Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ତୁଳସୀ କ୍ଷେତ୍ରରେ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡା : ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା । ତୁଳସୀ କ୍ଷେତ୍ରରେ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି l ଅପରାହ୍ନ ୩ ଟାରେ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଥିଲା l ସନ୍ଧ୍ୟା ୫ଟା ସୁଦ୍ଧା ତିନି ଦିଅଁ ରଥାରୁଢ ହେବାପରେ!-->…
ଶାବର ଶ୍ରୀକ୍ଷେତ୍ର ରେ ଘୋଷଯାତ୍ରା
କୋରାପୁଟ: କୋରାପୁଟର ଶାବର ଶ୍ରୀକ୍ଷେତ୍ର ରଥ ଯାତ୍ରାକୁ ୫୦ବର୍ଷ ପୂର୍ତ୍ତି ବଡ଼ଦାଣ୍ଡରେ ଦୁଇ ବର୍ଷ ପରେ ଶୁକ୍ରବାର ପବିତ୍ର ଘୋଷଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି । ବଡ ଦାଣ୍ଡରେ ରଥାରୁଢ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଭାବ ବିହ୍ବଳିତ ହୋଇ ପଡିଛନ୍ତି ହଜାର ହଜାର ଭକ୍ତ । ବଡ ଦାଣ୍ଡରେ!-->…
ଭକ୍ତ ଦାସିଆଙ୍କ ପୀଠରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ତୁଳସୀବେଶ
ପିପିଲି: ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପିପିଲିର ତେଇସିପୁର ନିକଟବର୍ତ୍ତୀ ବାଲିଗାଁ ସ୍ଥିତ ଭକ୍ତ ଶିରୋମଣି ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପରିସରରେ ଥିବା ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ଶୁକ୍ରବାର ପ୍ରତ୍ୟୁଷରୁ ଚତୁର୍ଦ୍ଧମୂର୍ତ୍ତୀଙ୍କ ସମସ୍ତ ନୀତିକାନ୍ତି ସଂପନ୍ନ କରାଯାଇଥିଲା।!-->…
ରଥଯାତ୍ରା ଭିଡ଼ରେ ୯୬ ଅଚେତ, ନଡ଼ିଆ ମାଡ଼ରେ ମହିଳା ପୁଲିସ ରକ୍ତାକ୍ତ
ପୁରୀ: ପୁରୀ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି। ସଭିଙ୍କ ମନରେ ରଥଯାତ୍ରା ଦେଖିବାର ଉତ୍କଣ୍ଠା। ମହାପ୍ରଭୁମାନଙ୍କ ଟିକିଏ ଝଲକ ପାଇବାକୁ ଓ ରଥ ଦଉଡ଼ି ପର୍ଯ୍ୟନ୍ତ ପହଞ୍ଚି ରଥ ଭିଡ଼ିବାକୁ ସମସ୍ତ ଶ୍ରଦ୍ଧାଳୁଙ୍କ ଭିତରେ ଠେଲାପେଲା। ଏହି ପ୍ରବଳ ଗହଳି ଭିତରେ ଗୁଳୁଗୁଳି ସହି ନ ପାରି ବହୁ ସଂଖ୍ୟକ!-->…
ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଆଜିଠାରୁ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ ମଧ୍ୟରେ ହେଉଛି ମହାମିଳନ। ମନ୍ଦିରରୁ ବାହାରି ବଡ଼ଦାଣ୍ଡରେ ଦର୍ଶନ ଦେଇଛନ୍ତି ତିନିଠାକୁର। ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି!-->…
ରଥଯାତ୍ରା ପାଇଁ ଆସିଲା ନୀତି ନିର୍ଘଣ୍ଟ
ପୁରୀ:ରାତି ପାହିଲେ ଶ୍ରୀଗୁଣ୍ଡିଚା ଯାତ୍ରା । ଏହି ଦିନ ୩ ରଥରେ ବିଜେ ହୋଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ଶ୍ରୀଜିଉ । ଦୀର୍ଘ ଦୁଇ ବର୍ଷ ପରେ ବଡଦାଣ୍ଡରେ ଭକ୍ତ ଓ ଭଗବାନଙ୍କର ହେବ ମହାମିଳନ । କରୋନା କଟକଣା ପାଇଁ ଦୁଇ ବର୍ଷ ଧରି ଭକ୍ତମାନଙ୍କୁ ରଥଯାତ୍ରାରେ ସାମିଲ ହେବା ପାଇଁ!-->…
ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା: ସିଂହଦ୍ୱାର ସମ୍ମୁଖକୁ ଆସିଲେ ୩ ରଥ
ପୁରୀ: ଆସନ୍ତାକାଲି ଶ୍ରୀଜୀଉଙ୍କର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ତିନି ବାଡରୁ ଆଜ୍ଞାମାଳ ପହଞ୍ଚିବା ପରେ ରଥଗୁଡିକୁ ସିଂହଦ୍ୱାର ସମ୍ମୁଖରେ ଅଣାଯାଉଛି । ଦକ୍ଷିଣ ମୋଡ କରାଯାଇ ପ୍ରଥମେ ନନ୍ଦିଘୋଷକୁ ସିଂହଦ୍ୱାର ସମ୍ମୁଖକୁ ନିଆଯାଇଥିଲା । ଏହାପରେ ଦର୍ପଦଳନ ରଥକୁ ଟଣା ଯାଉଛି । ଶେଷରେ!-->…
ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କଲେ ଭକ୍ତ
ପୁରୀ: ସରିଲା ୨ବର୍ଷର ଅପେକ୍ଷା । ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କଲେ ଭକ୍ତ । ଅଣସର ପରେ ମହାବାହୁଙ୍କୁ ଦର୍ଶନ କରି କୃତାର୍ଥ ହୋଇଛନ୍ତି ଶ୍ରଦ୍ଧାଳୁ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ୪୫ ମିନିଟ ପୂର୍ବରୁ ପରିମାଣିକ ଓ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଥିବା ବେଳେ କଡ଼ାକଡ଼ି!-->…
ନୃସିଂହନାଥ, ହରିଶଙ୍କର ପର୍ଯ୍ୟଟନସ୍ଥଳୀର ହେବ ନବକଳେବର, ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ ହେବ ୪୦ କୋଟି
ଭୁବନେଶ୍ୱର: ନୃସିଂହନାଥ, ହରିଶଙ୍କର ପର୍ଯ୍ଯଟନସ୍ଥଳୀର ହେବ ନବକଳେବର। ଏହାର ବିକାଶ ପାଇଁ ଚୂଡାନ୍ତ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି ପର୍ଯ୍ଯଟନ ବିଭାଗ। ନୃସିଂହନାଥ ପାଇଁ ୧୫ କୋଟି, ହରିଶଙ୍କର ପାଇଁ ୨୩ କୋଟି ଟଙ୍କା ସରକାର ବ୍ୟୟ ଅଟକଳ କରିଛନ୍ତି। ମୋଟ ୩ ଟି ପର୍ଯ୍ଯାୟରେ ଦୁଇ ମନ୍ଦିରର କାମ!-->…
ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ଏହାପରେ ସକାଳ ୯ଟାରୁ ୧୦ଟା ୩୦ ଯାଏଁ ସର୍ବସାଧାରଣ ଦର୍ଶନ ହେବ।
ବିଶେଷ ନୀତି ସକାଶେ!-->!-->!-->…