Browsing Category

ଧର୍ମ ସଂସ୍କୃତି

ମାଲକାନଗିରିରେ ଗଣେଶ ମୂର୍ତ୍ତିକୁ ନେଇ ବିବାଦ: ଥାନାରେ ଏତଲା

ମାଲକାନଗିରି: ମାଲକାନଗିରିରେ ଗଣେଶ ମୂର୍ତ୍ତିକୁ ନେଇ ବିବାଦ ଉପୁଜିଛି। ଏନେଇ ମାଲକାନଗିରି ଥାନାରେ ଏତଲା ଦିଆଯାଇଛି। ପୁରୁଣା ମେଡିକାଲ ଛକ ପୂଜା କମିଟି ପକ୍ଷରୁ ପ୍ରତି ବର୍ଷ ଭିନ୍ନ ଭିନ୍ନ ଢଙ୍ଗରେ ଗଣେଶ ପୂଜା କରାଯାଇଥାଏ। ତେବେ ଚଳିତ ବର୍ଷ 'ସବକା ମାଲିକ ଏକ ହେ' ଶୀର୍ଷକରେ କମିଟିର

ଭକ୍ତଙ୍କ ଗହଣରେ ଗଣେଶ ପୂଜା, ମୂର୍ତ୍ତି ବିସର୍ଜନ ପାଇଁ ୨ଟି ଅସ୍ଥାୟୀ ପୋଖରୀ

ଭୁବନେଶ୍ୱର: ଏଥର ଭକ୍ତଙ୍କ ଗହଣରେ ହେବ ଗଣେଶ ପୂଜା। ପରଦା ଆଢୁଆଳରେ ନୁହେଁ ବରଂ ଠାକୁରଙ୍କୁ ସିଧାସଳଖ ଦର୍ଶନ କରିପାରିବେ ଭକ୍ତ। ରାଜଧାନୀ ଭୁବନେଶ୍ୱରରେ ଗଣେଶ ପୂଜାକୁ ନେଇ BMC କମିଶନର ଏହା କହିଛନ୍ତି। ଯଦିଓ କୋଭିଡ୍ କଟକଣା ହଟିଛି, ତେବେ ମାସ୍କ୍ ଓ ସାନିଟାଇଜର ବ୍ୟବହାର କରିବାକୁ BMC

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ ଅନୁଷ୍ଠିତ

ପୁରୀ: ଆଜି ଅପରାହ୍ନରେ ଭାଦ୍ରବ କୃଷ୍ଣ ମଳ ଏକାଦଶୀ ତିଥିରେ ଶ୍ରୀଜୀଉଙ୍କ କାଳୀୟ ଦଳନ ବେଶ ଅନୁଷ୍ଠିତ ହୋଇଛି। ଏହି ଆକର୍ଷଣୀୟ ବେଶ ଦେଖିବା ଲାଗି ବଡଦେଉଳରେ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ପ୍ରସିଦ୍ଧ ଜମୁନା ନଦୀ ତଟବର୍ତ୍ତି କାଳିନ୍ଦୀ ହ୍ରଦରେ ଅବସ୍ଥାନ କରୁଥିବା ସମୟରେ

ରତ୍ନସିଂହାସନରେ ବଣଭୋଜି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ : ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପରେ ପାରମ୍ପରିକ ରୀତିରେ ଶ୍ରୀକ୍ଷେତ୍ରର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା ଅନୁଷ୍ଠିତ ହୋଇଥାଏ। ଶ୍ରୀଜୀଉ ମାନେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଲୀଳାର କଥାବସ୍ତୁ ଉପରେ ବିଭିନ୍ନ ରୂପରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି କ୍ରମରେ ନବମୀ ଦିନ ନନ୍ଦଉତ୍ସବ

ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧର୍ଯ୍ୟ ହେଲା ଲଗ୍ନ । ସୁବର୍ଣ୍ଣପୁର ଜିଲ୍ଲା ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ । ସକାଳ ୧୦.୦୭ରୁ ୧୦.୨୧ ମଧ୍ୟରେ ସୁବର୍ଣ୍ଣପୁରରେ ଲାଗିହେବ ନବାନ୍ନ । ସେପଟେ ମାଆ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ପାଇଁ ମଧ୍ୟ ଲଗ୍ନଧାର୍ଯ୍ୟ ହୋଇଛି ।

ପାର୍ବଣ ପାଇଁ ମହାନଦୀ ଓ କାଠଯୋଡ଼ିରୁ ଉଠିଲା ମାଟି

କଟକ: ପାରମ୍ପରିକ ରୀତିନୀତିରେ କଟକ ସହରର ବିଭିନ୍ନ ପୂଜାମଣ୍ଡପ ଶାରଦୀୟ ଦୁର୍ଗାପୂଜା ପାଇଁ ପବିତ୍ର ମହାନଦୀ ଓ କାଠଯୋଡ଼ିରୁ ମାଟି ଉଠାଇଛନ୍ତି। କିଛି ମଣ୍ଡପ ଗତକାଲି ପବିତ୍ର ଜନ୍ମାଷ୍ଟମୀରେ ମାଟି ଉଠାଇ ଥିବା ବେଳେ ଅଧିକାଂଶ ମଣ୍ଡପ ଆଜି ପବିତ୍ର ନନ୍ଦୋତ୍ସଵରେ ମାଟି ଉଠାଇଛନ୍ତି।

ବାବା ରସିଦ୍ ଆଲ୍ଲିଙ୍କ ମଜାରରେ ଧୁମଧାମରେ ଉରୂଶେ ପାଳନ…

ଛତ୍ରପୁର: ହଜରତ ସୟଦ୍ ଆବଦୁର ରସିଦ୍ ଶାହା ଆଲ୍ଲି ବାବାଙ୍କ ପୁତିଗୋପାଳପୁର ସ୍ଥିତ ମଜାର ଶରିଫ୍ ନିକଟରେ ଧୁମଧାମରେ ବାର୍ଷିକ ଉତ୍ସବ ବା ଉରୁଶେ ପାଳନ ହୋଇଯାଇଛି । ବାବା ରସିଦ୍ ଅଲ୍ଲୀ ମୁସଲମାନ ଧର୍ମର ଜଣେ ସନ୍ଥ ବା ଫକିର ଥିଲେ ସେ ନିଜ ସାରା ଜୀବନ ଭଗବାନଙ୍କ ପାଖରେ ଉତ୍ସର୍ଗ କରିବା

ରାଜଧାନୀର ବିଭିନ୍ନ ମନ୍ଦିରରେ ପାଳନ ହେଉଛି ଜନ୍ମାଷ୍ଟମୀ

ଭୁବନେଶ୍ବର: ଆଜି ହେଉଛି ଜନ୍ମାଷ୍ଟମୀ ରାଜଧାନୀର ବିଭିନ୍ନ ମନ୍ଦିର ଓ ଅନୁଷ୍ଠାନରେ ଜନ୍ମଷ୍ଟମୀ ପ୍ରସ୍ତୁତି ଆରମ୍ଭ ହୋଇଛି । ଅର୍ଦ୍ଧ ରାତ୍ରିର ଅମୃତ ବେଳାରେ ଜନ୍ମ ନେବେ କୃଷ୍ଣ । । ମହାମାରୀର ୨ବର୍ଷ ପରେ କୃଷ୍ଣ ନାମରେ ପ୍ରକନ୍ତିତ ହେବ ରାଜଧାନୀ । ପୂଜା ପାଠ , ଭଜନ କୀର୍ତ୍ତନ ଓ ନାମ

ପବିତ୍ର ଜନ୍ମାଷ୍ଟମୀ ଅବସରରେ କ୍ଷୀରଚୋରା ଗୋପୀନାଥ ମନ୍ଦିର ଚଳଚଞ୍ଚଳ

ବାଲେଶ୍ବର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ଏହି ଅବସରରେ ଚଳଚଞ୍ଚଳ ହୋଇଉଠିଛି ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ସ୍ଥିତ ଗୁପ୍ତ ବୃନ୍ଦାବନ ବା କ୍ଷୀରଚୋରା ଗୋପୀନାଥ ମନ୍ଦିର । ଜନ୍ମାଷ୍ଟମୀ ପାଇଁ ମନ୍ଦିରରେ ପ୍ରବଳ ଭିଡ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ହାତରେ ପୂଜା ଥାଳି ନେଇ ଭଗବାନଙ୍କ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ଭଗବାନ ଶ୍ରୀକୃଷ୍ଣ

ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଏହି ଦନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ସମଗ୍ର ଭାରତ ବର୍ଷରେ । ପୌରାଣିକ କଥା ଅନୁସାରେ, ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଧରାବତରଣ