Sign in
Sign in
Recover your password.
A password will be e-mailed to you.
Browsing Category
ଆଞ୍ଚଳିକ
ଜିଲ୍ଲା ସ୍ତରୀୟ ବନାଗ୍ନି ନିରାକରଣ ଓ ପ୍ରତିରୋଧ ବୈଠକ
ଫୁଲବାଣୀ : ଜଙ୍ଗଲ ଏବଂ ବନ୍ୟଜନ୍ତୁଙ୍କୁ ଜଙ୍ଗଲ ନିଆଁରୁ ରକ୍ଷା କରିବା ପାଇଁ ସରକାର ଅଗ୍ନି ଅସୁରକ୍ଷିତ ସ୍ଥାନଗୁଡ଼ିକୁ ଚିହ୍ନଟ କରିବା ପାଇଁ ବିଭିନ୍ନ ବିଭାଗ ସହିତ ସମନ୍ବୟ ରକ୍ଷା କରିବାକୁ ସ୍ଥିର କରିଛନ୍ତି ଏବଂ ଆଗକୁ ଆସୁଥିବା ଅଗ୍ନିକାଣ୍ଡ ଘଟଣାରେ ଜଙ୍ଗଲରେ ନିଆଁକୁ ରୋକିବା ପାଇଁ ଏକ!-->…
“ବୋଇତ ବନ୍ଦାଣ ମହୋତ୍ସବ” ପାଇଁ ଗୋପାଳପୁର ଠାରେ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର, ୧୪/୧୧ : ଉତ୍କଳୀୟ ପରମ୍ପରାର ଅନନ୍ୟ ପର୍ବ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ହେବାକୁ ଥିବା "ବୋଇତ ବନ୍ଦାଣ ମହୋତ୍ସବ" ପାଇଁ ଆଜି ଗୋପାଳପୁର ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ସରକାରଙ୍କ!-->…
ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପକ୍ଷରୁ ଶିଶୁ ମହୋତ୍ସବ ଓ ପୁରସ୍କାର ବିତରଣ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ନୃସିଂହ କଳା ମନ୍ଦିର ପକ୍ଷରୁ ଶିଶୁ ଦିବସ ପାଳନ ଅବସରରେ ଗୁରୁବାର ସନ୍ଧ୍ୟାରେ କଳାମନ୍ଦିର ପରିସରରେ ଶିଶୁ ମହୋତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକଙ୍କ!-->…
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ ନେଟୱର୍କ ସେବା
ମାଲକାନଗିରି : ମାଲକାନଗିରି ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଉର୍ଦ୍ଧ୍ଵ ଲୋକେ ଉପକୃତ ହୋଇଛନ୍ତି । ଉକ୍ତ ଗ୍ରାମ ଅଞ୍ଚଳଗୁଡିକୁ ବଣ, ପର୍ବତ!-->…
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ନେହେରୁ ଜୟନ୍ତୀ ଓ ଶିଶୁ ଦିବସ ପାଳିତ : ବିଭିନ୍ନ ସ୍ଥାନରେ ପ୍ରତିଯୋଗିତା ଆୟୋଜିତ
ବାଲିଗୁଡା : ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଟାଉନର ସମସ୍ତ ବିଦ୍ୟାଳୟର ଛାତ୍ର!-->…
ତାରବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ!-->…
ହିଞ୍ଜିଳିକାଟୁ ପାଲଟିଛି ମୋବାଇଲ ଫୋନ୍ ଚୋରଙ୍କ ହବ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହରରେ ଦିନକୁ ଦିନ ମୋବାଇଲ ଫୋନ୍ ଚୋରଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ହିଞ୍ଜିଳିକାଟୁ ସହର ପାଲଟିଛି ମୋବାଇଲ ଚୋର ହବ। ଜନଗହଳି ସ୍ଥାନରେ ଲୋକଙ୍କୁ ଟାର୍ଗେଟ କରି ଅଭିନବ କୌଶଳରେ ମୋବାଇଲ ଚୋରି କରୁଥିବା ଜଣାପଡିଛି। ଗୁରୁବାର ସକାଳେ କୋରାମଣି ରାଉଳ!-->…
ସ୍ୱେଚ୍ଛାସେବୀ ସଂଗଠନର ସଚେତନତା କାର୍ଯ୍ୟକ୍ରମ
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ଥିବା ମୋଡ ନାମକ ସ୍ୱେଚ୍ଛାସେବୀ ସଂଗଠନ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି ଏକ ସଚେତନତା କାର୍ଯ୍ୟକ୍ରମ । ଦୁଇଦିନିଆ କାର୍ଯ୍ୟକ୍ରମ ମଧ୍ୟରେ ପ୍ରଥମ ଦିନ ଗ୍ରାମୀଣ ସ୍ତରରେ ବୈଠକ ମାଧ୍ୟମରେ ପାପରମେଟଲା ପଞ୍ଚାୟତ ଭିମାରାମ ଗ୍ରାମରେ!-->…
ଶିକ୍ଷକ ଅଭାବ ଯୋଗୁଁ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ…
ମାଲକାନଗିରି : ମାଲକାନଗିରି ସଦର ବ୍ଲକ ଗୌଡଗୁଡା ପଂଚାୟତ ଅନ୍ତର୍ଗତ ଏମ୍.ଭି. ୯ ଗ୍ରାମର ପ୍ରାଥମିକ ବିଦ୍ୟାଳୟକୁ ଗ୍ରାମବାସୀ ତାଲା ପକାଇ ବିକ୍ଷୋଭ ଜଣାଇଛନ୍ତିା ସେମାନଙ୍କ କହିବା ଅନୁଯାୟୀ ଏହି ବିଦ୍ୟାଳୟରେ ମୋଟ ୩୦୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ ରତ ଥିବାବେଳେ କେବଳ ୪ଜଣ ଶିକ୍ଷକ ଅଛନ୍ତିା!-->…
ଜିଲ୍ଳା କୁଇ ସାମାଜ ସେବା ସମିତି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ…
ଫୁଲବାଣୀ : କନ୍ଧମାଳ ଜିଲ୍ଲା କୁଇ ସମାଜ ସେବା ସମିତି କାର୍ଯ୍ୟାଳୟ ଫୁଲବାଣୀ ଠାରେ ଡ଼ ଭିମରାଓ ଆମ୍ବେଦକର ସୃତି କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ସଭାପତି ସମିର ଘଟା ଲଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିଲା l ଆସନ୍ତା ୨୬ ନଭେମ୍ବର ୨୦୨୪ ରେ ସମ୍ବିଧାନ ଦିବସ ପାଳନ ଉପଲକ୍ଷେ କୁଇ!-->!-->!-->…