Browsing Category

ଧର୍ମ ସଂସ୍କୃତି

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ବର: ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ଏକାମ୍ରକ୍ଷେତ୍ର ଶିବ ପଞ୍ଚାକ୍ଷରୀ ମନ୍ତ୍ରରେ କଂପିଛି। ମନ୍ଦିର ବେଢ଼ାରେ ଓ ବାହାରେ ହଜାର ହଜାର ଶ୍ରଦ୍ଧାଳୁ ଉଜାଗର ରହି ଜାଗର ଜାଳିଛନ୍ତି। ଓଁ ନମଃ ଶିବାୟ…, ହରହର ମହାଦେବ…, ଜୟ ଶିବଶମ୍ଭୁ… ଉଚ୍ଚାରଣ

ମହାନଦୀରୁ ୬୦ରୁ ଉର୍ଦ୍ଧ୍ୱ ନାଗମୂର୍ତ୍ତି ସହ ୨ଟି ବୃଷଭ ମୂର୍ତ୍ତି ଉଦ୍ଧାର

ବାଙ୍କୀ : ଆଜି ହେଉଛି ପବିତ୍ର ମହା ଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ହୋଇ ଉଠୁଛି ସାରା ସହର । ଦେବ ଦେବ ମହାଦେବଙ୍କ ପୂଜା ପାଇଁ ସବୁଠି ଉତ୍ସବ ମୁଖର ପରିବେଶ । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ ପରିବେଶ। ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ,

କପିଳାସରେ ରାତି ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ

ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ

ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ

ମହାଶିବରାତ୍ରୀ: ବାଲୁକା କଳାରେ ୫୦୦ ଶିବଲିଙ୍ଗ ତିଆରି କଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ହେଉଛି ମହାଶିବରାତ୍ରୀ । ଏହି ଅବସରରେ ବାଲୁକା କଳାରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନିଳାଦ୍ରୀ ବିଚରେ ବାଲିରେ ତିଆରି କରିଛନ୍ତି ଦେବ ଦେବ ମହାଦେବଙ୍କ ଏକ ବିରାଟ ପ୍ରତିମା । ଏହାସହ ୫୦୦ ଶିବଲିଙ୍ଗ ମଧ୍ୟ ତିଆରି କରିଛନ୍ତି । ଏହି

ମା ରାମଚଣ୍ଡୀ ମହୋତ୍ସବରେ ରୟାଲ ଡାନ୍ସ ଏକାଡେମୀ ପକ୍ଷରୁ ସମ୍ବଲପୁରୀ ନୃତ୍ୟ ପରିବେଷଣ…

ଛତ୍ରପୁର : ଗଞ୍ଜାମ ବ୍ଲକ କରପଡା ପଞ୍ଚାୟତର ନୀଳାଦ୍ରିପୁରରେ ମା ରାମଚଣ୍ଡୀ ମହୋତ୍ସବ - ୨୦୨୪ ଉଦଯାପିତ ହୋଇଯାଇଛି। ଧଡାପାହାଡ ଶିଖରରେ ମା ରାମଚଣ୍ଡି ବିଦ୍ୟମାନ ରହି ହଜାର ହଜାର ସଂଖ୍ୟାରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜି ମାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠାର ଏକବର୍ଷ ପୂର୍ତ୍ତି

ରାମଚଣ୍ଡୀ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ପ୍ରବଳ ଦର୍ଶକଙ୍କ ଭିଡ଼…

ଛତ୍ରପୁର, ତା. ୩ / ୩ ଗଞ୍ଜାମଜିଲ୍ଲା ସଦର ମହକୁମା ଛତ୍ରପୁର ଠାରୁ ମାତ୍ର ୮କିମି ଦୂର ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ କରପଡା ଗ୍ରାମ ପଞ୍ଚାୟତର ନୀଳାଦ୍ରିପୁର ଗ୍ରାମରେ ବିଜେମାନ କରିଥିବା ଯାହାକି, ତ୍ରେତ୍ତୟା ଯୁଗର ମର୍ଯ୍ୟଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଙ୍କ କର-କମଳରେ

ମାର୍ଚ୍ଚ ପହିଲାରୁ ଆୟୋଜିତ ହେବ ତିନିଦିନିଆ ରାମଚଣ୍ଡୀ ମହୋତ୍ସବ…

ଛତ୍ରପୁର, ତା.୨୬ / ୨ ଗଞ୍ଜାମ ଜ଼ିଲ୍ଲାସଦର ମହକୁମା ଛତ୍ରପୁର ଠାରୁ ମାତ୍ର ୮କିମି ଦୂରବର୍ତ୍ତୀ ଗଞ୍ଜାମ ବ୍ଲକ୍ ର ନୀଳାଦ୍ରିପୁରଗ୍ରାମ ନିକଟସ୍ଥ ଧଡା ପାହାଡ଼ ଶୀର୍ଷରେ ଅବସ୍ଥାନ ହୋଇଥିବା ପୁରାଣ ପ୍ରସିଦ୍ଧ ମା'ରାମଚଣ୍ଡୀ ପୀଠର ମହିମା ଅବର୍ଣ୍ଣନୀୟ । ଗଞ୍ଜାମ ଜିଲ୍ଲାର ଅନ୍ୟତମ

ପ୍ରବଳ ତୁଷାରପାତ ସତ୍ତ୍ୱେ ଯୋଗରେ ମଗ୍ନ ଯୋଗୀ

ସୋଶାଲ ମିଡିଆରେ ଜଣେ ଯୋଗୀଙ୍କ ଯୋଗ ସାଧନ ସମୟର ଭିଡିଓ ବେଶ୍ ଭାଇରାଲ୍ ହେଉଛି। କାରଣ ଯୋଗୀ ଜଣକ ତପସ୍ୟାରେ ଏପରି ମଗ୍ନ ହୋଇଯାଇଛନ୍ତି ଯେ, ତାଙ୍କ ଶରୀରରେ ବରଫ ଖଣ୍ଡ ଜମା ହୋଇଯାଇଛି। ହିମାଳୟ ପର୍ବତ ଉପରେ ବରଫରେ ପୂର୍ଣ୍ଣ ଯୋଗୀଙ୍କ ତପସ୍ୟା ସମୟର ଭିଡିଓ ବେଶ୍ ଭାଇରାଲ୍ ହେଉଛି।

ଆଜି ପବିତ୍ର ମାଘ ପୂର୍ଣ୍ଣିମା; ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କୁ ଗଜଉଧାରଣ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ମଧ୍ୟାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ କରାଯିବ । ବିଶ୍ୱାସ ରହିଛି ଯେ, ଗଜ ଉଦ୍ଧାରଣ ବେଶ ଦର୍ଶନ କରି ଭକ୍ତିର