Browsing Category

ଖେଳ

ଦ୍ୱିତୀୟ ଟି-୨୦ରେ ଜିମ୍ବାୱେକୁ ୧୦୦ ରନରେ ପରାସ୍ତ କଲା ଭାରତ

ହରାରେ : ଶନିବାର ଅପ୍ରତ୍ୟାଶିତ ଢଙ୍ଗରେ ଭାରତର ଯୁବ ବାହିନୀ ଜିମ୍ବାୱେ ଠାରୁ ହାରି ଯାଇଥିଲା। ହେଲେ ୨୪ ଘଣ୍ଟା ଭିତରେ ଜିମ୍ବାୱେ ଠାରୁ ଏହାର ମଧୁର ପ୍ରତିଶୋଧ ନେଇ ଶୁବମନ ଗିଲଙ୍କ ଭାରତୀୟ ଟିମ।ଦ୍ୱିତୀୟ ଟି-୨୦ରେ ଭାରତୀୟ ଟିମ ଜିମ୍ବାୱେକୁ ବିଶାଳ ୧୦୦ ରନରେ ପରାସ୍ତ କରିଛି। ପ୍ରଥମେ

ରାଜ୍ୟସ୍ଥରିୟ ୩୭ତମ ଟାଇକୋଣ୍ଡୋ ଚମ୍ପିୟାନସିପ ୨୦୨୪ ରେ ଭାଗ ନେଲେ ଜାଗୁଆର ଟାଇକୋଣ୍ଡୋ ଏକାଡେମି ର ଛାତ୍ର ଛାତ୍ରୀ..

ହିଞ୍ଜିଳିକାଟୁ ୫!୭ ରାଜ୍ୟସ୍ଥରିୟ ୩୭ତମ ଟାଇକୋଣ୍ଡୋ ଚମ୍ପିୟାନସିପ ୨୦୨୪ ଜୁଲାଇ ୫ ଓ ୬ ତାରିଖ ଦୁଇଦିନ ଧରି ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମ, କଟକ ଠାରେ ଅନୁଷ୍ଠିତ ହୋଇଯାଇଛି । ଚମ୍ପିୟାନସିପ ରେ କେଡେଟ, ଜୁନିଅର ଓ ସିନିଅର ୪୫୦ ଜଣ ଛାତ୍ର ଛାତ୍ରୀ ଭାଗ ନେଇଛନ୍ତି ‌। ହିଞ୍ଜିଳିକାଟୁ

ରୋହିତ ଓ ବିରାଟଙ୍କ ପରେ ଅନ୍ତର୍ଜାତୀୟ ଟି-୨୦ରୁ ଜାଡେଜାଙ୍କ ଅବସର

ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ବିଦାୟ ନେଇଛନ୍ତି ସାର୍‌ ରବୀନ୍ଦ୍ର ଜାଡେଜା। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ବିଶ୍ଵକପ ଫାଇନାଲ ଜିତି ଭାରତ ଟାଇଟଲ ବିଜୟୀ ହେବା ପରେ ଜାଡେଜା ଅବସର ଘୋଷଣା କରିଛନ୍ତି। ପୂର୍ବରୁ ରୋହିତ ଶର୍ମା ଏବଂ ବିରାଟ କୋହଲି ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ଅବସର

ରୋହିତ-ବିରାଟଙ୍କୁ ଶୁଭେଚ୍ଛା, ସୂର୍ଯ୍ୟଙ୍କ କ୍ୟାଚ୍‌କୁ ପ୍ରଶଂସା: ଟିମ୍‌ ଇଣ୍ଡିଆ ସହ କଥା ହେଲେ ମୋଦି

ଟି-୨୦ ବିଶ୍ୱକପ୍‌ ଟାଇଟଲ ହାତେଇଛି ଟିମ୍‌ ଇଣ୍ଡିଆ। ବିଶ୍ୱକପ୍‌ ବିଜୟୀ ହେବା ପରେ ଭାରତୀୟ କ୍ରିକେଟ ଟିମ୍‌କୁ ଛୁଟିଛି ଶୁଭେଚ୍ଛାର ସୁଅ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍‌ରେ କଥା ହୋଇ ସମଗ୍ର ଦଳକୁ ବିଜୟ ପ‌ାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ

 ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ

ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇଲା ଭାରତ ବ୍ରିଜଟାଉନ : ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି । ବାର୍ବାଡୋସର ବ୍ରିଜଟାଉନଠାରେ ଶନିବାର ଖେଳାଯାଇଥିବା ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି । ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ

ଶେଫାଲି ବର୍ମାଙ୍କ ରେକର୍ଡ ବ୍ରେକିଂ ଡବଲ ଟନ୍‌, ଇତିହାସ ରଚିଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ : ଭାରତୀୟ ମହିଳା ଦଳର ଡାଇନାମିକ ତଥା ଯୁବ ଓପନର ଶେଫାଲି ବର୍ମା ନୂଆ କୀର୍ତ୍ତିମାନ ହାସଲ କରିଛନ୍ତି। ସେ ମହିଳା ଟେଷ୍ଟ କ୍ରିକେଟରେ ଦ୍ରୁତତମ ଦୁଇ ଶତକ ହାସଲ କରିବାର ରେକର୍ଡର ଅଧିକାରୀ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଏକମାତ୍ର ଟେଷ୍ଟର ପ୍ରଥମ ଦିନରେ ୨୦ ବର୍ଷୀୟ ଶେଫାଲି

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ହକି ଇଣ୍ଡିଆ ପୁରୁଷ ଦଳ ଘୋଷଣା: ଓଡ଼ିଆ ଖେଳାଳି ଅମିତ ରୋହିଦାସ ସାମିଲ

ନୂଆଦିଲ୍ଲୀ : ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏହି ତାଲିକାରେ ୫ ଜଣ ଡେବ୍ୟୁାଣ୍ଟ ରହିଛନ୍ତି। ଦଳର ନେତୃତ୍ବ ହରମାନପ୍ରୀତ୍ ସିଂ ନେବେ। ଉପଅଧିନାୟକ ଭାବରେ ହାର୍ଦ୍ଦିକ ସିଂଙ୍କୁ ଦଳର ସାମିଲ କରାଯାଇଛି। ଅଲମ୍ପିକ୍ସ ଦଳରେ ଅମିତ ରୋହିଦାସ

 ଡିଏଲ୍ଏସ୍ ପଦ୍ଧତିର ଜନକ ଫ୍ରାଙ୍କ ଡକୱର୍ଥଙ୍କ ପରଲୋକ

ଲଣ୍ଡନ: କ୍ରିକେଟ୍‌ରେ ବର୍ଷା ପରେ ମ୍ୟାଚର ଫଳାଫଳ ପାଇବା ପାଇଁ ଡକୱର୍ଥ-ଲୁଇସ୍-ଷ୍ଟର୍ନ ପଦ୍ଧତି ବ୍ୟବହୃତ ହୁଏ । ଏହି ନିୟମର ସୃଷ୍ଟିକର୍ତ୍ତାମାନଙ୍କ ମଧ୍ୟରୁ ଫ୍ରାଙ୍କ ଡକୱର୍ଥଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।ସେ, ତାଙ୍କ ସାଥୀ ଟନି ଲୁଇସଙ୍କ ସହ,

ନିଲମ୍ବିତ ହେଲେ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ଜାତୀୟ ଡୋପିଂ ନିରୋଧୀ ଏଜେନ୍ସି (ନାଡା) ରବିବାର ବଜରଙ୍ଗ ପୁନିଆଙ୍କୁ ଦ୍ୱିତୀୟ ଥର ପାଇଁ ନିଲମ୍ବିତ କରିଛି। ତାଙ୍କୁ ଜୁଲାଇ ୧୧ ସୁଦ୍ଧା ଏହାର ଜବାବ ଦେବାକୁ ପଡ଼ିବ । ତିନି ସପ୍ତାହ ତଳେ ନାଡା ଏହି ଅଭିଯୋଗ ସମ୍ପର୍କରେ କୁସ୍ତିଯୋଦ୍ଧାଙ୍କୁ ନୋଟିସ୍ ଜାରି କରିନଥିବା ଦର୍ଶାଇ

ଆଉ ୩ ବର୍ଷ ବୃଦ୍ଧି ହେବ ଭାରତୀୟ ହକିର ସ୍ପନସରସିପ୍

ଭୁବନେଶ୍ବର: ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ରାଜ୍ୟ ଅତିଥି ଭବନ ଠାରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି