Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଆସନ୍ତା ୨୨ରେ ହେବ ଶୁଭ ଖୁଣ୍ଟି ସ୍ଥାପନ…
ବରଗଡ଼: ଆସନ୍ତା ଡ଼ିସେମ୍ବର ୨୨ ତାରିଖ ଦିନ ଅପରାହ୍ନରେ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେବ। ଅପରାହ୍ନ ସମୟରେ ତଳିପଡା ସ୍ଥିତ ମାଁ ସମଲେଶ୍ଵରୀ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ହାଟପଦା ଠାରେ ହେବ ଶୁଭ ଖୁଣ୍ଟି ସ୍ଥାପନ। ତେବେ ବିଶ୍ୱ…
ପରିକ୍ରମା ପ୍ରକଳ୍ପ ଲୋକାର୍ପଣ; ୨୦ ରୁ ଅତିଥି ନିମନ୍ତ୍ରଣ…
ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ । ବିଶ୍ୱ ଦେଖିବ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଚତୁଃପାର୍ଶ୍ୱର ଆଖିଝଲସା ସୌନ୍ଦର୍ଯ୍ୟ । ଭବ୍ୟ ଉତ୍ସବ ପାଇଁ ଶ୍ରୀମନ୍ଦିର ପ୍ରଶାସନ ବି ଜୋରସୋରରେ ଲାଗିଛି ।…
ଆସନ୍ତାକାଲିଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା…
ଭୁବନେଶ୍ୱର: ଶନିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା । ଶ୍ରଦ୍ଧାଳୁମାନେ ସକାଳ ୯ଟାରେ ଆନନ୍ଦବଜାରରୁ ଅବଢ଼଼ା କିଣିପାରିବେ। ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣ ଏହି ଭୋଗ ପାଇପାରିବେ।…
ଶ୍ରୀମନ୍ଦିର ହେବ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ: ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ମୁଖ୍ୟ ପ୍ରଶାସକଙ୍କ ଅନୁରୋଧ
ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ…
ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି…
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ…
ଜାନୁଆରୀ ୧୬ରୁ ରାମଲଲାଙ୍କ ମହାପୂଜନ କାର୍ଯ୍ୟକ୍ରମ, ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା
ଅଯୋଧ୍ୟାର ଭବ୍ୟ ରାମମନ୍ଦିରରେ ଆସନ୍ତା ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ନୀତିକାନ୍ତି କରିବେ। କିନ୍ତୁ ଏହାପୂର୍ବରୁ ରାମଲଲାଙ୍କ ମହାପୂଜନ ନୀତିକାନ୍ତି ଆରମ୍ଭ ହେବ। ଜାନୁଆରୀ ୧୬ରୁ ନୀତିକାନ୍ତି ଆରମ୍ଭ ହେବ ବୋଲି ଆଜି…
ଆଜି ପ୍ରଥମାଷ୍ଟମୀ : ଏଣ୍ଡୁରୀ ପିଠାରେ ମହକୁଛି ଘର
ଭୁବନେଶ୍ୱର : ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ଲୋକଭାଷାରେ ‘ପରୁହାଁ ଅଷ୍ଟମୀ’ ବା ‘ପଢ଼ୁଆଁ ଅଷ୍ଟମୀ’। ଏହିଦିନ ଜ୍ୟେଷ୍ଠ ସନ୍ତାନର!-->…
ଧୂମ୍ ଧାମ୍ରେ ପାଳିତ ହେଲା ପ୍ରଭୁ ଆୟାପ୍ପାଙ୍କ ଅଗ୍ନି ପୂଜା
ନବରଙ୍ଗପୁର : ଚାଲିଛି ପୂଜାର୍ଚ୍ଚନା । ଘଣ୍ଟ ଧୂପ ଦୀପ ଆଳତିର ମହକରେ ମହକୁଛି ପୂରା ପରିବେଶ । ଧୂମ୍ ଧାମ୍ରେ ପାଳିତ ହେଉଛି ସ୍ୱାମୀ ଆୟାପ୍ପାଙ୍କ ଅଗ୍ନିପୂଜା। ଆୟାପ୍ପାଙ୍କ ପ୍ରଭୁ ନିକଟରେ ବିଶ୍ବାସ ଓ ନିଷ୍ଠାର ସହ ଏହି ବ୍ରତ ପାଳନ କଲେ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି!-->…
ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦ୍ୱିତୀୟ ଦିନରେ ପର୍ଯ୍ୟଟକଙ୍କ ଭିଡ଼
ପୁରୀ: ଚନ୍ଦ୍ରଭଗା ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଆଜି ଥିଲା ଦ୍ୱିତୀୟ ଦିନ । ଏଥିରେ ପ୍ରଖ୍ୟାତ ବାଲୁକା କଳାକାରମାନେ ଅନନ୍ୟ ସୃଷ୍ଟିର ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ଦ୍ୱିତୀୟ ଦିନରେ ବାଲୁକା ଶିଳ୍ପୀମାନେ ପରିବେଶ ପର୍ଯ୍ୟଟନ ବିଷୟବସ୍ତୁ ଉପରେ ବାଲୁକାକଳା!-->…
କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା, କୁଚିପୁଡ଼ି ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କ ମନମୋହିଲା…
କୋଣାର୍କ : ଈଶ୍ୱରୀୟ ଉପାସନାର ଆଧାର ହିଁ ନୃତ୍ୟ ଓ ସଙ୍ଗୀତ । ହୃଦୟକୁ ବିଭୁକରୁଣାରେ ବିଗଳିତ କରିଦିଏ ନୃତ୍ୟ ସଙ୍ଗୀତର ଆସର । ଏହି ଉକ୍ତିର ସତ୍ୟତାକୁ ପ୍ରତିପାଦନ କରିଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ । ଅବସର ଥିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ!-->…