Browsing Category

ଧର୍ମ ସଂସ୍କୃତି

ଆଜି ଅଣସର ଦଶମୀ, ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର

ପୁରୀ :ଆଜି ଅଣସର ଦଶମୀ । ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଆଜି ଶୟନ ଅବସ୍ଥାରୁ ଉଠି  ଚକା ଉପରେ ବିଜେ କରିବେ ମହାପ୍ରଭୁ । ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ

ଅଣସର ଘରେ ମହାପ୍ରଭୁ, ସୁସ୍ଥତା ପାଇଁ ଚାଲିଛି ଓଷ ଲାଗି ବିଧି

ପୁରୀ: ମହାସ୍ନାନ ପରେ ଏବେ ଅଣସର ଘରେ ଜ୍ୱରରେ ପୀଡିତ ଚତୁର୍ଦ୍ଧାବିଗ୍ରହ । ଏଥିପାଇଁ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଦଇତାପତି ସେବାୟତ ମାନେ ଜାରି ରଖିଛନ୍ତି ଗୁପ୍ତ ଚିକିତ୍ସା । ସମ୍ପୂର୍ଣ୍ଣ ଆୟୁର୍ବେଦ ପ୍ରଣାଳୀରେ ମହାପ୍ରଭୁଙ୍କ ଚିକିତ୍ସା ଜାରି ରହିଛି । ଚତୁର୍ଦ୍ଧାବିଗ୍ରହଙ୍କ ଶରୀରରେ

ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ୧ଟା ୧୦ରେ ପହଣ୍ଡି, ୫ଟାରେ ରଥଟଣା

ପୁରୀ: ରଥାଯାତ୍ରା ପାଇଁ ଶେଷ ହୋଇଛି ନୀତି ସବକମିଟି ଓ ଛତିଶାନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ

ଆରମ୍ଭ ହେଲା ଶ୍ରୀମନ୍ଦିରରେ ପଟି ଦିଅଁଙ୍କ ପୂଜା

ପୁରୀ: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ହୋଇ ଅଣସର ଘରେ ବିଶ୍ରାମ ନେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ମହାପ୍ରଭୁଙ୍କ ଚଳିତଥର ବିରଳ ୧୩ ଦିନିଆ ଅଣସରର ଗୁପ୍ତନୀତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସେବକ

ଅଣସର ଘରେ ମହାପ୍ରଭୁ, ଅଲାରନାଥ ପୀଠରେ ଭକ୍ତଙ୍କ ଭିଡ଼

ପୁରୀ: ଶ୍ରୀମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ପାଇ ପାରିବେନି ଶ୍ରଦ୍ଧାଳୁ।

ବାଲିଗୁଡାରେ ଶ୍ରୀଜଗନ୍ନାଥଙ୍କ ଗଜାନନ ବେଶ: ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ…

ବାଲିଗୁଡା,୨୨/୦୬: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ ମଣ୍ଡପକୁ ଅଣାଯିବା

ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ମୁତୟନ ରହିବେ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨

ପ୍ରଥମେ ଭୋଗ ପରିତ୍ୟାଗ ହେଉ !

ହରିହର ତ୍ରିପାଠୀ ପାଳିତ ହେଉଛି ଦଶମ ଅନ୍ତର୍ଜାତୀୟ ଯୋଗଦିବସ  ।  ୨୦୧୫ ମସିହାରେ ପାଳିତ ହୋଇଥିଲା ପ୍ରଥମ ଯୋଗ ଦିବସ  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଯେତେବେଳେ ଜୁନ୍ ୨୧କୁ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସଭାବେ ପାଳନ କରିବାକୁ ପ୍ରସ୍ତାବ ଦିଆଗଲା ସେତେବେଳେ ଏହି

ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର

ପୁରୀ: ସବୁ ତର୍କବିତର୍କ ଉପରେ ଲାଗିବ ବିରାମ । ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବ । ଜୁଲାଇ ୭ରେ ମହାପ୍ରଭୁଙ୍କ ରଥଯାତ୍ରା ପରେ ୮ ତାରିଖରେ ଖୋଲାଯିବ ରତ୍ନ ଭଣ୍ଡାର । ଏଥିପାଇଁ ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ

ବନଜୋସ୍ନା ସାହିତ୍ୟ ସଂସଦର ରଜ ଉତ୍ସବ ୨୦୨୪ ଉଦଘାଟିତ…

ଫୁଲବାଣୀ :ବନଜୋସ୍ନା ସାହିତ୍ୟ ସଂସଦ ତରଫରୁ ରଜ ଉତ୍ସବ ୨୦୨୪ ଉଦଘାଟିତ ହୋଇ ଯାଇଛି। ଏହି ରଜ ଉତ୍ସବ ଆଗାମୀ ୧୭ ଜୁନ ପର୍ଯ୍ୟନ୍ତ ଫୁଲବାଣୀ ପାରିଜାତ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହେବ। ଉଦଘାଟନ ଉତ୍ସବରେ ଫୁଲବାଣୀ ଉପଜିଲ୍ଲାପାଳ ଚିତ୍ତରଞ୍ଜନ ମହନ୍ତ, ଜିଲ୍ଲା.. ଶିଶୁ ସୁରକ୍ଷା