Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଆଜିଠୁ ଭାଲୁକୁଣି ଓଷା ଆରମ୍ଭ
ବାର ମାସରେ ତେର ପର୍ବ । ସନାତନ ଧର୍ମ ବା ଜଗନ୍ନାଥ ସଂସ୍କୃତି ଅନୁଯାୟୀ ହିନ୍ଦୁଧର୍ମରେ ରାଜ୍ୟର ପୁରପଲ୍ଲୀରେ ଖୁଦୁରୁକୁଣୀ ତଥା ଭାଲୁକୁଣି ଓଷା କୁଆଁରୀ ମାନଙ୍କର ମୁଖ୍ୟପର୍ବ ଭାବେ ପରିଚିତ। ଭାଦ୍ରବମାସରେ ଏହି ଓଷାକୁ କୁଆଁରୀ ମାନେ ଓ ନବ ବିବାହିତା ମାନେ ପାଳନ କରିଥାନ୍ତି। ଆଜି ଭାଦ୍ରବ!-->…
ପ୍ରଭୁ ଶ୍ରୀ ଅଲାରନାଥଙ୍କୁ ଦର୍ଶନ କରିବା ସହ ମନ୍ଦିରର ସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କଲେ 5ଟି ସଚିବ
ବ୍ରହ୍ମଗିରି: ପ୍ରଭୁ ଅଲାରନାଥଙ୍କ ମନ୍ଦିରରେ 5ଟି ସଚିବ ଭିକେ ପାଣ୍ଡିଆନ୍। 5ଟି ସଚିବ ଆଜି ଅଚାନକ ଭାବେ ପୁରୀ ଜିଲ୍ଲା ବ୍ରହ୍ମଗିରିର ଆରାଧ୍ୟ୍ୟ ପ୍ରଭୁ ଶ୍ରୀ ଅଲାରନାଥ ମନ୍ଦିରରେ ପହଞ୍ଚିଥିଲେ ଠାକୁରଙ୍କ ଦର୍ଶନ କରିଛନ୍ତି । 5T ସଚିବଙ୍କ ସମେତ ଜିଲ୍ଲାପାଳ ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ,!-->…
ରାକ୍ଷୀ ପୁର୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ
ଭୁବନେଶ୍ୱର: ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ!-->…
ଶ୍ରୀକ୍ଷେତ୍ରରୁ ତୁଳସୀ କ୍ଷେତ୍ରକୁ ଆସିଲା ପାଟ ରାକ୍ଷୀ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡାକୁ ଶ୍ରୀକ୍ଷେତ୍ର ପୁରୀରୁ ପ୍ରତି ବର୍ଷ ପରି ଚଳିତ ବର୍ଷ ତୁଳସୀ କ୍ଷେତ୍ରର ଆରଧ୍ୟ ପ୍ରଭୁ ତଥା ବଡଭାଇ ଶ୍ରୀବଳଦେବଜୀଉଙ୍କ ପାଖକୁ ଆସିଛି ପାଟରାକ୍ଷୀ। ଭଉଣୀ ସୁଭଦ୍ରାଙ୍କ ପକ୍ଷରୁ ତୁଳସୀକ୍ଷେତ୍ରର ବଡଠାକୁର ତଥା ବଡଭାଇ ଶ୍ରବଳଦେବଜୀଉଙ୍କ ପାଇଁ ଆସିଛି ପାଟରାକ୍ଷୀ।!-->…
ବଲାଙ୍ଗୀରରେ ଧାର୍ଯ୍ୟ ହେଲା ନୂଆଖାଇ ଲଗ୍ନ
ବଲାଙ୍ଗୀର: ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ପାଳିତ ହେବ ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଖାଇ । ତେବେ ଚିରାଚରିତ ପ୍ରଥା ଅନୁଯାୟୀ ବଲାଙ୍ଗୀର ଜ୍ୟୋତିଷ ପଣ୍ଡିତ ମହାସଭା ନୂଆଖାଇ ଲଗ୍ନ ନିର୍ଣ୍ଣାୟକ କମିଟି ସ୍ଥିର କରିଛି । ସେପ୍ଟେମ୍ବର ୧ ତାରିଖ ୧୦ଟା ୫୪ ମିନିଟରୁ ୧୧ଟା!-->…
ପ୍ରସିଦ୍ଧ ନୂଆଁଖାଇ ପର୍ବ ଲାଗି ଲଗ୍ନ ଧାର୍ଯ୍ୟ
ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୂଆଁଖାଇ ପର୍ବ ପାଇଁ ଲଗ୍ନ ଧାର୍ଯ୍ଯ ହୋଇଯାଇଛି। ପାଟଣା ମହାରାଜାଙ୍କ ହାଉସ୍ ହୋଲ୍ଡ ଅଫିସ ପକ୍ଷରୁ ବିଧିବଦ୍ଧ ଭାବେ ଏହି ସୂଚନା ଦିଆଯାଇଛି। ଏହି ନବାନ୍ନ ଲାଗି ନୀତିକାନ୍ତି ଆସନ୍ତା ସେପ୍ଟେମ୍ବର ୧ ତାରିଖ ତଥା ଗୁରୁବାର ସକାଳ ୧୦ଟା ୫୪ମି.ରୁ ଦିନ!-->…
ଚିତ୍ରକୋଣ୍ଡା ଶୈବ ପୀଠରେ କାଉଡ଼ିଆ ଙ୍କ ଭିଡ଼…
ଚିତ୍ରକୋଣ୍ଡା : ଶ୍ରାବଣ ଧର୍ମ ମାସ ଆଗମନେ ପରେ ମାନସିକ ଧାରି ବୋଲ ବମ ଭକ୍ତ ମାନେ ଚଳ ଚଞ୍ଚଳ ହୋଇ ଏକ ରଙ୍ଗର ଆକର୍ଷଣୀୟ ବେଶ ରେ ସଜିତ ହୋଇ ଓଦା ବସ୍ତ୍ର ରେ ମାନସିକ ପୂର୍ଣ୍ଣ ପାଇଁ ବିଭିର୍ଣ୍ଣ ଶୈବ ପୀଠକୁ ବହୁ ପଥ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ନେଇ ପାଣି ଢାଳିଥାନ୍ତି ଆଜି!-->!-->!-->…
ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ
ପୁରୀ: ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ରବିବାରଠାରୁ ଭଙ୍ଗା ଆରମ୍ଭ ହୋଇଛି । ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି । ଏଥିରେ ୨୦!-->…
ଶ୍ରାବଣ ପ୍ରଥମ ସୋମବାର ରେ ବୋଲ ବମ୍ ହର ହର ବମ୍ ଶବ୍ଦରେ କମ୍ପିଲା ଏକାମ୍ର କ୍ଷେତ୍ର
ଭୁବନେଶ୍ବର: ଆଜି ଧାରା ଶ୍ରାବଣ ର ପ୍ରଥମ ସୋମବାର । ଏକାମ୍ର କ୍ଷେତ୍ର କମ୍ପିଲା ବୋଲ ବମ୍ ହର ହର ବମ୍ । ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଲେ ଶହ ଶହ କାଉଡ଼ିଆ । ମହାଦେବ ଙ୍କୁ ଜଳାଭିଷେକ ଲାଗି କଲେ କାଉଡ଼ିଆ । ଦୁଇ ବର୍ଷ ପରେ ମନ୍ଦିର ପ୍ରବେଶ କରି ଶିବ ଲିଙ୍ଗ ରେ ପାଣି ଢାଳିବାର ସୁଯୋଗ!-->…
ବୋଲବମ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି
ଭୁବନେଶ୍ବର: ଦିନକ ପରେ ଶ୍ରାବଣ ମାସ ପ୍ରଥମ ସୋମବାର। ବୋଲ୍ବମ୍ ହର୍ହର୍ ବମ୍ ...ହର ହର ମହାଦେବର ଧ୍ୱନିରେ କମ୍ପବା ଆରମ୍ଭ ହେଲାଣି ଏକାମ୍ର କ୍ଷେତ୍ର। ଦୁଇବର୍ଷ କରୋନା କଟକଣା ଯୋଗୁଁ ନିରାଶ ହୋଇଥିବା ମାନସିକଧାରୀମାନେ ଦୂରଦୂରାନ୍ତରୁ ଆସି ଶ୍ରୀଲିଙ୍ଗରାଜଙ୍କ କ୍ଷେତ୍ରରେ ଜଳଲାଗି!-->…