Browsing Category

ଧର୍ମ ସଂସ୍କୃତି

ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆରମ୍ଭ ହେବ ୧୪୩୧ ସାଲ…

ପୁରୀ: ଆଜି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୧ ସାଲ । ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୬ ଅଙ୍କ ଆରମ୍ଭ ହେବ । ଜାତକ ଓ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ…

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ ।…

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ, ଆଜି କଂସ ବଦ୍ଧ ନୀତି…

ପୁରୀ : ଆଜି ଶ୍ରୀମନ୍ଦିରରେ କଂସ ବଦ୍ଧ ନୀତି । ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣ ଲୀଳାର ଆଜି ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥିରେ କଂସ ମହାରାଜଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ । ବଡ଼ଦାଣ୍ଡରେ…

ଆଜି ପବିତ୍ର ରାଧାଷ୍ଟମୀ…

ପୁରୀ :ଆଜି ପବିତ୍ର ରାଧାଷ୍ଟମୀ, ଶ୍ରୀରାଧାଙ୍କ ଜନ୍ମ। ଭଗବାନ୍ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି ବୋଲି କୁହାଯାଏ। ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବରେ ପାଳନ କରାଯାଏ, ବୈଷ୍ଣବମାନେ ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ”…

ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ…

ସମ୍ବଲପୁର : ନୂଆଁଖାଇ ପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା। ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟରେ ଇଷ୍ଟଦେବୀଙ୍କ ପାଖରେ ରୀତିନୀତି ଅନୁସାରେ ନବାନ୍ନ ଲାଗି ହୋଇଛି। ମାଆ ସମଲେଶ୍ୱରୀଙ୍କୁ ଲାଗି ହୋଇଛି ନୂତନ ସରିଆ ଧାନରେ…

ବାଲୁକା କଳାରେ ନୂଆଁଖାଇ ଜୁହାର ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ…

ପୁରୀ: ଆଜି ପଶ୍ଚିମ ଓଡିଶାର କୃଷିଭିତ୍ତିକ ପର୍ବ  ନୂଆଁଖାଇ  ।  ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିଛି  ।   ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ ଲିପାପୋଛା କରାଯାଇଛି  । ଘରେ ଘରେ…

ନୂଆଁଖାଇ ଅବସରରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀଙ୍କ ଶୁଭେଚ୍ଛା…

ଭୁବନେଶ୍ବର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା…

ଆଜି କୃଷିଭିତ୍ତିକ ପର୍ବ ନୂଆଁଖାଇ : ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା…

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ର ଲୋକପର୍ବ ନୂଆଁଖାଇ  ।  ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ପଶ୍ଚିମ ଓଡିଶା । ନୂଆଁ ନୂଆଁରେ ପାଳନ ହେବ ନୂଆଖାଇ ପର୍ବ  । ଚାଷୀ ବର୍ଷର ପହିଲି ଶସ୍ୟକୁ ନିଜର ଇଷ୍ଟଦେବୀଙ୍କ ନିକଟରେ ଅର୍ପଣ କରିବ  ।  ଏଥିପାଇଁ କେତେ ସଜବାଜ । ଘରକୁ ସଫାସୁତରା ସହ…

ଶ୍ରୀମନ୍ଦିରରେ ଅନ୍ଧ ମନ୍ଦିର ହାତୀ ପ୍ରସ୍ତାବ ଲୀଳା ଅନୁଷ୍ଠିତ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି…

ପୁରୀ: ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ପାଳନ ଅବସରରେ ସୋମବାର ରାତିରେ ଅନ୍ଧ ମନ୍ଦିର ହାତୀ ପ୍ରସ୍ତାବ ଲୀଳା ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାୟୀ ଦତ୍ତମହାପାତ୍ର ନିଯୋଗ ପକ୍ଷରୁ ଏକ ହାତୀ ବେଶ ବାହାରି ସାହି ପରିକ୍ରମା କରିବା ପରେ ଶ୍ରୀମନ୍ଦିର ଠାରେ ପହଞ୍ଚିଥିଲା। ମହାପ୍ରଭୁଙ୍କ…

୬୯ କିଲୋଗ୍ରାମ ସୁନା, ୩୩୬ କିଲୋଗ୍ରାମ ରୁପାରେ ନିର୍ମିତ ହେଲା ଗଣେଶ ମୂର୍ତ୍ତି…

ମୁମ୍ବାଇ: ରାତି ପାହିଲେ ଗଣେଶ ଚତୁର୍ଥୀ । ଏନେଇ ସବୁଆଡ଼େ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସେହିପରି ମହାରାଷ୍ଟ୍ରରେ ମଧ୍ୟ ଗଣେଶ ପୂଜା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ବିଭିନ୍ନ ରାସ୍ତାଘାଟଠାରୁ ଆରମ୍ଭ କରି ପୂଜା ମଣ୍ଡପଗୁଡ଼ିକ ଆଲୋକମାଳାରେ ଝଲସୁଛି ।…