ଲୋନିକ ସର୍କୁଲେସନ ପାଇଁ ଲ୍ୟାଣ୍ଡଫଲ ପ୍ରକ୍ରିୟା ବିଳମ୍ବିତ ହୋଇଛି। ଏହି ପ୍ରକ୍ରିୟା ସାଧାରଣଭାବେ ୬ରୁ ୮ ଘଣ୍ଟା

ବାତ୍ୟା ଦାୟିତ୍ୱରେ ଥିବା ଅଧିକାରୀଙ୍କ କାର୍ଯ୍ୟ ପ୍ରଶଂସନୀୟ : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି । ଏନେଇ ସେ ଏକ ବୈଠକ କରିଛନ୍ତି । ଏଥିରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ପ୍ରକମିଶନର ମୁଖ୍ୟ ଉପସ୍ଥିତ

ଟଳି ଗଲା ବାତ୍ୟା, ଘାରିଲାଣି ବନ୍ୟା ଆଶଙ୍କା 

ଭୁବନେଶ୍ୱର: ଟଳି ଗଲା ବଡ଼ ବାତ୍ୟା। ହେଲେ ବାତ୍ୟା ପ୍ରଭାବରେ ତୁହାକୁ ତୁହା ବର୍ଷା ଏବେ ବନ୍ୟା ଆଶଙ୍କା ସୃଷ୍ଟି କଲାଣି। ଏନେଇ ଏବେ ୧୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରିଛି ଆଇଏମଡି। ଅନୁଗୁଳ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ,