Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଆଜି ପାଳିତ ହେବ ହେରାପଞ୍ଚମୀ ନୀତି…
ପୁରୀ:ମହାଲକ୍ଷ୍ମୀଙ୍କୁ ଛାଡି ଜଗନ୍ନାଥ ମହାପ୍ରଭୁ ଭାଇ ଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମିକ ଯାତ୍ରା କରିଛନ୍ତି । ତାଙ୍କୁ ସାଙ୍ଗରେ ନ ଆଣିଥିବାରୁ ଅଭିମାନରେ ରହିଛନ୍ତି ମହାଲକ୍ଷ୍ମୀ । ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଆସନ୍ତି ଲକ୍ଷ୍ମୀ । ହେଲେ ନଅଦିନ ଯାତ୍ରା ଶେଷ ନହେବା!-->…
ଶ୍ରୀଜିଉଙ୍କ ଆଡ଼ପ ବିଜେ
ପୁରୀ: ଶ୍ରୀଜିଉଙ୍କ ଆଡ଼ପ ବିଜେ । ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ ବନ୍ଧାଯାଇଥିଲା । ଏହାପରେ ପୁଷ୍ପାଞ୍ଜଳି!-->…
ସକାଳୁ ଖାଡ଼ା ଉପାସ ରହିଛନ୍ତି ମହାପ୍ରଭୁ
ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ରଥା ରୁଢ଼ ଠାକୁରଙ୍କ ନୀତି କରିବାରେ ଚାଲିଛି ମନମାନି। ସକାଳୁ ଏଯାଏଁ ଖାଡ଼ା ଉପାସ ଚତୁର୍ଦ୍ଧାମୂର୍ତ୍ତି। ପୁଲିସ ବିଭାଗ ଓ ଏହାର ଅଧିକାରୀଙ୍କ ମନମାନି ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୯ଟାରୁ ୧୧ଟା ଭିତରେ ସକାଳ ଭୋଗ ବା ବଲ୍ଲଭ ଭୋଗ!-->…
ଶରଧାବାଲିରେ ତିନି ରଥ: ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ
ପୁରୀ: ଅବଶେଷରେ ବିଶ୍ୱନିୟନ୍ତା ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି!-->…
କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀଉଙ୍କ ରଥ
କେନ୍ଦୁଝର: କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀୟୁଙ୍କର ବିଶ୍ଵର ସର୍ବ ବୃହତ ରଥ। କେନ୍ଦୁଝର ସହରର ପୁରୁଣା ବଜାର ଠାରେ ଜଗତର ନାଥ ଜଗନ୍ନାଥଙ୍କର ରଥଯାତ୍ରା ପାଳିତ ହୋଇଛି। ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରୁ ବଡ଼ ଠାକୁର ବଳଭଦ୍ର, ଦେବୀ ଶୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥ ଧାଡ଼ି!-->…
ଫୁଲବାଣୀରେ ମହାସମାରୋହରେ ରଥଯାତ୍ରା ପାଳିତ…
ଫୁଲବାଣୀ:ହିନ୍ଦୁ ଧର୍ମରେ ଜଗନ୍ନାଥ ରଥ ଯାତ୍ରାର ମହତ୍ୱ ରହିଛି। ଏହି ଉତ୍ସବ ବଡ଼ ଭାଇ ବଳଭଦ୍ର ଏବଂ ସାନ ଭଉଣୀ ସୁଭଦ୍ରାଙ୍କ ସହିତ ଭଗବାନ କୃଷ୍ଣଙ୍କୁ ପୂଜା କରିବା ପାଇଁ ଉତ୍ସର୍ଗୀକୃତ l ଉତ୍ସବ ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ l ସେହି ପରମ୍ପରାକୁ ବଜାୟ ରଖି ଫୁଲବାଣୀ ସ୍ଥିତ ଜଗନ୍ନାଥ!-->…
ପୂର୍ବାହ୍ଣ ସାଢ଼େ ୯ଟାରୁ ଶ୍ରୀଜିଉଙ୍କ ପହଣ୍ଡି
ପୁରୀ: ରାତି ପାହିଲେ ଶ୍ରୀଜିଉଙ୍କ ୯ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି।!-->…
ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ: ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ। ୧୫ ଦିନ ପରେ ମହାପ୍ରଭୁଙ୍କୁ ଦେଖି ଭକ୍ତ ଭାବ ବିହ୍ଵଳ । କାହାର ଆଖି ଛଳ ଛଳ ତ ଆଉ କିଏ ଜଗନ୍ନାଥଙ୍କୁ ପାଖରେ ପାଇ ଛାତି କୁଣ୍ଢେ ମୋଟ । ଆଜି ଏତେ ଭିଡ଼ ଦେଖି ଲାଗୁଛି ଆଜି ଯେମିତି ଘୋଷଯାତ୍ରା । ଶୃଙ୍ଖଳିତ ଦର୍ଶନରେ ଉପରେ ଜୋର ଦେଇଛି ପୁରୀ ପ୍ରଶାସନ ଓ!-->…
ରଥଯାତ୍ରା ଲାଗି ପୁରୀରେ ଟ୍ରାଫିକ୍ ମାର୍ଗଦର୍ଶିକା ଜାରି
ପୁରୀ: ଆସନ୍ତା ମଙ୍ଗଳବାର ଦିନ ପୁରୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ। ଏହାକୁ ଆଖି ଆଗରେ ରଖି ପୁରୀରେ ଟ୍ରାଫିକ୍ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ଭକ୍ତଙ୍କ ଉଦ୍ଦେଶ୍ୟରେ ମାର୍ଗଦର୍ଶିକା ଜାରି ହୋଇଛି। ଏନେଇ ଆଜି ପୁରୀଠାରେ ଅତିରିକ୍ତ ଡିଜି ଅମିତାଭ ଠାକୁର ଏକ ସାମ୍ବାଦିକ!-->…
ରଥଯାତ୍ରା ପୂର୍ବରୁ ମକଡ୍ରିଲ୍, ପୋଲିସ ଓ ପାରାମିଲିଟାରୀ ଫୋର୍ସ ସାମିଲ
ପୁରୀ: ଗୁଣ୍ଡିଚା ଯାତ୍ରା ଦିନ କିଭଳି ଶୃଙ୍ଖଳିତ ଭାବେ ଟଣାଯିବ ରଥ । ତା ପୂର୍ବରୁ ଚାଲିଛି ମକଡ୍ରିଲ୍। ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ରଥ ଟଣା ମକଡ୍ରିଲ କରାଯାଇଛି । ତିନି ରଥର ସୁରକ୍ଷା, ରଥର ଇନର୍ ଓ ଆଉଟର କର୍ଡନ ଏବଂ ଜେନେରାଲ କର୍ଡନ ଦାୟିତ୍ୱରେ ଯେଉଁ ପୋଲିସ ଅଧିକାରୀ ଓ!-->…