Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ତାରା ତାରିଣୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶୋପଚାର ପୂଜା
ପୁରୁଷୋତ୍ତମପୁର ୧୮/୦୯: ଦକ୍ଷିଣ ଓଡିଶାର ମା ତାରାତାରିଣୀଙ୍କ ଶକ୍ତିପୀଠରେ ଶନିବାର ଠାରୁ ଷୋଢ଼ଶ ଉପଚାର ପୂଜା ଆରମଅବ ହୋଇଛି। ଆଶ୍ୱିନ ମାସ କୃଷ୍ଣ ପକ୍ଷ ମୂଳାଷ୍ଟମୀ ଠାରୁ ଶୁକ୍ଳ ପକ୍ଷ ନବମୀ ପର୍ଯ୍ୟନ୍ତ ଷୋଡ଼ଶ ଉପଚାର ପୂଜା ହେବ। ଶନିବାର ମାଙ୍କର ଉଥାପନ ଦିବସ ଯଥା ରିତିନୀତି!-->…
ମୂଳାଷ୍ଟମୀରେ ଆରମ୍ଭ ହେଲା ପାର୍ବଣ ପୂଜା, ଝଙ୍କଡ଼ ପୀଠରେ ଚାଲିବ ଷୋଡଶ ଉପଚାର ପୂଜା
ଜଗତସିଂହପୁର: ଆଜି ପବିତ୍ର ମୂଳାଷ୍ଟମୀ। ଆଜି ଠାରୁ ଜଗତସିଂହପୁରର ଅଧିଷ୍ଠାତ୍ରୀ ଦେଦୀ ମା’ ଝଙ୍କଡ଼ ଶାରଳାଙ୍କ ପୀଠରେ ଆରମ୍ଭ ହୋଇଛି ପାର୍ବଣ ପୂଜା । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ମହାଷ୍ଟମୀ ପର୍ଯ୍ୟନ୍ତ ଦୀର୍ଘ ୧୬ ଦିନ ବ୍ୟାପୀ ପାର୍ବଣ ପୂଜା ମାଙ୍କ ପୀଠରେ ଅନୁଷ୍ଠିତ!-->…
ପୂଜା ପାଉଛନ୍ତି ଦେବଶିଳ୍ପୀ ବିଶ୍ୱକର୍ମା
ଭୁବନେଶ୍ୱର : ଆଜି ପବିତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ୨ ବର୍ଷ ଧରି କୋଭିଡ୍ କଟକଣା ଯୋଗୁଁ ଧୁମ୍ ଧାମ୍ ରେ ପୂଜା ହୋଇପାରିନଥିବା ବେଳେ ଏଥର ବେଶ୍!-->…
କାର୍ତ୍ତିକ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜିଠୁ ପଞ୍ଜିକରଣ ଆରମ୍ଭ
ପୁରୀ ୧୩।୦୯ : କାର୍ତ୍ତିକ ମାସରେ ବ୍ରତ ପାଳନ ପାଇଁ ହବିଷ୍ୟାଳି ଯୋଜନାରେ ଆଜିଠୁ ଆରମ୍ଭ ହେବ ପଞ୍ଜିକରଣ । ଚଳିତବର୍ଷ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ୩ ହଜାରରୁ ଉର୍ଦ୍ଧ୍ଵ ହବିଷ୍ୟାଳିଙ୍କୁ ବ୍ରତ ପାଳନର ସୁଯୋଗ ମିଳିବ । ଏଥିପାଇଁ ବୃନ୍ଦାବତୀ ନିବାସ ସହ ଅନ୍ୟ ତିନୋଟି ସ୍ଥାନରେ ହବିଷ୍ୟାଳି!-->…
ଆରମ୍ଭ ହେଲା ପିତୃପକ୍ଷ: ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ
ପୁରୀ: ରବିବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍ ମହାଳୟା ପର୍ଯ୍ୟନ୍ତ ଚାଲିବ। ପିତୃପକ୍ଷରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡଦାନ କରାଯାଇଥାଏ । ଏଥିଲାଗି ଶ୍ରୀକ୍ଷେତ୍ରରେ ଅନେକ ଶ୍ରଦ୍ଧାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ମହୋଦଧିରେ ତିଳତର୍ପଣ ଏବଂ!-->…
ହବିଷ୍ୟାଳିଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା; ୧୩ ତାରିଖରୁ କରିପାରିବେ ପଞ୍ଜିକରଣ
ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ପ୍ରତିବର୍ଷ ପବିତ୍ର ଧର୍ମ ମାସ କାର୍ତ୍ତିକରେ ''ରାଈଦାମୋଦର ବ୍ରତ'' ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ବ୍ୟବସ୍ଥା କରାଯାଉଛି । ତେବେ କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇବର୍ଷ ପରେ ପୁନର୍ବାର ଚଳିତ ବର୍ଷ ସ୍ଥାୟୀ ହବିଷ୍ୟାଳି ଶିବିରର ବ୍ୟବସ୍ଥା!-->…
୮ ଲକ୍ଷ ୭୦ ହଜାର ଟଙ୍କାରେ ନିଲାମ ହେଲା ଗଣେଶଙ୍କ ଆଜ୍ଞା ଲଡୁ ଓ ମାଳ
ଅନୁଗୋଳ: ଶେଷ ହୋଇଛି କୋଇଲା ନଗରୀ ତାଳଚେରର ପ୍ରସିଦ୍ଧ ଗଣେଶ ପୂଜା । ଆଜି (ଶନିବାର) ଭସାଣି ପାଇଁ ହୋଇଛି ସ୍ବତନ୍ତ୍ର ଆୟୋଜନ । ତାଳଚେର ଗଣେଶ ପୂଜା ଭସାଣିରେ ସବୁଠାରୁ ଆକର୍ଷଣ ହୋଇଥାଏ ଗଣେଶଙ୍କ ଆଜ୍ଞା ଲଡୁ ଓ ମାଳ ନିଲାମ । ତେବେ ଏଥର ୮ ଲକ୍ଷ ୭୦ ହଜାର ଟଙ୍କାରେ ଏକ କ୍ୱିଣ୍ଟାଲ ଲଡୁ ନିଲାମ!-->…
ଆଜି ଅନନ୍ତ ବ୍ରତ
ଆଜି ଦିନରେ ଅନନ୍ତ ବ୍ରତ ପାଳନ କରାଯାଉଛି । ଏହିଦିନ ଭଗବାନ ଶ୍ରୀହରିଙ୍କ ପୂଜା କରାଯାଇଥାଏ । ଏବଂ ପୂଜା ପରେ ଅନନ୍ତ ବ୍ରତ ଧାରଣ କରାଯାଇଥାଏ । ଏହା ଏକ ବ୍ୟକ୍ତିଗତ ପୂଜା ଅଟେ । ଏହାର କୌଣସି ସାମାଜିକ କିମ୍ବା ଧାର୍ମିକ ଉତ୍ସବ ନଥାଏ । ଅଗ୍ନି ପୁରାଣରେ ଏହାର ବର୍ଣ୍ଣନା କରାଯାଇଛି ।
!-->!-->!-->…
କୋଣାର୍କ ସୂର୍ଯ୍ୟ ମନ୍ଦିର ରୁ ବାଲିକଢା କାମର ଶୁଭାରମ୍ଭ
କୋଣାର୍କ: ବହୁ ପ୍ରତିକ୍ଷା ପରେ ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ବା ବ୍ଲାକ ପାଗୋଡାରୁ ଆଜି ବାଲିକଢା କାମର ଶୁଭାରମ୍ଭ ହୋଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସ୍ଆଇ ପକ୍ଷରୁ ଏଥିନିମନ୍ତେ ଭୂମି ପୂଜନ କରାଯାଇଛି। ଉନ୍ନତ ବୈଷୟିକ ଜ୍ଞାନକୌଶଳର ବିନିଯୋଗ କରି!-->…
ମହାଲକ୍ଷ୍ମୀଙ୍କ ପୂଜା ପାଇଁ ମାଟି ଅନୁକୂଳ
କାମାକ୍ଷାନଗର: ସୁନିଆଁ ବାମନ ଜନ୍ମତିଥି ଥିବାରୁ ଢ଼େଙ୍କାନାଳ ବସ ଷ୍ଟାଣ୍ଡ ମହାଲକ୍ଷ୍ମୀ କମିଟି ତରଫରୁ ପୂଜା ପାଇଁ ମାଟି ଅନୁକୂଳ କରାଯାଇଛି । ସ୍ଥାନୀୟ କମଗରା ଘାଟରୁ ପୂଜାର୍ଚ୍ଚନା କରାଯାଇ ମାଟି ଅନୁକୂଳ ହୋଇଛି । ଏହି ମାଟିରେ ମହାଲକ୍ଷ୍ମୀଙ୍କ ମୂର୍ତ୍ତି ଗଢାଯିବ । ପୂଜକ ଗତିକୃଷ୍ଣ!-->…