Browsing Category

ମନୋରଞ୍ଜନ

ଶାହରୁଖ ଖାଁଙ୍କ ପତ୍ନୀ ଗୌରୀଙ୍କୁ ଇଡି ନୋଟିସ୍…

ନୂଆଦିଲ୍ଲୀ: ଶାହରୁଖ ଖାଁଙ୍କ ପତ୍ନୀ ଗୌରୀ ଖାଁ ଅଡ଼ୁଆରେ ପଡ଼ିଯାଇଛନ୍ତି । ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଥାତ୍ ଇଡି ପକ୍ଷରୁ ଏକ ନୋଟିସ୍ ପଠାଯାଇଛି। ଗୌରୀ ଖାଁ ହେଉଛନ୍ତି ରିଅଲ୍ ଇଷ୍ଟେଟ୍ କମ୍ପାନି ତୁଳସୀନୀ ଗ୍ରୁପ୍ ର ବ୍ରାଣ୍ଡ ଆମ୍ବାସାଡର। ୨୦୧୫ରେ…

ସୁନ୍ଦରଗଡ଼ରେ ଜୋନସ୍ତରୀୟ ‘ସର୍ଗି ଫୁଲ୍’ ଶିଶୁ ମହୋତ୍ସବ ଉଦଯାପିତ…

ଅନନ୍ୟ ପ୍ରତିଭା ପ୍ରଦର୍ଶନ ସହ ନୂଆ ଅନୁଭୂତି ନେଇ ଫେରିଲେ ଜନଜାତି ଛାତ୍ରଛାତ୍ରୀ ସୁନ୍ଦରଗଡ଼, ୧୦ ଡିସେମ୍ବର ୨୦୨୩: ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଥିବା ଜୋନସ୍ତରୀୟ ‘ସରଗି ଫୁଲ୍’ ଶିଶୁ ମହୋତ୍ସବ ରବିବାର ଉଦଯାପିତ ହୋଇଯାଇଛି। ଏହି…

ଆଜିଠୁ କୋଣାର୍କ ମହୋତ୍ସବ…

କୋଣାର୍କ : ଆରମ୍ଭ ହେବ ଅନ୍ତର୍ଜାତୀୟ କୋଣାର୍କ ମହୋତ୍ସବ । କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଆଜିଠୁ ପୁଣି ଚଳଚଞ୍ଚଳ ହୋଇପଡିବ କୋଣାର୍କ । ଶାସ୍ତ୍ରୀୟ ସଙ୍ଗୀତ, ବାଦ୍ୟ ଆଉ ଘୁଙ୍ଗୁରର ତାଳେତାଳେ ଝୁମିବେ…

ଯାଜପୁର ଜିଲ୍ଲାରେ ଆରମ୍ଭ ହେଲା ରାଜ୍ୟର ପ୍ରଥମ ମିଶନ ଶକ୍ତି ସିନେମା ହଲ୍…

ଯାଜପୁର : ଦିନେ ରୋଷେଇ ଶାଳରେ ବସି ରହି ସ୍ୱାମୀଙ୍କ ଠାରୁ ହାତ ଖର୍ଚ୍ଚ ମାଗୁଥିବା ମହିଳା ଏବେ ନିଜେ ସ୍ୱାବଲମ୍ବୀ। ନିଜେ ପରିବାର ଚଳାଇବାକୁ ସକ୍ଷମ । ସରକାରଙ୍କ ମିଶନ ଶକ୍ତି ଯୋଜନାରେ ସାମିଲ ହୋଇ ଏବେ ମହିଳାମାନେ ଅନ୍ୟମାନଙ୍କ ପାଇଁ ସାଜିଛନ୍ତି ଉଦାହରଣ। ଏହି…

ତେଲୁଗୁ ମୁଭି ‘ଗାରାଗା’ରେ ନାୟିକା ଭାବେ ନଜର ଆସିବେ ମାଲକାନଗିରିର ମୋନିକା…

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌.ଭି ୭୫ ଗ୍ରାମର ମୋନିକା ସମାଦ୍ଦାର ତେଲୁଗୁ ସିନେମାରେ ନାୟିକା ଭାବେ ଅଭିନୟ କରି ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି। ଉପାନ୍ତ ଇଲାକାର ଏହି ଯୁବତୀଜଣଙ୍କ ନିଜର ପ୍ରତିଭା, ସୌନ୍ଦର୍ଯ୍ୟ ଓ ନିଖୁଣ ଅଭିନୟ…

ତେଲୁଗୁ ସିନେମା (ଟଲିଉଡ଼)ରେ ନାୟିକା ଭାବେ ନଜର ଆସିବେ ଉପାନ୍ତ ମାଲକାନଗିରିର ଝିଅ…

ମାଲକାନଗିରି,୨୫।୧୧ ମାଲକାନଗିରି ଏକ ପଛୁଆ ଜିଲ୍ଲା ଭାବେ ଗଣତି ହେଉଥିବା ବେଳେ ଦିନକୁ ଦିନ ବିକାଶ ରେ ନୂତନ ଫର୍ଦ୍ଦ ଯୋଡୁଛି । ବର୍ତ୍ତମାନ ରାଜ୍ୟ ସରକାରଙ୍କ ପ୍ରଚେଷ୍ଟା ପରେ ଜିଲ୍ଲାରେ ଆଗେଇ ଚାଲିଛି ବିକାଶ । ତେବେ ଏହା ମଧ୍ୟରେ ଏହି ଜିଲ୍ଲାର ଅନେକ ଯୁବକ ଯୁବତୀ ମଧ୍ୟ ବିକାଶ ସହ ତାଳ…

ବଢ଼ିଲା ଓଡ଼ିଆ ଫିଲ୍ମ କଳି; ମୁହାଁମୁହିଁ ହେଲେ ଅନୁଭବ ଓ ମନୋଜ…

ଭୁବନେଶ୍ବର : ତୀବ୍ର ହେଉଛି କଳି। ସମାଧାନର ରାସ୍ତା ବାହାରି ପାରୁନାହିଁ। ଅଭିନେତା ମନୋଜ ମିଶ୍ରଙ୍କୁ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀରୁ ଦୁଇ ବର୍ଷ ପାଇଁ ବ୍ୟାନ୍‌ କରିବା ପରେ କଳି ଆହୁରି ବଢ଼ିବାରେ ଲାଗିଛି। ଏହାକୁ ନେଇ ସୋଶାଲ୍‌ ମିଡ଼ିଆରେ ମୁହାଁମୁହିଁ ହୋଇଛନ୍ତି ହ୍ୟାଣ୍ଡସମ୍‌ ହିରୋ ଅନୁଭବ…

ବିଗ୍‌ବସ ୧୭ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୧୦: ଆଜିକାଲି ବିଗ୍‌ବସ ସିଜନ ୧୭ ବହୁତ ଉତ୍ସାହର ସହିତ ଚାଲିଛି। କିନ୍ତୁ ନିକଟରେ ଏହି ଶୋ’ ବିଷୟରେ ଏପରି ଖବର ଆସିଛି ଯାହା ପ୍ରଶଂସକଙ୍କୁ ଚକିତ କରିପାରେ। ନିକଟରେ ଦିଲ୍ଲୀ ହାଇକୋର୍ଟ ଏହି ଶୋ’ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।…

ସାମ୍ନାକୁ ଆସିଲା ପରିଣୀତି –ରାଘବଙ୍କ ବାହାଘର ଫଟୋ…

ମୁମ୍ବାଇ: ସରିଲା ଚର୍ଚ୍ଚିତ କପଲଙ୍କ ବିବାହ  । ବଲିଉଡ୍ ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢାଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି । ପଂଜାବୀ ରିତିନୀତିରେ ଉଦ୍ର ପୁରରେ ଦୁହିଁଙ୍କ ବିବାହ ସମ୍ପନ୍ନ ହୋଇଛି । ବଲିଉଡର ବହୁ ବଡ ବଡ କଳାକାର ଏବଂ କିଛି ରାଜନେତା ଏହି ବିବାହ ଉତ୍ସବରେ…

ଅକ୍ଟୋବରରେ ମୁକ୍ତିଲାଭ କରିବ ପାଟଣାଗଡ଼ ପାର୍ସଲ ବୋମା ଘଟଣା ଉପରେ ଆଧାରିତ ସମ୍ବଲପୁରୀ ଚଳଚ୍ଚିତ୍ର ‘ମାଇଣ୍ଡ ଗେମ’

ସମ୍ବଲପୁର: ସାରା ରାଜ୍ୟରେ ୨୦୧୮ ମସିହାରେ ଚହଳ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବେମା ଘଟଣା ଉପରେ ପର୍ଯ୍ୟବେଷିତ ବହୁଭାଷୀ ଚଳଚ୍ଚିତ୍ର ‘ମାଇଣ୍ଡ ଗେମ’ ଆସନ୍ତା ଅକ୍ଟୋବରରେ ମୁକ୍ତିଲାଭ କରିବାକୁ ଯାଉଛି। ଏ ସମ୍ପର୍କରେ ସମ୍ବଲପୁରର ଅଇଁଠାପାଲି ସ୍ଥିତ ହୋଟେଲ ଡଲଫିନ ଠାରେ ଶୁକ୍ରବାର…