Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
WFI ଉପରୁ ହଟିଲା ବ୍ୟାନ୍, ଭାଙ୍ଗିଲା ଆଡ ହକ୍ କମିଟି
ଭାରତୀୟ କୁସ୍ତି ମହାସଂଘ ତଥା ଡବ୍ଲୁଏଫ୍ଆଇ ଉପରୁ ହଟିଲା ବ୍ୟାନ୍। ଏଥିସହ ଭାରତୀୟ କୁସ୍ତି ମହାସଂଘ ପାଇଁ ଗଠନ କରିଥିବା ଆଡ୍ ହକ୍ କମିଟିକୁ ମଧ୍ୟ ଭଙ୍ଗ କରାଯାଇଛି। ଏନେଇ ଇଣ୍ଡିଆନ୍ ଅଲିମ୍ପିକ୍ ଆସୋସିଏସନ୍ ଘୋଷଣା କରିଛି। ୟୁନାଇଟେଡ୍ ୱାର୍ଲ୍ଡ ରେସଲିଂ ଦ୍ୱାରା WFI ଉପରେ ଲଗାଯାଇଥିବା!-->…
ବଦଳିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରର ନାଁ!
ବାଙ୍ଗାଲୋର : ଆଉ ଗୋଟିଏ ସପ୍ତାହ ପରେ ଆଇପିଏଲର ୨୦୨୪ ସଂସ୍କରଣ ଆରମ୍ଭ ହେବ। ଏହି ସଂସ୍କରଣରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର(ଆରସିବି) ନୂଆ ନାଁରେ ଖେଳିପାରେ।ପ୍ରାଞ୍ଚାଇଜ ପକ୍ଷରୁ ଗୋଟିଏ ପ୍ରମୋସନାଲ ଭିଡିଓ ସୋଶାଲ ମିଡିଆରେ ପୋଷ୍ଟ କରାଯାଇଛି। ଏଥିରୁ ସଙ୍କେତ ମିଳିଛି ଯେ ଟିମ!-->…
କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ଖଟକୁଲବହାଲ ଚମ୍ପିୟାନ…
କୁଆଁରମୁଣ୍ଡା : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବଗା ଖେଳ ପଡିଆରେ ଚଳିତ ମାସ ତା: ୯/୩/୨୪ ରିଖ ଦିନରୁ ଶାଗର ଇଲେଭେନ କମିଟି ପକ୍ଷରୁ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେଇଥିଲା ! ଏହି ଟୁର୍ଣ୍ଣାମେଣ୍ଟରେ ୧୬ଟି ଟିମ ବିଭିନ୍ନ ଅଞ୍ଚଳରୁ ଆସି ରାଏବଗା ଖେଳ!-->!-->!-->…
ଜାଣନ୍ତୁ – କେଉଁ ସବୁ ଖେଳାଳି ଖେଳିବେନି ଆଇପିଏଲ
ନୂଆଦିଲ୍ଲୀ : ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଆଇପିଏଲ ମହାକୁମ୍ଭ। ଏହାପୂର୍ବରୁ ଜଣଙ୍କ ପରେ ଜଣେ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ଣ୍ଣାମେଣ୍ଟରୁ ଓହରି ଯାଉଛନ୍ତି। ପୂର୍ବରୁ ଏକାଧିକ ଖେଳାଳି ଆଇପିଏଲରୁ ଓହରି ଥିବା ବେଳେ ଏହି ତାଲିକାରେ ଏବେ ହ୍ୟାରୀ ବ୍ରୁକ ଯୋଡ଼ି ହୋଇ ଯାଇଛନ୍ତି।ଜେଜେ!-->…
ଟେଷ୍ଟ ଖେଳାଳୀଙ୍କ ଉପରେ ଧନବର୍ଷା କଲା ବିସିସିଆଇ
କୋଲକାତା: ଟିମ୍ ଇଣ୍ଡିଆ ୧୧୨ ବର୍ଷ ପରେ ଧର୍ମଶାଳା ଟେଷ୍ଟରେ ଇଂଲଣ୍ଡର ରେକର୍ଡ ଭାଙ୍ଗିଛି। ହିମାଚଳପ୍ରଦେଶର ଧର୍ମଶାଳାରେ ଚାଲିଥିବା ପଞ୍ଚମ ଟେଷ୍ଟରେ ଭାରତ ଇଂଲଣ୍ଡକୁ ଗୋଟିଏ ଇନିଂସ ଏବଂ ୬୪ ରନରେ ଇଂଲଣ୍ଡକୁ ପରାଜିତ କରିଛି।ଟିମ୍ ଇଣ୍ଡିଆ ସିରିଜକୁ ୪-୧ରେ ଜିତିଛି।ଏହି ବିଜୟ ସହିତ!-->…
୧୪ଶ ରାଜ୍ୟ ସ୍ତରୀୟ ବଜରଙ୍ଗ କ୍ରିକେଟ ପ୍ରତିଯୋଗିତା ଉଦଯାପିତ:ଝାରସୁଗୁଡାକୁ ପରାସ୍ତ କରି କେନ୍ଦୁଝର ଚମ୍ପିୟାନ…
ଦେବଗଡ, : ୩ା୩ ଦେବଗଡ ପୌରାଂଚଳ ମହୁଲଢିପାସାହି(୧୧ନମ୍ବର ୱାର୍ଡ)ନାଳ ପଡିଆ ଠାରେ ମହାବୀର କ୍ଲବ ଆନୁକୂଲ୍ୟରେ ଗତ ୨୪ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୪ଶ ବଜରଙ୍ଗ କ୍ରିକେଟ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି । ଆଜିର ଫାଇନାଲ ମ୍ୟାଚରେ ଝାରସୁଗୁଡାର ସୁଭମ ସ୍ପୋର୍ଟିଂକୁ ୫୫ ରନରେ ପରାସ୍ତ!-->…
କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି I ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ!-->…
ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟୀ ହେଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଳୀ: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ବିଜୟ ସହ ସିରିଜ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ । ଶେଷ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିଛି ରୋହିତ ବାହିନୀ । ୫ ୱିକେଟ ହରାଇ ୧୯୨ ରନର ବିଜୟଲକ୍ଷ୍ୟକୁ ହାସଲ କରିଛି ଭାରତ। ଦୁଇ ଯୁବ ବ୍ୟାଟର ଶୁଭମନ ଗିଲ ଓ ଧ୍ରୁବ ଜୁରେଲଙ୍କ!-->…
ମଙ୍ଗଳକୁ ହେଲିକପ୍ଟର ପଠାଇବ ଇସ୍ରୋ…
ନୂଆଦିଲ୍ଲୀ: ଭାରତର ପରବର୍ତ୍ତୀ ମଙ୍ଗଳ ମିଶନରେ ହେଲିକପ୍ଟର ସାମିଲ ହେବାର ସମ୍ଭାବନା ରହିଛି। ଏହା ନାସାର ଇନଜେନିଟି ଡ୍ରୋନ ଆଧାରରେ ବିକଶିତ କରାଯିବ। ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ଏହାକୁ ନେଇ ଏକ ମହତ୍ତ୍ବାକାଂକ୍ଷୀ ପ୍ରକଳ୍ପ ଉପରେ କାର୍ଯ୍ୟ କରୁଛି।ଇସ୍ରୋ ଏକ ଲ୍ୟାଣ୍ଡର!-->…
ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା
କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ ଗ୍ୟାଲେରୀର ବ୍ଲୁ ପ୍ରିଣ୍ଟକୁ ତର୍ଜମା!-->…